Posted inVideo

କମଲନାଥଙ୍କ ସରକାର ଉପରେ ଅପରେସନ୍ ଲୋଟସ୍ | Operation Lotus in MP

Featured Video Play Icon

ଯେତେବେଳେ ସାରା ଦେଶ ହୋଲି ସେଲିବ୍ରେଟ କରୁଥିଲା ସେତେବେଳେ ମଧ୍ୟପ୍ରଦେଶ ରାଜନୀତିରେ ହାଇଭୋଲଟେଜ୍ ଡ୍ରାମା ଚାଲିଥିଲା । ଜ୍ୟୋତିରାଦିତ୍ୟ ସିନ୍ଧିୟା କଂଗ୍ରେସରୁ ଇସ୍ଥଫା ଦେଇଥିଲେ । ତାଙ୍କ ସହିତ ୨୨ ବିଧାୟକ ମଧ୍ୟ ସେମାନଙ୍କ ପଦ ଛାଡିଥିଲେ । ଏହା ପରେ ସେଠାରେ ରାଜନୀତିକ ଅସ୍ଥିରତା ଦେଖାଯାଇଛି। ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ସରକାର ଭାଙ୍ଗିବା ସ୍ଥିତିରେ ଥିବା ବେଳେ ଅନ୍ୟପଟେ ଭାଜପା ସେଠାରେ ସରକାର ଗଢ଼ିବା ଲାଗି ସଜବାଜ ହେଉଥିବା କୁହାଯାଉଛି ।

 

At a time when entire country was busy celebrating Holi, Madhya Pradesh government was going through a turbulent time with one of its most well-known leaders quitting the party. Jyotiraditya Scindia not only left Congress but also took away 22 MLAs with him putting the Congress government under severe strain in the state. It will be interesting to see, whether lotus blooms in the state with Scindia’s support.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri