Posted inଜାତୀୟ

କର୍ନାଟକ ଫୋନ୍‌ ଟ୍ୟାପିଂ ମାମଲା: ତଦନ୍ତ କରିବ ସିବିଆଇ; ସୂଚନା ଦେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୧୮।୮: କର୍ନାଟକରେ ହୋଇଥିବା ଫୋନ୍‌ ଟ୍ୟାପିଂ ମାମଲାର ତଦନ୍ତ ସିବିଆଇ କରିବ ବୋଲି ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁରପ୍ପା ରବିବାର ସୂଚନା ଦେଇଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା ସମୟରେ ସେ ଏହା କହିଛନ୍ତି। ଏନେଇ ସୋମବାର ସେ ଚିଠି ଲେଖିବେ। ସମସ୍ତ ରାଜନୈତିକ ଦଳର ନେତା ଏହି ମାମଲାର ତଦନ୍ତ ପାଇଁ ଦାବି କରିଥିଲେ। ତେଣୁ ଏହି ମାମଲାର ତଦନ୍ତ ଭାର ସିବିଆଇକୁ ଦେବା ଲାଗି ଚିନ୍ତା କରାଯାଇଛି ବୋଲି ୟେଦୁରପ୍ପା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମକୁ ଝାଡଖଣ୍ଡ ନିର୍ବାଚନ, ଟାର୍ଗେଟରେ ବିହାର

ନୂଆଦିଲ୍ଲୀ,୧୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିହାରର ଜାମୁଇ ଗସ୍ତ କରିଥିଲେ। ଯେଉଁଠାରେ ସେ ଜନଜାତି ଗୌରବ ଦିବସ ଅବସରରେ ଆଦିବାସୀ ସମାଜର ଭଗବାନ କୁହାଯାଉଥିବା...

କୋଟିଏ କି ୨ କୋଟି ନୁହେଁ, ଦାମ୍‌ ୨୩ କୋଟି; ଦିନକୁ ୨ ହଜାର ଟଙ୍କାର ଡ୍ରାଏଫ୍ରୁଟ୍ସ ଖାଏ ଏହି ମଇଁଷି

ଜୟପୁର,୧୫।୧୧: ଚଳିତ ବର୍ଷ ରାଜସ୍ଥାନର ପୁଷ୍କର ମେଳାରେ ଆସୁଥିବା ଲୋକଙ୍କ ପାଇଁ ହରିୟାଣାର ଏକ ମଇଁଷି ଆକର୍ଷଣର କେନ୍ଦ୍ର ପାଲଟିଛି। ଗତ ବର୍ଷ ମଧ୍ୟ ଏଠାରେ...

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ...

ମହାରାଷ୍ଟ୍ର ନିର୍ବାଚନ ପରେ ଚାଲିଯିବ ଯୋଗୀଙ୍କ ମୁଖ୍ୟମନ୍ତ୍ରୀ ଆସନ; ବଡ଼ ଦାବି କଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ,୧୫ା୧୧: ଉତ୍ତରପ୍ରଦେଶର ୯ ଟି ଆସନରେ ଉପ-ନିର୍ବାଚନ ହେବାକୁ ଥିବା ବେଳେ ନେତାମାନଙ୍କ ମଧ୍ୟରେ ଆଲୋଚନା ସମାଲୋଚନା ତୀବ୍ର ହୋଇଛି। ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ...

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି...

ଦେଶରେ ଏହି ୩୧ ଜଣଙ୍କ ହେଲିକପ୍ଟର କେବେ ବି କରାଯାଏନି ଯାଞ୍ଚ, ନ ମାନିଲେ…

ନୂଆଦିଲ୍ଲୀ,୧୫।୧୧: ମହାରାଷ୍ଟ୍ର ନିର୍ବାଚନୀ ତାତି ମଧ୍ୟରେ ବିମାନ ଯାତ୍ରା ସମୟରେ କରାଯାଇଥିବା ଯାଞ୍ଚ ଏବେ ଜାତୀୟ ରାଜନୀତିରେ ଝଡ ସୃଷ୍ଟି କରିଛି। ନିକଟରେ ଯେତେବେଳେ ଶିବସେନା...

ସ୍ୱାମୀ ସ୍ତ୍ରୀ’ଙ୍କ କଳିରେ ମୁଣ୍ଡ ପୁରାଇ ଜୀବନ ହରାଇଲେ ବୃଦ୍ଧା

ନୂଆଦିଲ୍ଲୀ,୧୫ା୧୧: ସ୍ତ୍ରୀ’କୁ ଅମାନୁଷିକ ମାଡ଼ ମାରୁଥିଲେ ବ୍ୟକ୍ତି, ଝଗଡା ସମାଧାନ କରିବାକୁ ଯାଇ ଜୀବନ ହରାଇଲେ ବୃଦ୍ଧା। ବୁଧବାର ଏପରି ଏକ ଅଭାବନୀୟ ଘଟଣା ଘଟିଛି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri