ଖୁବ୍‌ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ

ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ ମନୋଜ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ସମାବେଶରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ଶାସନାଧୀନ ଭାଜପା ସରକାର ଖୁବ୍‌ଶୀଘ୍ର ଭାଙ୍ଗିଯିବ। ୨୦୨୫-୨୬ରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କେନ୍ଦ୍ରରେ ସରକାର ଗଠନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିନ୍ନର ବେଶରେ କରିଥିଲେ ପିଲାଚୋରି, ଚୋରଙ୍କୁ ଏମିତି ଧରିଲେ ଆଉ ଜଣେ କିନ୍ନର

ଯାଜପୁର,୨୦ା୪: କିନ୍ନର ବେଶରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାରୁ ଏକ ଶିଶୁକନ୍ୟା ଚୋରି ହୋଇଥିଲା। ତେବେ ଏହି ଶିଶୁକନ୍ୟାକୁ କିନ୍ନର ବେଶରେ ଜଣେ ଚୋରି କରିଆଣିଥିଲେ। ଶେଷରେ...

ଜମ୍ମୁରେ ଭୟଙ୍କର ଭୂସ୍ଖଳନ: ଚାପି ହୋଇଗଲେ ୩

ଶ୍ରୀନଗର,୨୦ା୪: ଲଗାଣ ବର୍ଷା ଯୋଗୁ ଜମ୍ମୁରେ ରବିବାର ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଫଳରେ ୩ ଜଣଙ୍କ ଜୀବନ ଚାଲିଯାଇଛି। ରାମବନ ଜିଲାର ଜମ୍ମୁ-ଶ୍ରୀନଗର...

ବିଳମ୍ବ ହେଲା ବିମାନ, କ୍ରୁ ମେମ୍ବରଙ୍କୁ ଚାପୁଡ଼ା କଷିଦେଲେ ଯାତ୍ରୀ

ନୂଆଦିଲ୍ଲୀ,୨୦ା୪: ଦିଲ୍ଲୀ-ମୁମ୍ବାଇ ବିମାନ ୭ ଘଣ୍ଟାରୁ ଅଧିକ ବିଳମ୍ବ ପାଇଁ ଜଣେ ଯାତ୍ରୀ ଜଣେ କ୍ରୁ ମେମ୍ବରଙ୍କୁ ଚାପୁଡ଼ା ମାରିବା ଘଟଣା ମଧ୍ୟରେ ଏୟାର ଇଣ୍ଡିଆ...

ସର୍ବଭାରତୀୟ JEE ମେନ୍‌ରେ ଛତ୍ରପୁରର ବିଷ୍ଣୁଙ୍କ ସଫଳତା

ଛତ୍ରପୁର,୨୦।୪(ସନ୍ତୋଷ ପାଢ଼ୀ ): ସଦ୍ୟ ପ୍ରକାଶିତ JEE ମେନ୍‌ ୨୦୨୫ ପରୀକ୍ଷାରେ ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିର ବିଷ୍ଣୁପ୍ରସାଦ ଶତପଥୀ ୯୯.୯୩% ମାର୍କ ରଖିଛନ୍ତି ।...

Archana Nag: ଅର୍ଚ୍ଚନା ନାଗଙ୍କୁ ନେଇ ପୁଣି ବଡ଼ ଖବର, ସାରା ରାଜ୍ୟରେ ଚହଳ

ଭୁବନେଶ୍ୱର,୨୦।୪: ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ। ନାଗ ଦମ୍ପତିଙ୍କୁ ନେଇ ଆସିଛି ବଡ଼ ଖବର। ନାଗ ଦମ୍ପତି ଏବେ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି।...

ରାତାରାତି ହାଇଓ୍ବା ଜବତ କରି ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୦।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଋଷିକୁଲ୍ୟା ନଦୀରୁ ବେଆଇନ ଭାବରେ ବାଲି ଚୋରାରେ ଚାଲାଣ ହେଉଥିବା ବେଳେ ଏକ ହାଇୱା ଟ୍ରକକୁ ଜବତ...

ପ୍ରଥମଥର ମଣିଷ ଡିମ୍ବାଶୟରୁ ମିଳିଲା ମାଇକ୍ରୋପ୍ଲାଷ୍ଟିକ୍‌, ବଢୁଛି ଚିନ୍ତା

ରୋମ୍‌,୨୦ା୪: ପ୍ରଥମଥର ପାଇଁ ମଣିଷ ଡିମ୍ବାଶୟ ଫୋଲିକୁଲାର ତରଳ ପଦାର୍ଥରେ ମାଇକ୍ରୋପ୍ଲାଷ୍ଟିକ୍‌ ମିଳିଛି।ଯାହାକି ଅତ୍ୟନ୍ତ ଚିନ୍ତାଜନକ। ଏହା ମହିଳାଙ୍କ ପ୍ରଜନନ କ୍ଷମତା ଉପରେ ଗଭୀର ପ୍ରଭାବ...

ନିଦରୁ ଉଠିଲାବେଳକୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଟଙ୍କା

କାକଟପୁର,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର୍‌। ଏପରି ପୁଣି ଏକ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image