ଛତ୍ରପୁର,୨୩।୫(ଡି.ଏନ୍.ଏ.)- ଗଞ୍ଜାମ ଜ଼ିଲା ଆସିକା ଲୋକସଭା ଆସନ ପାଇଁ ପୋଷ୍ଟାଲ ବାଲଟର ଗଣତି ଛତ୍ରପୁର ସ୍ଥିତ ଜ଼ିଲାପାଳଙ୍କ ସମ୍ମିଳନୀ କକ୍ଷରେ ଚାଲିଛି। ରିଟର୍ଣ୍ଣିଂ ଅଫିସର ତଥା ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ଏହି ଗଣତି ଚାଲିଛି। ଅପରପକ୍ଷରେ ଇଭିଏମ୍ରେ ଭୋଟ ଗଣତି ବ୍ରହ୍ମପୁର, ଛତ୍ରପୁର, ଭଞ୍ଜନଗରରେ ଚାଲିଛି।
‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’
ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...
ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...
ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…
ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...
ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…
ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...
ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି
ପୁରୀ ୧୪।୧୨( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...
ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…
ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
Archives


