Posted inVideo

କେଉଁ ରାଜ୍ୟରେ କେତେ ଆକ୍ରାନ୍ତ । COVID-19 death toll rises to 38; total positive cases at 1,397

Featured Video Play Icon

କରୋନା କାୟାରେ ସାରା ବିଶ୍ବ। ଗତ କିଛି ଦିନ ହେବ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଦିଲ୍ଲୀ ଯେମିତି କରୋନା ଭାଇରସ କେନ୍ଦ୍ର ହେବାରେ ଲାଗିଛି। ମଙ୍ଗଳବାର ଦେଶରେ କୋଭିଡ୍ ୧୯ର ୩୧୫ଟି ନୂଆ ମାମଲା ଆସିଥିଲା । ଏହାସହିତ ପ୍ରଥମ ଥର ଲାଗି ଦେଶରେ ଗୋଟିଏ ଦିନରେ ୩୦୦ରୁ ଅଧିକ ଲୋକ କରୋନା ଆକ୍ରାନ୍ତ ହୋଇଛନ୍ତି । ଆସନ୍ତୁ ଜାଣିବା କେଉଁ ରାଜ୍ୟରେ କେତେ ଆକ୍ରାନ୍ତ ଅଛନ୍ତି।

 

The number of novel coronavirus cases climbed to 1,397 after 146 new infections were reported in the past 24 hours across the country, while the death toll due to the pandemic rose to 35, according to the Union Health Ministry. The highest number of cases of the deadly disease was reported from Kerala with 234 infections so far, followed by Maharashtra at 216 and Uttar Pradesh at 101.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri