Posted inଜାତୀୟ

ଉପରାଜ୍ୟପାଳଙ୍କୁ ଭେଟିଲେ ବିକ୍ଷୋଭକାରୀ ମହିଳା ପ୍ରତିନିଧି ଦଳ

ନୂଆଦିଲ୍ଲୀ,୨୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଦିଲ୍ଲୀର ଶାହିନ ବାଗ୍‌ରେ ବିଶେଷ କରି ମହିଳାଙ୍କ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଦୀର୍ଘ ୩୬ ଦିନ ଧରି ବିକ୍ଷୋଭକାରୀମାନେ ଶାହିନ ବାଗ୍‌ରେ ଧାରଣାରେ ବସିଥିବାରୁ ଦିଲ୍ଲୀ ଓ ନୋଏଡାକୁ ସଂଯୋଗକାରୀ ମୁଖ୍ୟ ରାସ୍ତା ଏକପ୍ରକାର ବନ୍ଦ ହୋଇଯାଇଛି। ଫଳରେ ମଙ୍ଗଳବାର ଏନେଇ ସମାଧାନର ସୂତ୍ର ବାହାର କରିବାକୁ ଉଦ୍ୟମ କରାଯାଇଛି। ସନ୍ଧ୍ୟାରେ ୮ ବିକ୍ଷୋଭକାରୀ ମହିଳାଙ୍କ ପ୍ରତିନିଧି ଦଳ ଉପରାଜ୍ୟପାଳ ଅନିଲ ବୈଜଲଙ୍କୁ ଭେଟିଛନ୍ତି। ପ୍ରତିନିଧି ଦଳ ସିଏଏକୁ ନେଇ ଚିନ୍ତା ପ୍ରକଟ କରିବା ସହ ସେମାନଙ୍କ ସମସ୍ୟା ବିଷୟରେ ଉପରାଜ୍ୟପାଳଙ୍କ ସହ ବିଶଦ ଆଲୋଚନା କରିଥିଲେ। ସେହି ସମୟରେ ସ୍ଥାନୀୟବାସିନ୍ଦା, ଛାତ୍ରୀଛାତ୍ରଙ୍କ ଯାତାୟାତ ଓ ରୋଗୀଙ୍କୁ ହେଉଥିବା ଅସୁବିଧାକୁ ଦୃଷ୍ଟିରେ ରଖି ଉପରାଜ୍ୟପାଳ ତାଙ୍କୁ ଧାରଣା ଶେଷ କରିବାକୁ ନିବେଦନ କରିଥିଲେ। ତେବେ ଏହି ସାକ୍ଷାତ୍‌କାର ସମୟରେ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ କରିଥିଲେ, ମୁଁ ତାଙ୍କୁ କହିଲି…’

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶିବସେନା (ଶିନ୍ଦେ ଦଳ) ମୁଖ୍ୟ ଏକନାଥ ଶିନ୍ଦେ ବୁଧବାର...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ? ପ୍ରେସ୍‌ କନଫରେନ୍ସ କରି ଶନ୍ଦେ କଲେ ବଡ଼ ଘୋଷଣା

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସ୍‌ପେନ୍ସ ଜାରି ରହିଛି। ତେବେ ବର୍ତ୍ତମାନ ଏହି ସସପେନ୍ସକୁ କାର୍ଯ୍ୟନିର୍ବାହୀ ସିଏମ ଏକନାଥ ଶିନ୍ଦେ ଶେଷ କରିଛନ୍ତି। ବୁଧବାର...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଶେଷ ହେଲା ସସ୍‌ପେନ୍ସ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହି ପ୍ରଶ୍ନକୁ ନେଇ ଏକ ରାଜନୀତି ଗରମ ରହିଛି। ଏବେ ଲାଗୁଛି ଯେ ମହାଯାତୀରେ ସସପେନ୍ସ ଶେଷ...

ଶାନ୍ତ ପଡ଼ିଲେ ଶିନ୍ଦେ: ଆକ୍ସନ ମୋଡ୍‌ରେ ଆସିଲେ ନଜର

ପୁଣେ,୨୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ମିଳିତ ମଞ୍ଚ ‘ମହାୟୁତି’ ବହୁମତ ହାସଲ କରିଛି। ଏଥିରେ କେବଳ ଭାଜପା ୧୩୨ଟି ଆସନରେ ଐତିହାସିକ ବିଜୟ ହାସଲ...

ମହାରାଷ୍ଟ୍ର ରାଜନୀତିରେ ଏହି ବ୍ୟକ୍ତି ହେଉଛନ୍ତି ସିଏମ ମେକର୍‌, କରିବେ ବଡ଼ ଖେଳ!

ମୁମ୍ବାଇ,୨୭।୧୧: ୨୦୨୪ରେ ମହାୟୁତିର ବିଶାଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ସସପେନ୍ସ ଜାରି ରହିଛି। ଗ୍ରାଣ୍ଡ ଆଲାଇନ୍ସରେ ସର୍ବାଧିକ ଆସନ ଜିତିଥିବା ଦଳଗୁଡ଼ିକ ହେଉଛି...

ସିନ୍ଧିଆ-ରାହୁଲଙ୍କ ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା, ଆଗକୁ ହେବ…

ନୂଆଦିଲ୍ଲୀ,୨୭।୧୧: ମଙ୍ଗଳବାର ସଂସଦରେ ସମ୍ବିଧାନ ଦିବସ ସମାରୋହ ଆୟୋଜନ କରାଯାଇଥିଲା। ତେବେ ସେଣ୍ଟ୍ରାଲ ହଲ୍‌ରେ ଏହି କାର୍ଯ୍ୟକ୍ରମରେ କିଛି ଅଜବ ଘଟଣା ଦେଖିବାକୁ ମିଳିଥିଲା। ଯେତେବେଳେ...

ମୁଖ୍ୟମନ୍ତ୍ରୀ ପଦ ବଦଳରେ ବଡ଼ ସର୍ତ୍ତ ରଖିଦେଲେ ଶିନ୍ଦେ, ଅଡୁଆରେ ଭାଜପା

ମୁମ୍ବାଇ,୨୭।୧୧:ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏନେଇ ମହାୟୁତିରେ ସସପେନ୍ସ ଲାଗି ରହିଛି। କିନ୍ତୁ ଏହାରି ଭିତରେ ଏକନାଥ ଶିନ୍ଦେ କିଛି ଏପରି ସଙ୍କେତ ଦେଇଛନ୍ତି,...

ଆଦାନୀଙ୍କୁ ଗିରଫ କର, ରାହୁଲଙ୍କ ଦାବି ମଧ୍ୟରେ ଲୋକ ସଭା ସ୍ଥଗିତ

ନୂଆଦିଲ୍ଲୀ,୨୭।୧୧: ସଂସଦର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ବୁଧବାର ସକାଳ ୧୧ଟାରୁ ଲୋକ ସଭା ଓ ରାଜ୍ୟ ସଭାର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହି ସମୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri