ଏସ୍‌ସିବି ସମ୍ପ୍ରସାରଣ ପାଇଁ ଉଚ୍ଛେଦ ଆରମ୍ଭ: କ୍ଷତିଗ୍ରସ୍ତଙ୍କୁ ୫୦ ହଜାର ଲେଖାଏ ସହାୟତା ପ୍ରଦାନ

କଟକ ଅଫିସ,୨।୩: କଟକ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ଏବଂ ଉନ୍ନତିକରଣ ପାଇଁ ପୁଣି ଥରେ ସୋମବାରଠାରୁ ଆଖପାଖ ଅଞ୍ଚଳରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଯୋବ୍ରା ଏବଂ ରାଣୀହାଟ ଅଞ୍ଚଳର ୯୫ଟି ଘରକୁ ଉଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି। ସେମାନଙ୍କୁ ଜଗତପୁର ଅଞ୍ଚଳକୁ ସ୍ଥାନାନ୍ତର କରାଯାଉଛି। ସେଠାରେ ରହିବା ଏବଂ ଖାଇବା ବ୍ୟବସ୍ଥା କରାଯାଇଛି। ଉଚ୍ଛେଦ ସହ କ୍ଷତିଗ୍ରସ୍ତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ବିଶୃଙ୍ଖଳା ଆଶଙ୍କାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ମାଟ୍ରିକ ପରୀକ୍ଷା ପାଇଁ ଏହି ଉଚ୍ଛେଦ କାର୍ଯ୍ୟ କିଛି ଦିନ ହେବ ବନ୍ଦ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୯ରେ ମୋଦିଙ୍କ ମେଗା ରୋଡ଼ ଶୋ’: ୨ ଘଣ୍ଟା ପର୍ଯ୍ୟନ୍ତ କରିବେ ଦଳୀୟ ନେତାଙ୍କ ସହ ମାରାଥନ୍‌ ବୈଠକ

ଭୁବନେଶ୍ୱର, ୨୭ା୧୧(ସୁନିତ୍‌ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ...

ଚର୍ଚ୍ଚାରେ ବ୍ରହ୍ମପୁର ମେୟର, ବିଜେଡି କର୍ପୋରେଟରଙ୍କ ପୁରୀ ଗସ୍ତ

ବ୍ରହ୍ମପୁର,୨୭ା୧୧(ନରସିଂହ ସାହୁ):ବ୍ରହ୍ମପୁର ମହାନଗର ନିଗମ (ବିିଇଏମ୍‌ସି) ମେୟର ସଂଘମିତ୍ରା ଦଳେଇଙ୍କ ନେତୃତ୍ୱରେ ଡେପୁଟି ମେୟର ବିବେକ ରେଡ୍ଡୀଙ୍କ ସମେତ ୨୬ ବିଜେଡି କର୍ପୋରେଟର ହଠାତ୍‌ ପୁରୀ...

କେନ୍ଦ୍ରର ଜନବିରୋଧୀ ନୀତିକୁ ବିଭିନ୍ନ ସଙ୍ଗଠନର ବିରୋଧ

ଭବାନୀପାଟଣା,୨୭ା୧୧(ଉତ୍ତମ କୁମାର ଦାଶ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ମଙ୍ଗଳବାର ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗଣଧାରଣା ଦିଆଯାଇଛି। କଳାହାଣ୍ଡି...

ସୀମା ଟପିଲା ବୋହୂ, ପୁଅଙ୍କ ନିର୍ଯାତନା : ପଡ଼ୋଶୀଙ୍କ ଗୁହାଳରେ ଝୁଲି ପଡ଼ିଲେ ବାପା

ଭୋଗରାଇ, ୨୭l୧୧( ପ୍ରଦୀପ ଦାସ):ବହୁ ଦୁଃଖ କଷ୍ଟ ସହି ଦୁଇ ପୁଅଙ୍କୁ ବଡ଼ କରିଥିଲେ। ଭାବିଥିଲେ ପରିଣତ ବୟସରେ ସାହାରା ହେବେ। ହେଲେ ସେ ଅଲୋଡ଼ା...

ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି...

ମୃତଦେହ ଆସିବାକୁ ଅପେକ୍ଷା କରିଥିବାବେଳେ ଘରୁ ଡକାୟତି

ବଇଣ୍ଡା, ୨୭ା୧୧ (ପରିକ୍ଷିତ ସାହୁ): ଦୁର୍ଘଟଣାରେ ଜଣେ ସଦସ୍ୟ ପ୍ରାଣ ହରାଇଥିବାରୁ ପରିବାର ଲୋକେ ଭାଙ୍ଗି ପଡ଼ିଥିଲେ। ଖବରପାଇ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବାକୁ ବନ୍ଧୁବାନ୍ଧବ...

୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ...

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୭ା୧୧(ଅଜିତ୍‌ କୁମାର ମହାନ୍ତି):ମାର୍ଗଶିର ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri