ଭୁବନେଶ୍ୱର,୨।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୫ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ମହିଳା ଏବଂ ୩ଜଣ ପୁରୁଷ ଅଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ କରାଯାଇଛି।
First Health Update, 2nd May
5 New Positives in Jajpur28 yr Male, 56 yr Male, 63 yr Male
24 yr Female & 60 yr Female
(Both contacts of positive case)(All Kolkata returnees. All asymptomatic. All in quarantine)
Contact tracing & followup action is being done.
Tota case: 154
— I & PR Department, Odisha (@IPR_Odisha) May 2, 2020