
ନୂଆଦିଲ୍ଲୀ,୨୭।୬: ଏୟାର ଇଣ୍ଡିଆର ବିମାନ ୧୯୧ ମୁମ୍ବଇ-ନ୍ୟୁୟର୍କ ବିମାନରେ ବୋମା ଥିବା ସୂଚନା ମିଳିବା ପରେ ବିମାନଟିକୁ ଲଣ୍ଡନର ଷ୍ଟାଣ୍ଟେଡ ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ବୋମା ନ ଥିବା ସ୍ପଷ୍ଟ ହେବା ପରେ ଏହା ପୁଣି ଥରେ ଉଡାଣ ଆରମ୍ଭ କରିଛି।
ନୂଆଦିଲ୍ଲୀ,୨୭।୬: ଏୟାର ଇଣ୍ଡିଆର ବିମାନ ୧୯୧ ମୁମ୍ବଇ-ନ୍ୟୁୟର୍କ ବିମାନରେ ବୋମା ଥିବା ସୂଚନା ମିଳିବା ପରେ ବିମାନଟିକୁ ଲଣ୍ଡନର ଷ୍ଟାଣ୍ଟେଡ ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ବୋମା ନ ଥିବା ସ୍ପଷ୍ଟ ହେବା ପରେ ଏହା ପୁଣି ଥରେ ଉଡାଣ ଆରମ୍ଭ କରିଛି।
ଯଦି ଆପଣ ଇନଷ୍ଟାଗ୍ରାମ ପରି ହ୍ବାଟସଆପରେ ଗୀତର ଷ୍ଟାଟସ ରଖିବାକୁ ଚାହୁଁଛନ୍ତି, ତେବେ ଆପଣାନ୍ତୁ ଏହି ଟ୍ରିକ୍। ହ୍ବାଟସଆପ ତାର ବ୍ୟବହାରକାରୀଙ୍କ ପାଇଁ ଏକ ନୂତନ...
ନୂଆଦିଲ୍ଲୀ,୧ା୪: ଲୋକ ସଭାରେ ଓ୍ବକଫ୍ ବିଲ୍ ସଂସଦର ଏହି ଅଧିବେଶନରେ ସରକାର ଓ୍ବକଫ୍ ସଂଶୋଧନ ଆଇନ ଆଗତ କରିବାକୁ ଯାଉଛନ୍ତି। ଭାଜପା ଏବଂ କଂଗ୍ରେସ ୨...
ରାଉରକେଲା,୧ା୪: ସୁନ୍ଦରଗଡ଼ ଜିଲା ଝିରପାଣି ଥାନା କୋଏଲ ନଗର ଅଞ୍ଚଳରେ ମଙ୍ଗଳବାର ଏକ ସେକ୍ସ ର଼୍ୟାକେଟ୍ ଠାବ ହୋଇଛି। ରାଣୀ ମହୁମାଛିଙ୍କ ସମେତ ୫ ଦେହଜୀବୀଙ୍କୁ...
ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ୮ମ ସଂରକ୍ଷିତ ବାହିନୀ ତରଫରୁ ମଙ୍ଗଳବାର ଉତ୍କଳ ଦିବସ ସହ ୯୦ ତମ ଓଡ଼ିଶା ପୋଲିସ...
ଜିଓରେ ୧୦୦ ଟଙ୍କା ଏବଂ ବିଏସଏନଏଲରେ ୧୦୭ ଟଙ୍କା ରିଚାର୍ଜ ପ୍ଲାନ ଅଛି। ଜିଓର ୧୦୦ ଟଙ୍କା ରିଚାର୍ଜ ଯୋଜନାରେ ଗ୍ରାହକମାନଙ୍କୁ ଏକ ସ୍ବତନ୍ତ୍ର ଅଫର...
ନୂଆଦିଲ୍ଲୀ,୧।୪: ସମସ୍ତେ ସୁନାକୁ ଭଲ ପାଆନ୍ତି ଏବଂ ଏହାକୁ ସବୁବେଳେ ସବୁଠାରୁ ବିଶ୍ୱସ୍ତ ସମ୍ପତ୍ତି ଭାବରେ ବିବେଚନା କରାଯାଇଛି। ଯେକୌଣସି ଦେଶର ଆର୍ଥିକ ଅବସ୍ଥା ଏହାର...
ଦାରିଙ୍ଗବାଡ଼ି,୧ା୪(ଅରୁଣ ସାହୁ): ରାଜ୍ୟରେ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ସପ୍ତାହରେ ତିନିଦିନ ପୁଷ୍ଟିକର ଲଡ଼ୁ ଖାଇବାକୁ ଦିଆଯିବ ଏହି ବ୍ୟବସ୍ଥା କରାଯିବା ପାଇଁ ରାଜ୍ୟ...
ପିଲାଦିନେ, ଆପଣ ଆପଣଙ୍କ ପରିବାରର ସଦସ୍ୟଙ୍କଠାରୁ ଏପରି ଅନେକ କଥା ଶୁଣିଥିବେ ଯେ, ମଞ୍ଜି ଗିଳିଦେଲେ ପେଟରେ ଗଛ ଉଠିବ। କିନ୍ତୁ ଏହା ସତ ନୁହେଁ...