ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ପୋଲିସ ମାଶ୍ରିପଡା ରାସ୍ତା ପୁକେରିମା ସାହିରେ ଚଢ଼ାଉ କରି ଏକ ବୋଲରରୁ ୧ କୁଇଣ୍ଟାଲ ୬ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଫୁଲବାଣୀ ସହର ପାଖ ସରୁପଡାର ବାବୁଲା କହଁର, ଗୁଦାରୀ ପଞ୍ଚାୟତ ଗଉଡପଡାର ରଞ୍ଜନ କହଁର। ଭୁବନେଶ୍ୱର ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ ନିକଟରେ ଖବର ପହଞ୍ଚତ୍ଥିଲା। ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓଙ୍କ ନେତୃତ୍ୱରେ ଏକ ଟିମ୍ ପୁକେରିମା ସାହିଠାରେ ଯାଞ୍ଚ ଆରମ୍ଭ କରିଥିଲା। ଏକ ବୋଲେରୋ(ଓଡି୦୫ପି-୬୩୭୯)କୁ ଅଟକାଇ ଯାଞ୍ଚବେଳେ ସେଥିରୁ ବ୍ୟାପକ ପରିମାଣର ଗଞ୍ଜେଇ ମିଳିଥିଲା। ନଂ.୬୭/୧୯ରେ ମାମଲା ରୁଜୁ ହୋଇଛି।

ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି: ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ
ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି।...

Odisha Fishing Ban: ଆଜିଠାରୁ ଓଡ଼ିଶା ଉପକୂଳରେ ମାଛ ଧରିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୫।୪: ମାଛମାନଙ୍କ ଅଣ୍ଡାଦାନ ଋତୁରେ ସାମୁଦ୍ରିକ ଜୀବନକୁ ସୁରକ୍ଷା ଦେବା ପାଇଁ, ଓଡ଼ିଶା ଉପକୂଳରେ ଏପ୍ରିଲ ୧୫ ତାରିଖରୁ ଦୁଇ ମାସ ପାଇଁ ମାଛ ଧରିବା...

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର, ଅପହରଣକାରୀ ଗିରଫ
ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି।...

ଜୟଶ୍ରୀରାମ, ଜୟ ହନୁମାନ ଧ୍ୱନିରେ କମ୍ପିଲା ସମ୍ବଲପୁର ସହର: ସାମିଲେ ହେଲେ ଧର୍ମେନ୍ଦ୍ର, ଜୟନାରାୟଣ
ସମ୍ବଲପୁର,୧୪ା୪(ବି.ଶଙ୍କର/ଭବାନୀଶଙ୍କର ଭୋଇ): ମହାବିଷୁବ ସଂକ୍ରାନ୍ତି ତିଥିରେ ସମ୍ବଲପୁରର ସହରର ବିଭିନ୍ନ ହନୁମାନ ମନ୍ଦିରଗୁଡିକରେ ସୋମବାର ଦିନବେଳ ପୂଜାର୍ଚ୍ଚନା କରାଯାଇଥିଲା। ହନୁମାନ ଜୟନ୍ତୀ ସମନ୍ବୟ ସମିତି ପକ୍ଷରୁ...

୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଲା ଡିଜେ: ଚାଲିଗଲା ୨ ଜୀବନ, ୭ ଆହତ
ଭଦ୍ରକ/ତିହିଡ଼ି,୧୫ା୪(ସନାତନ ରାଉତ/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ୍ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପାଟୁଆ ଶୋଭାଯାତ୍ରା ବେଳେ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଆସୁଥିବା ଡିଜେ...

ଜୟ ଶ୍ରୀରାମ ଧ୍ବନିରେ କମ୍ପିଲା ସହର
ବାଲୁଗଁା/ବାଣପୁର,୧୫।୪(ସଂଗ୍ରାମ ପାଇକରାୟ/ଦିଲୀପ ସ୍ବାଇଁ): ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ ଉପଲକ୍ଷେ ସୋମବାର ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡ ପକ୍ଷରୁ ଏକ...

ବାଇକ୍କୁ ଚାପିଦେଲା ଟ୍ରକ୍: ୩ ମୃତ
ବଡ଼ଗାଁ,୧୫।୪: ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ମରିଚିମୁଣ୍ଡା ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ୩ଜଣ...

୮ ମାସ ପରେ ବି ମିଳୁନି ରାଜ୍ୟ ସ୍ବତନ୍ତ୍ର କାର୍ଯ୍ୟ ଖସଡ଼ା, ସମନ୍ୱୟ କିଏ ରକ୍ଷା କରୁଛି: ଅନୁ
ଭୁବନେଶ୍ୱର,୧୫।୪ (ରବିନାରାୟଣ ଜେନା): ସମନ୍ବୟ ରକ୍ଷା କରୁଛି କିଏ? ବିଭାଗୀୟ ଅଧିକାରୀଙ୍କ ଅବହେଳାକୁ ନେଇ ଏହିଭଳି ମନ୍ତବ୍ୟ ଦେଇଛନ୍ତି ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ...