Posted inଜାତୀୟ

ଗଗନୟାନ ମିଶନ: ପ୍ରଥମ ପର୍ଯ୍ୟାୟରେ ୧୦ ପାଇଲଟ୍‌ଙ୍କୁ ଚୟନ କଲା ଭାରତୀୟ ବାୟୁସେନା

ଶ୍ରୀହରିକୋଟା,୯।୯: ଭାରତର ଗଗନୟାନ ମିଶନ ପାଇଁ ୧୦ ପାଇଲଟଙ୍କୁ ବାୟୁସେନା ଚୟନ କରିଛି। ଏହି ମିଶନ ଅନ୍ତର୍ଗତ ୩ ଜଣ ପାଇଲଟ ୭ ଦିନ ଧରି ମହାକାଶ ଯାତ୍ରା କରିବେ। ଚୟନ ହୋଇଥିବା ପାଇଲଟ ଆସନ୍ତା ନଭେମ୍ବର ପରେ ତାଲିମ୍‌ ପାଇଁ ରୁଷିଆ ଯିବାର କାର୍ଯ୍ୟକ୍ରମ ରହିଛି। ଇସ୍ରୋ ଏବଂ ବାୟୁସେନାର ମିଳିତ ସହଯୋଗରେ ଏହି ମିଶନ କାର୍ଯ୍ୟ କରିବ। ପାଇଲଟଙ୍କୁ ଶାରୀରିକ ଯାଞ୍ଚ୍‌, ପ୍ରୟୋଗଶାଳା ଯାଞ୍ଚ୍‌, ରେଡିଓଲୋଜିକାଲ୍‌ ଟେଷ୍ଟ୍‌, କ୍ଲିନିକାଲ୍‌ ଟେଷ୍ଟ୍‌ ଏବଂ ମନୋବୈଜ୍ଞାନିକ ଟେଷ୍ଟ୍‌ ଆଧାରରେ ଚୟନ କରାଯାଇଛି। ସୂଚନାଯୋଗ୍ୟ, ପ୍ରଥମେ ଏଥିପାଇଁ ଭାରତୀୟ ବାୟୁସେନା ୨୫ ଜଣ ପାଇଲଟ୍‌ଙ୍କୁ ଚୟନ କରିଥିଲା। ତେବେ ପ୍ରଥମ ପର୍ଯ୍ୟାୟ ପରୀକ୍ଷଣରେ ୧୦ ଜଣ ପାଇଲଟ ଚୟନ ହୋଇଛନ୍ତି। ଏହାପରେ ପରବର୍ତ୍ତୀ ପର୍ଯ୍ୟାୟ ପରୀକ୍ଷଣ କରାଯାଇ ଚୂଡ଼ାନ୍ତ ପର୍ଯ୍ୟାୟରେ ୩ ଜଣଙ୍କୁ ଚୟନ କରାଯିବ। ୨୦୨୨ରେ ସେମାନଙ୍କୁ ମହାକାଶ ଯାତ୍ରାରେ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍‌ କରାଇଲେ

ବାହରିଚ୍‌,୧୮।୪: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍‌ କରାଇଥିବା...

TVS ଆଣିଲା ସୁଲଭ ସ୍ପୋଟ୍ସ ବାଇକ୍‌, ଫଚ୍ୟୁନରଠାରୁ ଅଧିକ ରହିଛି ସ୍ପିଡ୍‌

ନୂଆଦିଲ୍ଲୀ,୧୮।୪: ଟିଭିଏସ୍‌ ମୋଟର କମ୍ପାନୀ ଅପଡେଟେଡ୍‌ ୨୦୨୫ ଆପାଚି ଆର୍‌ଆର୍‌ ୩୧୦ ଲଞ୍ଚ କରିଛି। ଟିଭିଏସ୍‌ ମୋଟରର ଏହି ବାଇକର ଅନେକ ବୈଶିଷ୍ଟ୍ୟ ରହିଛି। ଏହା...

‘ପଶ୍ଚିମବଙ୍ଗକୁ ଆଉ ଏକ ପାକିସ୍ତାନ କରିବାର ଷଡ଼ଯନ୍ତ୍ର…’

କୋଲକାତା,୧୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ତପସ୍ବୀ ଚଭନୀ ପୀଠାଧୀଶ୍ୱର ଜଗତଗୁରୁ ପରମହଂସ ଆଚାର୍ଯ୍ୟ ବଡ଼ ଅଭିଯୋଗ ଆଣିଛନ୍ତି। ସେ ପଶ୍ଚିମବଙ୍ଗକୁ ‘ଆଉ ଏକ...

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ? ୟୁରୋପର ୪୪ ଦେଶରେ ମୁସଲମାନ ଶାସନ!

ନୂଆଦିଲ୍ଲୀ,୧୮।୪: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ୨୦୪୩ ସୁଦ୍ଧା ମୁସଲିମ ସମ୍ପ୍ରଦାୟ ୟୁରୋପରେ ମହାନ ରାଜନୈତିକ ଶକ୍ତି ହାସଲ କରିବେ। ୨୦୨୫ରୁ ୟୁରୋପରେ ଏକ ବଡ଼...

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ...

BJD: ନବୀନ ନିବାସରେ ହେଲା ଫାଇନାଲ, କାଲି ବଡ଼ ଘୋଷଣା!

ଭୁବନେଶ୍ୱର,୧୮।୪: ବିଜୁ ଜନତା ଦଳ (ବିଜେଡି) ସଂଗଠନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ...

ଶସ୍ତାରେ ମିଳୁଛି ଭଡା ଘର, 1 BHK ଫ୍ଲାଟ ପାଇଁ ଦେବାକୁ ପଡିବ…

ନୂଆଦିଲ୍ଲୀ,୧୮।୪: ଭାରତର ବିଭିନ୍ନ ସହରରେ ଘର ଭଡାର ମୂଲ୍ୟ ଦିନକୁ ଦିନ ବଢୁଛି। ତେବେ କେତେକ ଛୋଟ ଓ ମଧ୍ୟମ ସହରରେ ଭଡା ମୂଲ୍ୟ ଏବେ...

Starlink: ଷ୍ଟାରଲିଙ୍କ୍‌ ଆସିବା ପରେ ଭାରତକୁ କ’ଣ ମିଳିବ ଫାଇଦା, କେବେ ମିଳିବ ଭାରତୀୟଙ୍କୁ ସୁବିଧା

ନୂଆଦିଲ୍ଲୀ,୧୮।୪:ଏଲନ ମସ୍କଙ୍କ ଷ୍ଟାରଲିଙ୍କ ସେବା ଭାରତ ଆସିବାକୁ ପ୍ରସ୍ତୁତ ହେଉଛି। ଏଥିପାଇଁ ଷ୍ଟାରଲିଙ୍କ ଭାରତୀୟ ଟେଲିକମ କମ୍ପାନୀ ଜିଓ ଏବଂ ଏୟାରଟେଲ ସହିତ ହାତ ମିଳାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image