କୃଷି ବିଭାଗ: ଓଭରସିୟରଙ୍କୁ ଏଏଓକୁ ପଦୋନ୍ନତି

ଭୁବନେଶ୍ୱର,୧୦।୨(ବ୍ୟୁରୋ)- କୃଷି ବିଭାଗରେ କାର୍ଯ୍ୟରତ ଓଭରସିୟରମାନଙ୍କୁ ସହକାରୀ କୃଷି ଅଧିକାରୀ (ଏଏଓ) ଭାବେ ପଦୋନ୍ନତି ଦିଆଯାଇଛି। ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ସେବା (ନିଯୁକ୍ତି ପଦ୍ଧତି ଓ ସେବାସର୍ତ୍ତ) ନିୟମ-୨୦୧୨ ଏବଂ ସଂଶୋଧିତ ଆଇନ୍‌ ୨୦୧୭ର ନିୟମ-୫(୨)ଗ ଅନୁସାରେ ଏହି ନିଯୁକ୍ତି ହୋଇଛି। ଏହି ପଦୋନ୍ନତି କର୍ମଚାରୀଙ୍କ ମଧ୍ୟରେ କର୍ମପ୍ରବଣତା ସୃଷ୍ଟି କରିବ ବୋଲି ଆଶା କରାଯାଉଛି। ରାଜ୍ୟ ସରକାର ଏହି ପଦୋନ୍ନତି କରାଇଥିବାରୁ ଓଡ଼ିଶା କୃଷି ଓଭରସିୟର୍ସ ଆସୋସିଏଶନର ସମ୍ପାଦକ ଓ ଅନ୍ୟ କାର୍ଯ୍ୟକର୍ତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ପୁରୀ,୨୭ା୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ଗୁରୁବାର ଗାଧୋଉଥିବାବେଳେ ବରଗଡ଼ ଜିଲାର ଶୁଭ ପାତ୍ର ନାମକ ଯୁବକ ଭାସିଯାଇ ନିଖୋଜ ଥିଲେ। ଶୁକ୍ରବାର ଦିଗବାରେଣୀ ଖୁଣ୍ଟି...

ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ...

ବାଛୁରୀକୁ ଖାଇଗଲା ବାଘ

ଭଞ୍ଜନଗର,୨୭ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଚ୍ଛେଦାଭୂମିରେ ଏକ ହେଟାବାଘ ବାଛୁରୀକୁ ମାରି ଖାଇ ଦେଇଥିବା ଅଭିଯୋଗ ହେଶଇଛି। ବାଛୁରୀ ମାଲିକ ବଳରାମ ଗୌଡ...

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ

ସୁନ୍ଦରଗଡ଼,୨୮।୧୨(ଜୟ ନାରାୟଣ ମେଣ୍ଡୁଳି): ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି...

ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା

ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ...

୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ...

ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri