ଏମ୍‌କେସିଜି କରୋନା ୱାର୍ଡରେ ୫ ସନ୍ଦିଗ୍ଧ ଚିକିତ୍ସାଧୀନ

ବ୍ରହ୍ମପୁର ଅଫିସ,୫।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି(ଏମ୍‌କେସିଜି ) ମେଡିକାଲର କରୋନା ୱାର୍ଡରେ ଏବେ ୫ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇ ଏମ୍‌କେସିଜି ମେଡିକାଲର ମାଇକ୍ରୋବାୟୋଲୋଜି ପରୀକ୍ଷା କେନ୍ଦ୍ର ଓ ଭୁବନେଶ୍ୱର ଆର୍‌ଏମ୍‌ଆରସିକୁ ପଠାଯାଇଛି। ମଙ୍ଗଳବାର ରାତିସୁଦ୍ଧା ସେମାନଙ୍କ ସ୍ବାବ ରିପୋର୍ଟ ଆସିଯିବ ବୋଲି ମେଡିକାଲ ଅଧିକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପଟେ ସୁରାଟ, କେରଳ, ଚେନାଇ ଓ ବାଙ୍ଗାଲୋରରୁ ହଜାର ହଜାର ପ୍ରବାସୀ ଓଡ଼ିଆ ଏବେ ନିଜ ନିଜର ଘରକୁ ଫେରୁଛନ୍ତି । ସେମାନଙ୍କୁ ଏବେ ଜିଲାର ବିଭିନ୍ନ ସଂଘରୋଧ କକ୍ଷରେ ପ୍ରଶାସନ ତରଫରୁ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ...

ସରିଲା ରେଲଓ୍ବେ ଟ୍ରାକ୍‌ ମରାମତି କାମ, ଖୁବ୍‌ଶୀଘ୍ର ଚାଲିବ ଟ୍ରେନ୍‌

ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି...

ହାଇଓ୍ବାକୁ ପିଟିଲା ଟ୍ରଲର୍‌; ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଆନନ୍ଦପୁର,୩୧।୩(ସୁଶାନ୍ତ କୁମାର ସାହୁ ): ଜାତୀୟ ରାଜପଥ ୨୦ ନମ୍ବର ଘସିପୁରା ଥାନା ଶୈଲଙ୍ଗ ବିଜି ମୋଟର ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ସୋମବାର ଭୋର...

ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ

ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ...

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ...

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

କୁଚିଣ୍ଡା,୩୦୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅଞ୍ଚଳରେ ଘରୋଇ କଳହକୁ ନେଇ ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି ତାଙ୍କ ସ୍ବାମୀ। ମୃତା...

ଦୁର୍ଘଟଣାରେ ସେନା କର୍ମଚାରୀଙ୍କ ଚାଲିଗଲା ଜୀବନ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ଷଷ୍ଠ ବାଟାଲିୟନ, ବିହାର ରେଜିମେଣ୍ଟରେ ହାବିଲଦାର ତଥା ଗାଡ଼ି ଚାଳକ...

ଥାନା ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ, ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଲେ

କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍‌କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍‌କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image