Posted inVideo

କରୋନା ଗାଇଡଲାଇନ୍ସ | Corona scare in India

Featured Video Play Icon

ପ୍ରଥମେ ଚାଇନା ପରେ ଇଟାଲୀରେ କରୋନା ଆତଙ୍କ ଆଉ ଏବେ ଭାରତରେ ଏହି ଭୂତାଣୁକୁ ନେଇ ଆତଙ୍କ ସୃଷ୍ଟି ହୋଇଛି । ଏହାରି ଭିତରେ ଦେଶରେ କରୋନା ନେଇଛି ଦୁଇଟି ମୁଣ୍ଡ, ସେପଟେ ଏବେବି ୮୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ଦିନକୁ ଦିନ ଏହା ଗୋଟିଏ ପରେ ଗୋଟିଏ ରାଜ୍ୟକୁ ବ୍ୟାପିବାରେ ଲାଗିଛି । ଯାହା ପରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଲୋକଙ୍କ ଲାଗି ଏକ ଗାଇଡଲାଇନ୍ ଜାରି କରିଛି । ଏବେ ଆସନ୍ତୁ ଜାଣିବା ଯଦି କେହି କରୋନା ଆକ୍ରାନ୍ତ କିମ୍ବା ସନ୍ଦିଗ୍ଧ ଅଛନ୍ତି ସେମାନେ କଣ କରିବା ଦରକାର ।

 

Deadly coronavirus is spreading its tentacles in India after causing mayhem in China, Italy and Iran among other countries. More than 80 persons have tested positive while two lives have been lost to the disease leading to panic and chaos across the country. Union health ministry, meanwhile, has issued a set of guidelines for the public to follow in order to contain the disease. Let’s watch what suspected coronavirus patients need to do.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri