ଏସବୁ ମୋତିଆ ବିନ୍ଦୁରୁ ରଖେ ଦୂରେଇ…

ବୟସ ବଢ଼ିବା ସହିତ କେତେକଙ୍କଠାରେ ମୋତିଆ ବିନ୍ଦୁ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଉପାୟରେ ଏହି ସମସ୍ୟା ସହଜରେ ଦୂର ହୋଇପାରିଥାଏ। ନିୟମିତ ୭ଟି କଞ୍ଚା ଶାଗ ପତ୍ର ଚୋବାଇ ଖାଇଲେ ମୋତିଆ ବିନ୍ଦୁ .ହୋଇ ଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଖଡ଼ା, କୋଶଳା ଶାଗ ଅପେକ୍ଷା ଲେଉଟିଆ ଶାଗ ଚୋବାଇ ଖାଇଲେ ଅଧିକ ସୁଫଳ ମିଳିଥାଏ। ସେହିପରି ଅଣ୍ଡା କେଶର ଖାଇଲେ ମଧ୍ୟ ସୁଫଳ ମିଳିଥାଏ। କନ୍ଦମୂଳ ଖାଇଲେ ମଧ୍ୟ ଏହି ସମସ୍ୟାରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମନମୋହନଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ,୨୮ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ...

ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର...

ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି...

ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ...

୨୦୨୫ରେ ଏହି ୩ ରାଶିର ଚମକିବ ଭାଗ୍ୟ, ଆପଣ ନାହାନ୍ତି ତ…

ଜ୍ୟୋତିଷଶାସ୍ତ୍ରରେ କେତୁ ଗ୍ରହକୁ ମୋକ୍ଷ ଏବଂ ଆଧ୍ୟାତ୍ମର କାରକ ବୋଲି କୁହାଯାଏ। ଏହାକୁ ପାପ ଗ୍ରହ କୁହାଯାଉଥିଲେ ହେଁ ଏହାର କିଛି ଗୁଣ ବୃହସ୍ପତିଙ୍କ ସହ...

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ କଶ୍ମୀର

ଶ୍ରୀନଗର,୨୭।୧୨: ଥରିଲା ଜମ୍ମୁ କଶ୍ମୀର। ଶୁକ୍ରବାର ରାତି ୯.୦୬ରେ କଶ୍ମୀରର ବାରାମୂଳାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଆକଳନ...

ମନମୋହନ ମୋର ବନ୍ଧୁ, ମାର୍ଗଦର୍ଶକ ଥିଲେ,ତାଙ୍କୁ ହରାଇବା ମୋର ବ୍ୟକ୍ତିଗତ କ୍ଷତି: ସୋନିଆ

ନୂଆଦିଲ୍ଲୀ,୨୭।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଲାଗି ଶୁକ୍ରବାର ଅପରାହ୍ନରେ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ବସିଥିଲା। ଏଥିରେ ଏକ ସଂକଳ୍ପ ପାରିତ...

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri