Posted inଜାତୀୟ

କରତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବେ ନାହିଁ ରବିଶଙ୍କର

ନୂଆଦିଲ୍ଲୀ,୮।୧୧: କରତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଯୋଗ ଦେବେ ନାହିଁ ବୋଲି ସୂଚନା ମିଳିଛି। ପାକିସ୍ତାନ ସରକାର ଏଥିପାଇଁ ରବିଶଙ୍କରଙ୍କୁ ନିମନ୍ତ୍ରଣ କରିଥିବା ବେଳେ ସେ ଅନ୍ୟ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ କହି ଏହି ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର କରତାରପୁର କରିଡର ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ପାକିସ୍ତାନ ଭାରତର କିଛି ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ନିମନ୍ତ୍ରଣ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Rekha Gupta Net Worth: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଏତେ ସମ୍ପତ୍ତିର ମାଲିକ, ବ୍ୟାଙ୍କରେ ଅଛି ଏତିକି ଟଙ୍କା ଜମା

ନୂଆଦିଲ୍ଲୀ,୧୯।୨: ଭାଜପା ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ରେଖା ଗୁପ୍ତାଂକୁ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ କରାଯାଇଛି। ନୂଆ ମୁଖ୍ୟମନ୍ତ୍ରୀ ପାଇଁଅନେକ ନାମ ଉପରେ...

ପରବେଶ ବର୍ମା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଏଥିସହିତ ଦଳ...

ପ୍ରଥମ ଥର ପାଇଁ ବିଧାୟକ, ଏବେ ମୁଖ୍ୟମନ୍ତ୍ରୀ… ଜାଣନ୍ତୁ ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କିଏ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଦିଲ୍ଲୀର ଶାଲିମାର...

ଭାଜପା ନେଲା ବଡ଼ ନିଷ୍ପତ୍ତି: ରେଖା ଗୁପ୍ତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଦିଲ୍ଲୀର ଶାଲିମାର...

ସୁରକ୍ଷା ଦିଗରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମକୁ ଦେଲେ ଏପରି ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯।୨: ସାଇବର ଠକେଇକୁ ରୋକିବା ପାଇଁ, କେନ୍ଦ୍ର ସରକାର ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ଏକ୍ସ ସମେତ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ନୋଟିସ କରିଛନ୍ତି କେନ୍ଦ୍ର...

Agniveer ନିଯୁକ୍ତି ପ୍ରକ୍ରିୟାରେ ବଡ଼ ପରିବର୍ତ୍ତନ, ଏବେ ଗୋଟିଏ ଫର୍ମରେ କରିପାରିବେ ୨ ପଦ ଲାଗି ଆବେଦନ

ନୂଆଦିଲ୍ଲୀ,୧୯।୨: ଭାରତୀୟ ସେନା ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ଏକ ବଡ଼ ପରିବର୍ତ୍ତନ କରିଛି। ଏବେ ପ୍ରାର୍ଥୀମାନେ ଗୋଟିଏ ଫର୍ମରେ ଦୁଇଟି ପଦବୀ ପାଇଁ ଆବେଦନ କରିପାରିବେ,...

ରାହୁଲ ଗାନ୍ଧୀଙ୍କୁ ଏପରି କହିଲେ ସେନା ମୁଖ୍ୟ, ଚୀନ୍ ସହିତ…

ନୂଆଦିଲ୍ଲୀ,୧୯।୨: ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଭାରତ-ଚୀନ ସୀମା ବିବାଦ ଏବଂ ଦେଶ ଭିତରେ ସେନାକୁ ନେଇ ଚାଲିଥିବା ରାଜନୀତି ଉପରେ ଏକ ବିବୃତ୍ତି...

‘Bharat Jodo Vivah’ ଭାଇରାଲ ହେଲା ବିବାହ କାର୍ଡ, ରାହୁଲଙ୍କୁ ନିମନ୍ତ୍ରଣ ପଠାଇଲେ କନିଆ

ନୂଆଦିଲ୍ଲୀ,୧୯।୨:କିଛି ବର୍ଷ ପୂର୍ବେ ରାହୁଲ ଗାନ୍ଧୀଙ୍କ ଦ୍ୱାରା କରାଯାଇଥିବା ‘Bharat Jodo ‘ କୁ ଆପଣ ନିହାତି ମନେ ରଖିଥିବ। ଯେଉଁଥିରେ ସେ କଶ୍ମିରରୁ କନ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image