କୋଟଗଡ ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର

କୋଟଗଡ,୧୮।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ମୁନିଗୁଡା ଏନଏଚ୍‌-୫ ରାସ୍ତାଜୁଡାବାଲି ଗ୍ରାମପଞ୍ଚାୟତ ଗେଟାବାଲି ଛକ ନିକଟ ତେନ୍ତୁଲି ଗଛ ନିକଟରେ ବୁଧବାର ଦିନ ମାଓ ବେନର ଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏହି ପୋଷ୍ଟରରେ ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟର ଛାତ୍ରଙ୍କୁ ଉପରେ ଦିଲ୍ଲୀ ପୋଲିସର ଆକ୍ରମଣର ନିନ୍ଦା କରାଯାଇଛି। ବ୍ୟାନର ଲାଗିଥିବା ଦେଖି ଅଞ୍ଚଳବାସୀଙ୍କ ଭୟ ସୃଷ୍ଟି ହୋଇଛି। ଘଟଣାସ୍ଥଳକୁ କୋଟଗଡ ପୋଲିସ ପହଞ୍ଚି ନ ଥିବା ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢିବ କି ମଦ ଦର: ଜାଣନ୍ତୁ କ’ଣ କହିଲେ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୨୮।୧୨: ରାଜ୍ୟରେ ବଢିବ କି ମଦ ଦର? ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପରେ ଦର ବଢ଼ିବାକୁ ନେଇ ପ୍ରଶ୍ନ ଉଠିଛି।...

ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର...

ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…

କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍‌ ମୂଲ୍ୟ ପ୍ରଦାନ ଓ କଟ୍‌ନି ଛଟ୍‌ନ ବନ୍ଦ ବାବଦକୁ ନେଇ କେସିଙ୍ଗା...

ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି

ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର – ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ...

ପର୍ଯ୍ୟଟକଙ୍କୁ ଆକର୍ଷଣ କରୁଛି ଯୋଗୀମଠ: ବିକାଶ ପାଇଁ ଅନୁଦାନ ଅପେକ୍ଷାରେ ପ୍ରଶାସନ

ଦାରିଙ୍ଗବାଡି ୨୮।୧୨(ଅରୁଣ ସାହୁ)- ଏବେ ପର୍ଯ୍ୟଟନ ଋତୁ, ଶୀତ ଛୁଟି ରହିଥିବାରୁ ପର୍ଯ୍ୟଟକ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର, ଆଧ୍ୟାତ୍ମିକ ସ୍ଥଳ, ସମୁଦ୍ର କୂଳ, ପାହାଡ଼, ଜଙ୍ଗଲ ଆଦି...

ବ୍ରାହ୍ମଣୀଗାଁରେ ନେଟୱର୍କ ଅଚଳ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡ଼ି /ବ୍ରାହ୍ମଣୀଗାଁ,୨୮/୧୨(ଅରୁଣ ସାହୁ /ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ବ୍ରାହ୍ମଣୀଗାଁରେ ନେଟୱାର୍କ ଅଚଳ ପାଇଁ ସରକାରୀ ଓ ବେସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି...

ରାଶନ କାର୍ଡ ହାତେଇଛନ୍ତି ୪୦ ଲକ୍ଷ ଭୂତ ହିତାଧିକାରୀ:ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ…

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର):ରାଜ୍ୟରେ ବହୁ ସଂଖ୍ୟାରେ ଭୂତ ହିତାଧିକାରୀ ରାଶନ କାର୍ଡ ହାତେଇଥିବା ବିଷୟ ଅନେକ ସମୟରେ ଆଲୋଚନା ହୋଇଆସୁଛି। ତେବେ ସରକାର ଖୁବ୍‌ଶୀଘ୍ର ଭୂତ ହିତାଧିକାରୀଙ୍କୁ...

ପୁଣି ବର୍ଷା ସମ୍ଭାବନା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା):ପଶ୍ଚିମା ଝଡ଼ ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଉତ୍ତର ତଥା ଉତ୍ତର-ପଶ୍ଚିମ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri