କଟକ ଗସ୍ତରେ ମୁଖ୍ୟମନ୍ତ୍ରୀ; ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍‌ଥ କାର୍ଡର ହେବ ଶୁଭାରମ୍ଭ

କଟକ ଅଫିସ, ୧୩।୧୨: ରାଜ୍ୟରେ ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର କାର୍ଯ୍ୟକ୍ରମ ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିବା ବେଳେ ସୋମବାର କଟକ ଜିଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।

ସ୍ମାର୍ଟକାର୍ଡର ଶୁଭାରମ୍ଭ ହେବା ପରେ ଡିସେମ୍ବର ୧୪ ତାରିଖ ପରଠୁ ଜିଲାର ପ୍ରତି ବ୍ଲକରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ବିତରଣ ଆରମ୍ଭ ହେବ । ଜିଲାରେ ପାଖାପାଖି ୫ ଲକ୍ଷ ୫ ହଜାରରୁ ଅଧିକ ହିତାଧିକାରୀ ଏହି କାର୍ଡ ଦ୍ବାରା ଉପକୃତ ହେବେ । ଏହା ପରେ ଜିଲାରେ ୨୬୭ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ କରିବେ । ଏହା ସହ ୧୪୫୫ କୋଟି ୧୮ ଲକ୍ଷ ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେଥିପ୍ରତି ସବୁ ପ୍ରକାର ଆୟୋଜନ ହୋଇସାରିଛି। ବାଲିଯାତ୍ରା ପଡିଆରେ ସଭାସ୍ଥଳ ଓ ହେଲିପ୍ୟାଡ୍‌ ନିକଟରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଉପକୂଳ ଜିଲାରେ ସୃଷ୍ଟି ହେବ ହେନ୍ତାଳବଣ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉପକୂଳ ଜିଲା ପାଇଁ ବରଦାନ ସାଜୁଛି ହେନ୍ତାଳବଣ। ତେଣୁ ହେନ୍ତାଳ ବଣର ଗୁରୁତ୍ୱକୁ ଉପଲବ୍ଧି...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ...

ବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶା

ଭବାନୀପାଟଣା: ୨୭ା୧୨ (ଉତ୍ତମ କୁମାର ଦାଶ): ଦୁଇଦିନର ଲଗାଣ ବର୍ଷା ଚାଷୀଙ୍କ ସମସ୍ତ ସ୍ବପ୍ନ ଓ ସମ୍ଭାବନାକୁ ଧୋଇନେଇଛି। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବା...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ...

କୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟ

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ୧୩୫ ମିମି ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ କରାଯାଇଛି। ବର୍ଷା ଯୋଗୁ କୋକସରା...

ବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାର

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମରେ ପାଞ୍ଚପ୍ରାଣୀ କୁଟୁମ୍ବ ସହ ରହନ୍ତି ଧନସାଏ ଧରୁଆ। ଝାଟିମାଟି...

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri