ଏଇ ଭାରତରେ

ତିନି ବନ୍ଧୁ ଗ୍ରାମୀଣ ଅଞ୍ଚଳର ରୋଗୀମାନଙ୍କୁ ମାତ୍ର ୧ ଟଙ୍କାରେ ଇ-କ୍ଲିନିକ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାର ବ୍ୟବସ୍ଥା କରିଛନ୍ତି। ଆଙ୍କାଶ ଟଣ୍ଡନ ଏବଂ ତାଙ୍କର ଦୁଇ ବନ୍ଧୁ ସକେତ ଆସତି ଓ ଅଙ୍କୁର ଚୌରାସିଆ ଡିଗିକ୍ୟୁରେ ଷ୍ଟାର୍ଟଅପ୍‌ ମାଧ୍ୟମରେ ଏହି ସେବା ଯୋଗାଇ ଦେଉଛନ୍ତି। ଉକ୍ତ ଷ୍ଟାର୍ଟଅପ୍‌କୁ ସେମାନେ ୨୦୨୦ରେ ପ୍ରତିଷ୍ଠା କରିଥିଲେ। ସେ ଟେଲିକନ୍‌ସଲଟେଶନ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାରେ ରୋଗୀମାନଙ୍କୁ ସାହାଯ୍ୟ କରୁଛନ୍ତି । ଏଥିପାଇଁ ଲୋକମାନଙ୍କୁ ସକ୍ଷମ କାର୍ଡ ଦିଆଯାଉଛି, ଯାହାଦ୍ୱାରା ସେମାନେ ଏହି ସେବା ପାଉଛନ୍ତି। ଏ ପର୍ଯ୍ୟନ୍ତ ତିନିବନ୍ଧୁ ମଧ୍ୟପ୍ରଦେଶର ୨୦,୦୦୦ ଲୋକଙ୍କୁ ଏହି ସେବା ଯୋଗାଇ ଦେଇସାରିଲେଣି। ସେମାନେ ଲୋକମାନଙ୍କୁ ବି ଡିଜିଟାଲ ପ୍ରେସ୍‌କ୍ରିପଶନ ଏବଂ ଲାବ୍‌ ଟେଷ୍ଟ ସର୍ଭିସ ମଧ୍ୟ ଯୋଗାଇ ଦେଉଛନ୍ତି। ଏପରି କି ଆବଶ୍ୟକ ପଡ଼ିଲେ ରୋଗୀଙ୍କୁ ତାଙ୍କ ସହଭାଗୀ ହସ୍ପିିଟାଲକୁ ପଠାଇବାର ବ୍ୟବସ୍ଥା କରୁଛନ୍ତି ।
୩୬୫ ଟଙ୍କା ଦେଲେ ଲୋକେ ବର୍ଷସାରା ଡାକ୍ତରଙ୍କ ପରାମର୍ଶ ନେବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଡିଗିକ୍ୟୁରେ ୧୦ ହସ୍ପିଟାଲର ୬୦ ଜଣ ଡାକ୍ତର ଯୋଡି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କେଶ କାଟିବାକୁ ହେଲେ ସେଲୁନ୍‌ ଯିବାକୁ ପଡେ। ହେଲେ ସେଲୁନ୍‌ କେବେ ଲୋକଙ୍କ ପାଖକୁ ଆସିବା ଦେଖିଛନ୍ତି! ଅଜବ କଥା ଭଳି ଲାଗୁଥିଲେ ବି ଏମିତି...

ରୋବୋ ଯୁଦ୍ଧ

ଣସି ଯୁଦ୍ଧ ପାଇଁ ସୈନିକ ଏବଂ ଅସ୍ତ୍ରଶସ୍ତ୍ର ହେଉଛି ଅତି ଗୁରୁତ୍ୱପୂର୍ଣ୍ଣ। ପ୍ରାଚୀନ କାଳରେ ଖଣ୍ଡା, ତରବାରି ସାହାଯ୍ୟରେ ଯୁଦ୍ଧ ହେଉଥିଲା। ଏହା ଥିଲା ପ୍ରତ୍ୟକ୍ଷ...

ସନ୍ଦେହଘେରରେ ୟୁପିଏସ୍‌

କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକର ସମର୍ଥନ ଓ ଭାଗୀଦାରିରେ ଜାତୀୟ ଯୁଗ୍ମ କାର୍ଯ୍ୟକାରିଣୀ ପରିଷଦ (ଏନ୍‌ଜେସିଏ) ଭଳି ଏକ ବୃହତ୍‌କାୟ ସର୍ବଭାରତୀୟ ମିଳିତ ମଞ୍ଚ ଅଧୀନରେ ରେଳ...

ପରିସ୍ଥିତିର ଦାସ

ରୁଷିଆ-ୟୁକ୍ରେନ ଯୁଦ୍ଧ ଡିସେମ୍ବର ୨୧ରେ ଏକ ଭିନ୍ନ ଚିତ୍ର ତୋଳିଛି। ୨୦୦୧ ସେପ୍ଟେମ୍ବର ୧୧ (୯/୧୧)ରେ ଓସମା ବିନ୍‌ ଲାଡେନ୍‌ଙ୍କ ସଙ୍ଗଠନ ଅଲ୍‌-କାଏଦା ଆମେରିକାର ବିଶ୍ୱ...

ଏଇ ଭାରତରେ

ବୟସ ୨୫, ହେଲେ ଜାସ୍‌ କାଲ୍‌ରାଙ୍କ କାର୍ଯ୍ୟ ଅତ୍ୟନ୍ତ ପ୍ରଶଂସନୀୟ ତଥା ପ୍ରେରଣାଦାୟକ। ଏହି ବୟସରେ ଜାସ୍‌ ଗୁରୁଗ୍ରାମରେ ଏକ ଆଶ୍ରୟସ୍ଥଳୀରେ ୧,୨୦୦ ଅସହାୟ ଲୋକଙ୍କୁ...

ନାଗା ସୃଜନ ନାୟିକା

ଏବେ ସାହିତ୍ୟରେ ଗୋଟେ ନୂଆ ଫର୍ମାଟ୍‌ ବିକଶିତ ହୋଇଛି। ପୁରୁଣା କଥାବସ୍ତୁ, ପୌରାଣିକ ଆଖ୍ୟାୟିକା, ଐତିହାସିକ ଘଟଣାବଳୀକୁ ଲେଖକମାନେ ନୂତନ ଢଙ୍ଗରେ ବ୍ୟାଖ୍ୟାନ କରି ବଡ଼...

ଗଣତନ୍ତ୍ରରେ ଦଳ ଓ ସରକାର

ଆମ ଦେଶ ଯେ ବିଶ୍ୱରେ ଏକ ସର୍ବବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ର ଭାବରେ ପରିଚିତ ଏଥିରେ ତିଳେମାତ୍ର ସନ୍ଦେହ ନାହିଁ। ୭୮ ବର୍ଷ ଧରି ନିରବଚ୍ଛିନ୍ନ ଭାବେ...

ଆଗକୁ କ’ଣ ଘଟିବ

୨୦୨୫ ବର୍ଷଟି ବିଭିନ୍ନ ଉପାୟରେ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ। ଡୋନାଲ୍ଡ ଟ୍ରମ୍ପ ଆସନ୍ତା ମାସରେ ପୁନର୍ବାର ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri