କାହିଁକି ଗଣିତରେ ଦିଆଯାଏନି ନୋବେଲ ପୁରସ୍କାର

ଚଳିତ ବର୍ଷ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ନୋବେଲ ପୁରସ୍କାର ହେଉଛି ବିଶ୍ୱର ସବୁଠୁ ସମ୍ମାନଜନକ ପୁରସ୍କାର। ଆଲଫ୍ରେଡ ନୋବେଲଙ୍କ ନାମ ଅନୁସାରେ ଏହାର ନାମକରଣ କରାଯାଇଛି। ଏହି ପୁରସ୍କାର ୬ଟି କ୍ଷେତ୍ର ଯଥା ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଶରୀରତତ୍ତ୍ବ/ଭେଷଜ ବିଜ୍ଞାନ , ସାହିତ୍ୟ, ଶାନ୍ତି ପ୍ରତିଷ୍ଠା ଓ ଅର୍ଥଶାସ୍ତ୍ରରେ ବିଶେଷ ଅବଦାନ ପାଇଁ ପ୍ରଦାନ କରାଯାଇଥାଏ। ୧୯୦୧ ମସିହାରେ ହେନେରୀ ଡୁନାଣ୍ଟ ପାଇଥିଲେ ପ୍ରଥମ ନୋବେଲ ପୁରସ୍କାର। କିନ୍ତୁ ଜାଣିଛନ୍ତି କି ଏହି ପୁରସ୍କାର କାହିଁକି ଗଣିତଜ୍ଞଙ୍କୁ ଦିଆଯାଏ ନାହିଁ। ଏହା ପଛରେ କିଛି ମଜାଦାର କାହାଣୀ ଶୁଣିବାକୁ ମିଳେ। ପ୍ରଥମଟି ହେଉଛି, ଏହି ପୁରସ୍କାର ଆରମ୍ଭ ହେବାବେଳେ ଭୁଲ୍‌ରେ ଏହି ବିଭାଗରେ ଗଣିତ ସାମିଲ ହୋଇ ନ ଥିଲା। ଦ୍ୱିତୀୟଟି ହେଉଛି,ଆଲଫ୍ରେଡ ନୋବେଲ ଗଣିତଜ୍ଞଙ୍କୁ ପସନ୍ଦ କରୁ ନ ଥିଲେ। କାରଣ ଜଣେ ଗଣିତଜ୍ଞଙ୍କ ପାଇଁ ତାଙ୍କ ପ୍ରେମିକା ତାଙ୍କୁ ଛାଡି ପଳାଇଥିଲେ। ଫଳରେ ସେ ସାରା ଜୀବନ ଅବିବାହିତ ଥିଲେ। ତୃତୀୟଟି ହେଉଛି, ଆଲଫ୍ରେଡ ନୋବେଲ ଗଣିତ ବିଷୟରେ ରୁଚି ରଖୁ ନ ଥିଲେ। କିନ୍ତୁ ଏହି ତିନିଟି କାରଣ ମଧ୍ୟରୁ କେଉଁଟା ଠିକ୍‌ ତାହା ଏପର୍ଯ୍ୟନ୍ତ ପ୍ରମାଣିତ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ...

ମୃତ୍ୟୁ ପରେ ମୃତଦେହକୁ କାଟି ଖାଇଯାନ୍ତି ଏହି ଲୋକ, ଅଦ୍ଭୁତ ପରମ୍ପରାକୁ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ମୃତ୍ୟୁ ପରେ, ପୃଥିବୀର ବିଭିନ୍ନ ସ୍ଥାନରେ ଲୋକମାନେ ବିଭିନ୍ନ ଉପାୟରେ ଶବଦାହ କରନ୍ତି। କେତେକ ସ୍ଥାନରେ, ଶେଷ ରୀତିନୀତି କରିବାର ପ୍ରକ୍ରିୟା ଏପରି ଯେ ଏହା...

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri