କୋଭିଡ-୧୯: ମୋଦିଙ୍କ ଅନୁରୋଧକୁ ସମର୍ଥନ କଲା ବଲିଉଡ୍‌

ମୁମ୍ବାଇ,୩।୪: କରୋନା ଭାଇରସ ଏବେ ସାରା ଦେଶରେ ତା’ର କାୟା ବିସ୍ତାର କରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୫ ତାରିଖରେ ରାତି ୯ଟା ୯ ମିନିଟରେ ଦେଶବାସୀ ୯ ମିନିଟ୍‌ ପାଇଁ ବିଜୁଳି ବତୀ ଲିଭାଇ ଘରେ ଅବା ଦୁଆର ମୁହଁରେ ମହମବତୀ, ଦୀପ ଆଦି ଜଳାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁରୋଧ କରିଛନ୍ତି। ବଲିଉଡ୍‌ ସେଲିବ୍ରିଟିମାନେ ମୋଦିଙ୍କ ଏହି ଅନୁରୋଧକୁ ସମର୍ଥନ ଜଣାଇଛନ୍ତି। ଅଧିକାଂଶ ସେଲିବ୍ରିଟି ମୋଦିଙ୍କ ଅନୁରୋଧକୁ ସମର୍ଥନ ଜଣାଇ ଟୁଇଟ୍‌ କରିଥିବା ଦେଖାଯାଇଛି। ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ, ଏହାକୁ ଏକ ନୂଆ ଟାକ୍ସ ବୋଲି କହିଥିବା ବେଳେ ତାଙ୍କର ଏହି ଟୁଇଟ୍‌କୁ କେତେଜଣ ପ୍ରଶଂସକ ରିଟୁଇଟ୍‌ କରିଥିବା ଦେଖାଯାଇଛି। କଙ୍ଗନା ରାନାଓ୍ବତଙ୍କ ଭଉଣୀ କହିଛନ୍ତି ଦୀପ ଜଳାଇବା ଏକ ଶୁଭ ସଙ୍କେତ। ଏହାକୁ ନେଇ ଅଭିନେତ୍ରୀ ହେମାମାଳିନୀ କହିଛନ୍ତି କରୋନା ଭଳି ମହାମାରୀକୁ ହରାଇବାକୁ ହେଲେ ଆମେ ଆମ ପ୍ରଧାନମନ୍ତ୍ରୀଙ୍କୁ ସହଯୋଗ କରିବା ଦରକାର। ଏପ୍ରିଲ ୫ରେ ସମସ୍ତେ ଦୀପ ଜଳାଇ କରୋନାକୁ ଦୂରେଇବାରେ ସହଯୋଗ କରିବାକୁ ହେମା ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ମିଳିଲା ଜାତୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପର...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri