କୋମନା ବ୍ଲକରେ ହାଡଭଂଗା ଶୀତ: ରାଏତ୍‌ବେଲା ୬ ଡିଗ୍ରୀକେ ଖସୁଛେ ତାପ୍‌ମାନ

କୋମନା, ୩।୧ (ଡି.ଏନ୍‌.ଏ.)-
ଦିନାକେତେ ହେଲା ପଶ୍ଚିମ ଓଡ଼ିଶାରେ ହାଡ଼ଭଂଗା ଶୀତ ହେଉଛେ। ରାଏତ୍‌ବେଲା ବଡ଼ଭାଗି ସହରର ତାପ୍‌ମାନ ୧୦ ଡିଗ୍ରୀ ତଲେ ରହୁଛେ। ଏନ୍‌ତାଥି ବୁଢ଼ାବୁଢ଼ି, ଛୁଆପିଲା, ରୁଗୀମାନେ ବଡ଼ା ଗୁଲ୍‌ଗୁଲା ହେଉଛନ୍‌। ଇ ହିସାବେ ନୂଆପଡ଼ା ଜିଲା କୋମନା ବ୍ଲକ ଅଂଚଲରେ ବି ଦିନାକେତେ ହେଲା ହାଡ଼ଭଂଗା ଶୀତ ହେଉଛେ। ରାଏତ୍‌ବେଲା ତାପ୍‌ମାନ ୬ ଡିଗ୍ରୀ ତଲ୍‌କେ ଖସିଯାଉଛେ। କୋମନା ବ୍ଳକର ସୁନାବେଡ଼ା, ସୋସେଙ୍ଗ, ପଏଁର, ମହୁଲଭଟା, ବରକୋଟ, କମକେଡ଼ା, ବିଶିବାହାଲ ଲେଖେଁ ପାହାଡ଼ ଜଂଗଲ ଘେରା ଗଁାମାନକେ ବେଶି ଶୀତ ଜନାପଡ଼ୁଛେ। ଲୋକ୍‌ ବେଲ୍‌ବୁଡେ ଆର ପହଁତିଆନୁ କାଠ୍‌ଗଁଡିରେ ନିଅଁା ଧରେଇ ଅଁତ୍‌ରା ତାପୁଛନ୍‌। ଶୀତର ପରକୋପରେ ରାତିର ୮ ବାଜ୍‌ଲେ ଗଁାଗଁଡ଼ା, ରାସ୍‌ତାଘାଟ ଶୂନସାନ ହେଇଯାଉଛେ। ଇଆଡ଼େ କେତେ ବେଲେ ପାଗ୍‌ ବାଦ୍‌ଲିଆ କରି ଥଁଡା ପବନ୍‌ ମାରୁଛେ ତ ଆରକେତେବେଲେ ପାଗ୍‌ ଫଟ୍‌କେଇ ଦେଉଛେ। ଲୋକ୍‌ ଶୀତର ଲାଗି ଗଧାବୁଡ଼ା କରବାକେ ବି ଡରୁଛନ୍‌। ଶୀତର ପରକୋପରୁ ବଁଚ୍‌ବାକେ ଘରେ ଘରେ ବୁଢ଼ାବୁଢ଼ି, ରୁଗୀମାନେ ଖଟତଲେ ଉଁଭେଇ ଦେଇ ଶୁଉଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଫାଉଡ଼ା ଧରି କାମ କଲେ ଜିଲାପାଳ

ନୂଆପଡ଼ା,୧୫ା୯(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସମରସିଂ ଓ ସିଲଭା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହେଉଥିବା ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିବା ପାଇଁ ଯାଇ ଖୋଦ...

ସିନିୟରଙ୍କ ମାଡ଼ରେ ୨୨ ଜୁନିୟର ଛାତ୍ର ଗୁରୁତର

ନୂଆପଡ଼ା/କୋମନା,୭ା୯(ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ତରବୋଡ଼ ଜବାହର ନବୋଦୟ ବିଦ୍ୟାଳୟରେ ଏକ ଅଭାବନୀୟ ଚିତ୍ର ସାମ୍‌ନାକୁ ଆସିଛି। ସିନିୟର ଛାତ୍ରଙ୍କ...

କୂଅରେ ପଡ଼ିଗଲେ ୫ ବାର୍‌ହା ଛୁଆ, ଆଉ ତାପରେ…

ଖଡ଼ିଆଳ,୨୬ା୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗଡ୍ରାମୁଣ୍ଡା ଅଞ୍ଚଳରେ ଗତ କିଛିଦିନ ହେଲା ବାର୍‌ହା ଉପଦ୍ରବ ଲାଗିରହିଛି। ବାର୍‌ହା ପଲ ଲୋକଙ୍କ ବାରିରେ...

ମୃତ ମହିଳା ଡାକ୍ତରଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଖଡ଼ିଆଳ,୨୨ା୮(ସୁଜିତ କୁମାର ପ୍ରଧାନ): କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା...

ଭାରତ ବନ୍ଦକୁ ସମର୍ଥନ କରିବ ଏସ୍‌ସିଏସ୍‌ଟି ସଂଘ

ଖଡ଼ିଆଳ,୧୯ା୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ କଲ୍ୟାଣ ମଣ୍ଡପ ୨ରେ ଏସ୍‌ସିଏସ୍‌ଟି ସଂଘ ପକ୍ଷରୁ ସୋମବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆସନ୍ତା...

ଦ୍ୱିତୀୟ ସ୍ତ୍ରୀଙ୍କ ବାଲ୍‌ଟି ମାଡରେ ପ୍ରଥମ ସ୍ତ୍ରୀଙ୍କ ଚାଲିଗଲା ଜୀବନ

ନୂଆପଡ଼ା/ବୋଡେନ, ୭ା୮ (ମକାରୁ ବେମାଲ/ଟିକେଶ୍ୱର ନାଗ):ନୂଆପଡ଼ା ଜିଲା ବୋଡେନ ଥାନା ଜାମଗାଁ ଠେଲାପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ସ୍ତ୍ରୀଙ୍କ ବାଲ୍‌ଟି ମାଡ଼ରେ ପ୍ରଥମ...

ନଦୀରେ ୩ କିମି ଭାସିଗଲେ ମହିଳା

ସିନାପାଲି,୨୧।୭(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅଧୀନ ଗଡ଼ରାମାଳ ଗ୍ରାମର ନମିତା ସାହୁ ନାମ୍ନୀ ଜଣେ ମହିଳା ରବିବାର ଉଦନ୍ତୀ ନଦୀରେ ଭାସିଯାଇ ୩କିମି...

ପୋଲିସକୁ ପିଟିଥିଲେ: ଏବେ ଗିରଫ ଭୟରେ…

ନୂଆପଡ଼ା,୨୧।୭ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ମିଛାପାଳି ପଞ୍ଚାୟତ ବରକୋଟ ଗାଁରେ ଶୁକ୍ରବାର ରାତ୍ରିରେ ପୋଲିସ ଉପରକୁ ଆକ୍ରମଣ ହୋଇଥିଲା। ଏହି ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri