କେବିସି-୧୧: କୃଷକଙ୍କ ପୁଅ ହେଲେ ପ୍ରଥମ କୋଟିପତି

ନୂଆଦିଲ୍ଲୀ,୧୧।୯: ଟେଲି ଦୁନିଆର ଲୋକପ୍ରିୟ ରିଏଲିଟି ଶୋ’ ‘କୌନ ବନେଗା କରୋଡ଼ପତି’ ୧୧ତମ ସଂସ୍କରଣର ପ୍ରଥମ କୋଟିପତି ହୋଇଛନ୍ତି ଜଣେ କୃଷକଙ୍କ ପୁଅ। ବିହାରର ସରୋଜ ରାଜ୍‌ କୋଟିପତି ହେବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ‘କୌନ ବନେଗା କରୋଡ଼ପତି’ ଶୋ’ର ହୋଷ୍ଟ୍‌ ଅମିତାଭ ବଚ୍ଚନ ସରୋଜଙ୍କ ନାଁ ଘୋଷଣା କରିବା ପରେ ସେ ଖୁସିରେ ଆତ୍ମହରା ହୋଇଯାଇଥିଲେ। ସହଜରେ ସେ ବିଶ୍ୱାସ କରିପାରି ନ ଥିଲେ। ଭବିଷ୍ୟତରେ ଜଣେ ଆଇଏଏସ୍‌ ଅଫିସର ହୋଇ ସମାଜ ସେବା କରିବି ବୋଲି ସେ କହିଛନ୍ତି। କେବଳ ଏକ କୋଟି ଟଙ୍କା ନୁହେଁ, ୭ କୋଟି ଜିତିବାର ସୁଯୋଗ ତାଙ୍କ ପାଖରେ ରହିଛି। ତେବେ ସେ ଏହା ଜିତି ପାରୁଛନ୍ତି କି ନାହିଁ ତାହା ଆଗାମୀ ଦିନରେ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

ଆଜିଠାରୁ ୧୧ ଦିନ ଧରି ଉପାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ, କାରଣ…

ହାଇଦ୍ରାବାଦ,୨୨ା୯: ତିରୁପତି ପ୍ରସାଦ ବିବାଦକୁ ନେଇ ୧୧ଦିନ ଧରି ଉପବାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ। ଆନ୍ଧ୍ରପ୍ରଦେଶରେ ତିରୁପତି ବାଲାଜୀ ମନ୍ଦିରର ପ୍ରସାଦ ଲଡୁରେ ପଶୁ...

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ...

ଓଟିଟିରେ ଆସିବ ତମାଖୁ ନିରୋଧୀ ବିଜ୍ଞାପନ

ନୂଆଦିଲ୍ଲୀ,୨୨ା୯: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକରେ ତମାଖୁ ନିରୋଧୀ ସ୍ବାସ୍ଥ୍ୟ ସଚେତନତା ବିଜ୍ଞାପନ ଦେବା ପାଇଁ ପ୍ରସ୍ତାବ ଆଣିଛି। ଯଦି...

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri