ଉତ୍ସବ ମୁଖର ମହାରାଷ୍ଟ୍ର ଭାଜପା କାର୍ଯ୍ୟାଳୟ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ଆସନର ଫଳାଫଳ ଉପରେ ନଜର ପକାଇଲେ ମଧ୍ୟାହ୍ନ ସୁଦ୍ଧା ଭାଜପା ୯୯ ଆସନରେ ଆଗୁଆ ଥିବା ଦେଖାଯାଇଥିଲା। ଏହାକୁ ଦେଖିବା ପରେ ମହାରାଷ୍ଟ୍ରରେ ଥିବା ଭାଜପା କାର୍ଯ୍ୟାଳୟ ହୋଇ ଉଠିଥିଲା ଉତ୍ସବ ମୁଖର। ଏଠାରେ ଉପସ୍ଥିତ ଥିବା ଭାଜପା କର୍ମୀ ଓ ନେତାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କର ବହୁ ପ୍ରଶଂସା କରିଥିଲେ। ଏମାନେ ମହାରାଷ୍ଟ୍ରବାସୀଙ୍କୁ ଭଲଭାବେ ବୁଝିଛନ୍ତି ତେଣୁ ସେମାନଙ୍କୁ ବିଭିନ୍ନ ସମୟରେ ମହାରାଷ୍ଟ୍ରବାସୀ ସହଯୋଗର ହାତ ବଢାଇଛନ୍ତି ବୋଲି କୁହାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ନାରାଜ ହେଲେ ଶିନ୍ଦେ! ଚାଲିଗଲେ ଗାଁକୁ

ମୁମ୍ବାଇ,୨୧।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବେି ସ୍ବିଜରଲ୍ୟାଣ୍ଡ ଗସ୍ତରେ ଅଛନ୍ତି। ଏଠାରେ, ମୁଖ୍ୟମନ୍ତ୍ରୀରୁ ଉପମୁଖ୍ୟମନ୍ତ୍ରୀ ହୋଇଥିବା ଏକନାଥ ଶିନ୍ଦେ ନିଜ ଗାଁକୁ ଫେରି ଆସିଛନ୍ତି।...

ସ୍ତ୍ରୀଙ୍କୁ ବାନ୍ଧି ଏସିଡ୍‌ ଢାଳିଲେ ସ୍ବାମୀ

କୋଟା, ୨୧ା୧: ରାଜସ୍ଥାନର କୋଟାସ୍ଥିତ ମହାବୀର ନଗର ଅଞ୍ଚଳରେ ସୁନୀତ ଦୀକ୍ଷିତ(୫୦) ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ମମତା ଗୌଡ଼ଙ୍କୁ ରବିବାର ମାଡ଼ ମାରିବା ସହ...

ବିଷ ଦେଇ ପ୍ରେମିକଙ୍କୁ କରିଥିଲେ ହତ୍ୟା: ପ୍ରେମିକାଙ୍କୁ ମିଳିଲା ଫାଶୀ ଦଣ୍ଡ

ଥିରୁଭାନନ୍ତପୁରମ,୨୦ା୧: କେରଳର ଥିରୁଭାନନ୍ତପୁରମର ଅତିରିକ୍ତ ଜିଲା ସେଶନ କୋର୍ଟ ସୋମବାର ଜଣେ ୨୪ ବର୍ଷିୟା ଯୁବତୀ ଗ୍ରୀଷ୍ଣାଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଗ୍ରୀଷ୍ଣା ୨ ବର୍ଷ...

ଉତ୍ତରାଖଣ୍ଡରେ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ୟୁସିସି

ଡେରାଡୁନ୍‌,୨୦।୧: ସମାନ ନାଗରିକ ସଂହିତା (ୟୁସିସି)ର ନିୟମାବଳୀଗୁଡ଼ିକୁ ଉତ୍ତରାଖଣ୍ଡ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଖୁବ୍‌ଶୀଘ୍ର ୟୁସିସି କାର୍ଯ୍ୟକାରୀ ହେବା ନେଇ ତାରିଖ ଘୋଷଣା...

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଅତୁଲ ସୁଭାଷଙ୍କ ପୁଅ ରହିବେ ମା’ଙ୍କ ନିକଟରେ

ନୂଆଦିଲ୍ଲୀ,୨୦।୧: ସୋମବାର (ଜାନୁଆରୀ ୨୦, ୨୦୨୫) ସୁପ୍ରିମକୋର୍ଟ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ମାଆଙ୍କ ଦ୍ୱାରା ଦାୟର ଆବେଦନର ସମାଧାନ କରିଛନ୍ତି, ଯିଏ ତାଙ୍କ ପତ୍ନୀଙ୍କ ଦ୍ୱାରା...

କାହିଁକି ସଞ୍ଜୟଙ୍କୁ ହେଲା ନାହିଁ ଫାଶୀ, ଜାଣନ୍ତୁ ଏହାର କାରଣ

କୋଲକାତା,୨୦।୧: କୋଲକାତାର ଆରଜି କର ବଳାତ୍କାର-ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ସଞ୍ଜୟ ରାୟଙ୍କୁ ସିଆଲଦା କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସିବିଆଇ ଏହି ମାମଲାକୁ...

୧୭ ଲକ୍ଷ ଟଙ୍କାର କ୍ଷତିପୂରଣ ନିର୍ଦ୍ଦେଶ ପରେ ପୀଡ଼ିତା ପରିବାର କହିଲେ, ଟଙ୍କା ନୁହେଁ ଆମକୁ ନ୍ୟାୟ ଦରକାର

କୋଲକାତା,୨୦।୧: ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲ ବଳାତ୍କାର ଏବଂ ହତ୍ୟା ମାମଲାରେ, କୋଲକାତା ସେସନ୍ସ କୋର୍ଟ ସୋମବାର (୨୦ ଜାନୁଆରୀ, ୨୦୨୫) ଶେଷରେ...

ରାହୁଲ ଗାନ୍ଧୀଙ୍କୁ ବଡ଼ ଆଶ୍ୱସ୍ତି: କୋର୍ଟ ଦେଲେ ବଡ଼ ରାୟ

ରାଞ୍ଚି,୨୦।୧:ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଚାଲିଥିବା ମାନହାନି ମାମଲା ଉପରେ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ସ୍ଥଗିତାଦେଶ ଜାରି କରିଛନ୍ତି। ମାମଲା ଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image