ଋଷି କପୁରଙ୍କ ସ୍ବାସ୍ଥ୍ୟରେ ସୁଧାର: ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ

ମୁମ୍ବାଇ,୨୧।୪: ବଲିଉଡ୍‌ ଅଭିନେତା ଋଷି କପୁର କିଛି ଦିନ ଧରି ଆମେରିକାରେ ଚିକିତ୍ସିତ ହେଉଛନ୍ତି। ତେବେ ଥାଙ୍କ ସ୍ବାସ୍ଥ୍ୟରେ ସୁଦାର ଆସିଛି। ସେ ଖୁବ୍‌ ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ ବୋଲି କୁହାଯାଉଛି। ସେ ଗତବର୍ଷ ସେପ୍ଟେମ୍ବରରେ ଚିକିତ୍ସା ପାଇଁ ନ୍ୟୁୟର୍କ ଯାଇଥିଲେ। ସ୍ବାସ୍ଥ୍ୟ ଭଲ ହେବା ପରେ ଏବେ ୬୬ ବର୍ଷ ବୟସ୍କ ଋଷି ମୁମ୍ବାଇ ଫେରିବାକୁ ଚିନ୍ତା କରୁଥିବା ତାଙ୍କ ନିକଟତମ ମହଲରେ ଚର୍ଚ୍ଚା ହେଉଛି। ଏନେଇ ବଲିଉଡ୍‌ରେ ଋଷିଙ୍କ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ଏହି ମଡେଲଙ୍କୁ ଡେଟ୍‌ କରୁଛନ୍ତି ହନି ସିଂ? ଜନ୍ମଦିନ ପାର୍ଟିରେ ହାତ ଧରି…

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ଖ୍ୟାତନାମା ରାପର ହନି ସିଂ। ଜଣେ ମଡେଲଙ୍କ ପାଇଁ ତାଙ୍କ ହୃଦୟରେ ଗୀଟାର, ବୀଣା ବାଜିବା ଆରମ୍ଭ ହୋଇଛି। ସଂଗୀତ ଦୁନିଆରେ...

Athiya Shetty Baby Girl Name: ଝିଅର ନାମକରଣ କଲେ ରାହୁଲ-ଆଥିୟା, ଶୁଣୁଶୁଣୁ ଅନୁଷ୍କା କଲେ କମେଣ୍ଟ

ମୁମ୍ବାଇ: ଆଥିୟା ଶେଟ୍ଟୀ ଏବଂ କେଏଲ ରାହୁଲଙ୍କ ଘରେ ଖୁସି ଆସିଛି। Athiya ୨୪ ମାର୍ଚ୍ଚରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଝିଅର ଜନ୍ମ...

Top 5 Odishi Dancers in Odisha: ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ୫ ନୃତ୍ୟଶିଳ୍ପୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା

ଓଡ଼ିଶୀ ନୃତ୍ୟକୁ  ପ୍ରଚାର ପ୍ରସାର କରିବାରେ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ମାତ୍ର ଏମାନଙ୍କ ମଧ୍ୟରୁ ୫ ଶ୍ରେଷ୍ଠ ଓଡ଼ିଶୀ ନୃତ୍ୟଶିଳ୍ପୀ (Top...

Sonakshi sinha divorce:ଜହିର ଇକବାଲଙ୍କଠାରୁ ତଲାକ ନେବେ ସୋନାକ୍ଷୀ ସିହ୍ନା? ମୁସଲିମ ପତିଙ୍କଠାରୁ ଅଲଗା ହେବାକୁ ରଖିଲେ ଏମିତି ସର୍ତ୍ତ

ମୁମ୍ବାଇ: ସୋନାକ୍ଷୀ ସିହ୍ନା ତାଙ୍କର ଦୀର୍ଘ ଦିନର ପ୍ରେମିକ ଜାହିର ଇକବାଲଙ୍କୁ ୨୩ ଜୁନ ୨୦୨୪ରେ ବିବାହ କରିଥିଲେ। ପରିବାର ବ୍ୟତୀତ ଅଭିନେତ୍ରୀଙ୍କ ନିକଟତର ବନ୍ଧୁମାନେ...

ସିନେମାରେ ବିପ୍ଳବ: କନ୍ନଡ ଭାଷାରେ ନିର୍ମିତ ବିଶ୍ୱର ପ୍ରଥମ AI ଫିଲ୍ମ ‘ଲଭ୍ ୟୁ’

ନୂଆଦିଲ୍ଲୀ,୧୬।୪: କୃତ୍ରିମ ବୁଦ୍ଧିମତ୍ତା (AI) ପ୍ରଯୁକ୍ତିବିଦ୍ୟା ବିଶ୍ୱବ୍ୟାପୀ ଚର୍ଚ୍ଚା ସୃଷ୍ଟି କରିଛି। ଏହାରି ମଧ୍ୟରେ ବିଶ୍ୱର ପ୍ରଥମ ସମ୍ପୂର୍ଣ୍ଣ AI-ଜେନେରେଟେଡ୍ ଫିଲ୍ମ ତିଆରି ହୋଇଛି ଏବଂ...

ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…

ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କରୀନାଙ୍କ ଆଗାମୀ ପ୍ରୋଜେକ୍ଟ ‘ଦାୟରା’

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ତାଙ୍କ ନୂତନ ପ୍ରୋଜେକ୍ଟ ସମ୍ପର୍କରେ ସୋମବାର ଇନ୍‌ଷ୍ଟାଗ୍ରାମରେ ଘୋଷଣା କରିଛନ୍ତି। ଆଗାମୀ ଦିନରେ ସେ ଫିଲ୍ମ ନିର୍ମାତା ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image