କେଏନ୍‌ପୁରରେ ଅଗ୍ନିକାଣ୍ଡ: ଗୋଟିଏ ପରିବାର ସର୍ବସ୍ବାନ୍ତ

ପୁରୁଷୋତ୍ତମପୁର, ୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନ୍‌ପୁରରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦମୟନ୍ତୀ ପ୍ରଧାନଙ୍କ ଘର ସମ୍ପୂର୍ଣ୍ଣ ପୋଡି ଛାର୍‌ଖାର ହୋଇଛି। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। କ୍ଷୟକ୍ଷତିର ଆକଳନ ଲାଗି ତହସିଲଦାର ଅରୁଣ କୁମାର ନାୟକ ବାଲିଆ ରାଜସ୍ବ ନିରୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଦମୟନ୍ତୀ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତୁରନ୍ତ ତାଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କୁ ବି ଛାଡ଼ିଲେନି ଚୋର: କବାଟ ଭାଙ୍ଗି ଟଙ୍କା-ଅଳଙ୍କାର ଲୁଟିନେଲେ

ପୁରୁଷୋତ୍ତମପୁର,୬।୧୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ମୁଖ୍ୟ ଗେଟର କବାଟକୁ କେହି ଦୁର୍ବୃତ୍ତ...

ନବୀନଙ୍କ ଗଡ଼ରେ ଚିରିଲେ ବିଜେଡି ପତାକା,ଥାନାରେ ଏତଲା

ହିଞ୍ଜିଳିକାଟୁ, ୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଏକ ପଦଯାତ୍ରା ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଥିଲା। ଏଥିନିମନ୍ତେ ଦଳ ପକ୍ଷରୁ ସୋମବାର ରାତିରେ...

ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣିଲେ: ସରପଞ୍ଚଙ୍କ ସ୍ବାମୀଙ୍କ ନାମରେ ମାମଲା

ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ  ଆକ୍ରମଣ କରାଯାଇଛି। ଏହି...

ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ

ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରାଯାଇଛି। ସେ...

ସ୍ବାମୀଙ୍କୁ ଛାଡ଼ି ଅନ୍ୟକୁ ବିବାହ କରିବାରୁ ହତ୍ୟା: ପ୍ରଥମ ସ୍ବାମୀ ସମେତ ୨ ଗିରଫ

ଶେରଗଡ଼,୪ା୧୧(ସୂର୍ଯ୍ୟ ନାରାୟଣ ଦାଶ): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ ବାଦଗଡ଼ ଠାକୁରାଣୀ ମନ୍ଦିର ନିକଟ ଜଙ୍ଗଲରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଜବତ ଘଟଣାର...

ଝିଅ ଦେଖିବାକୁ ଯାଉଥିଲେ: ଗଛରେ ପିଟି ହେଲା କାର

ପାତ୍ରପୁର,୩ା୧୧(ଉମା ଚରଣ ନେପାକ): ଝିଅ ଦେଖିବାକୁ ଯାଇ କାର ଦୁର୍ଘଟଣାରେ ୪ଜଣ ଯୁବକ ଗୁରୁତର ହୋଇଛନ୍ତି। ଗଞ୍ଜାମ ଜିଲା ଗୋଳନ୍ଥରାଥାନା ହରିପୁର ଗ୍ରାମର ୟୁ ଚନ୍ଦ୍ରୁ,...

ଫୋନ୍‌ କଲ୍‌ ଆସିବାରୁ ଘରୁ ବାହାରି ଯାଇଥିଲେ, ପୋଖରୀରୁ ମିଳିଲା ମୃତଦେହ

ହିଞ୍ଜିଳିକାଟୁ,୩।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମ ବୈଷ୍ଣବ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ବେଲଗାଁ ପୋଲିସ ଉଦ୍ଧାର...

ଏଟିଏମ୍‌ କାର୍ଡ ବଦଳାଇ ନେଇଗଲେ ୫୫ହଜାର

ବ୍ରହ୍ମପୁର, ୩।୧୧(ସୁବାସ ଚନ୍ଦ୍ର ପାଢ଼ୀ): ସହରରେ ଲୁଟେରା ସକ୍ରିୟ ହେବାରେ ଲାଗିଛନ୍ତି। ଗାର୍ଡବିହୀନ ଏଟିଏମ୍‌ କାଉଣ୍ଟରରେ ସହାୟତା କରିବା ଆଳରେ ଚଞ୍ଚକତା କରି ଜଣେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri