Posted inଫୁରସତ

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରତିଦିନ ୪୦ ରୁଟି, ୨୫ଟି ଇଡ୍‌ଲୀ ଖାଉଛନ୍ତି ଏହି ଯୁବକ

ବିହାରର ଏକ କ୍ୱାରାଣ୍ଟାଇନ୍‌‌ ସେଣ୍ଟରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ଜଣେ ଯୁବକଙ୍କ ଖାଦ୍ୟ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସେ ଜଳଖିଆରେ ୪୦ଟି ରୁଟି କିମ୍ବା ୨୫ଟି ଇଡ୍‌ଲୀ ଖାଉଛନ୍ତି। ଏହି ଯୁବକଙ୍କ ନାମ ଅନୁପ ଓଝା। ତାଙ୍କୁ ଖାଦ୍ୟ ଯୋଗାଇବା କଷ୍ଟକର ହୋଇପଡିଛି। ସେ ଏକୁଟିଆ ୧୦ ଜଣଙ୍କ ଖାଦ୍ୟ ଖାଉଛନ୍ତି। ଅନୁପ ନିଜ ଭୋଜନକୁ ନେଇ ସେଠାରେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପ୍ରଥମେ ପ୍ରଥମେ ତାଙ୍କ ଭୋଜନ ଦେଖି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଖାଦ୍ୟ ଅଭାବ ପଡୁଥିଲା। କିନ୍ତୁ ପରେ ତାଙ୍କ ପାଇଁ ଅଧିକ ଖାଦ୍ୟ ପ୍ରସ୍ତୁତ କରାଯାଉଥିଲା। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ତାଙ୍କୁ କୁମ୍ଭକର୍ଣ୍ଣ ବୋଲି ଡାକୁଛନ୍ତି। ସୂଚନାଯୋଗ୍ୟ, ଅନୁପ ଚାକିରି ସନ୍ଧାନରେ ରାଜସ୍ଥାନ ଯାଇଥିଲେ। ଲକ୍‌ଡାଉନ୍‌ ଯୋଗୁ ପୁଣି ନିଜ ରାଜ୍ୟକୁ ଫେରି ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

New Year Party ସମୟରେ ରୁହନ୍ତୁ ସାବଧାନ, ନଚେତ୍‌ ହୋଇପାରେ ଜେଲ

ନୂଆଦିଲ୍ଲୀ,୨୭।୧୨: ନୂଆ ବର୍ଷ ଆସିବ ବୋଲି ଏବେଠାରୁ ଦିନ ଗଣା ଆରମ୍ଭ ହେଲାଣି ଏବଂ ଲୋକମାନେ ମଧ୍ୟ ପାର୍ଟି ପାଇଁ ପ୍ରସ୍ତୁତ ହେଉଛନ୍ତି। ନୂଆ ବର୍ଷରେ,...

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌...

Uber-Rapido: ନିଜ ବାଇକ୍‌ ଲଗାଇ ମାସକୁ ୩୦ହଜାର ରୋଜଗାର କରନ୍ତୁ, ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

କିଛି ଚାକିରି ଖୋଜୁଛନ୍ତି କି? କ’ଣ ଆପଣଙ୍କ ପାଖରେ ବାଇକ୍‌ ଅଛି? ତେବେ ନୋ ଟେନଶନ। ବର୍ତ୍ତମାନ ଆପଣ ଏଇ ବାଇକ୍‌ ଦ୍ୱାରା କରିପାରିବେ ମାସକୁ...

ଆଖିରେ କପଡ଼ା ବାନ୍ଧି ସ୍ପିଡ୍‌ ଟାଇପିଂ

ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri