ଗାଜାରୁ ଲେବାନନ୍‌ ମୁହାଁଇଛି ସଂଘର୍ଷ

ବେରୁଟ୍‌,୨୩ା୯: ଲେବାନନ୍‌ର ଆତଙ୍କବାଦୀ ସଂଗଠନ ହେଜ୍‌ବୁଲ୍ଲା ଏବଂ ଇସ୍ରାଏଲୀ ସେନା ମଧ୍ୟରେ ଘମାଘୋଟ ଲଢ଼େଇ ହୋଇଛି। ଇସ୍ରାଏଲ୍‌ର ଉତ୍ତର ଭାଗକୁ ଟାର୍ଗେଟ କରି ହେଜ୍‌ବୁଲ୍ଲା ଶତାଧିକ ରକେଟ୍‌ ମାଡ଼ କରିବା ପରେ ଉଭୟ ପକ୍ଷ ମୁହଁାମୁହିଁ ହୋଇଛନ୍ତି। ହେଜ୍‌ବୁଲ୍ଲା ଛାଡ଼ିଥିବା ରକେଟ ମଧ୍ୟରୁ ଅନେକ ଆଇଫା ସହର ନିକଟରେ ପଡ଼ିଥିବାବେଳେ ଇସ୍ରାଏଲ୍‌ ମଧ୍ୟ ରକେଟ ଛାଡ଼ି ଲେବାନନ୍‌କୁ ଟାର୍ଗେଟ କରିଛି। ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ହେଜ୍‌ବୁଲ୍ଲାର ଅନେକ ସଦସ୍ୟ ନିହତ ହେବା ପରେ ସାମରିକ ସଂଘର୍ଷ ବର୍ତ୍ତମାନ ଗାଜାରୁ ଲେବାନନ୍‌ ଆଡକୁ ମୁହାଁଇଛି। ଏଥିଯୋଗୁ ଗତବର୍ଷ ଅକ୍ଟୋବରରୁ ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧର ଅବସାନ ସମ୍ଭାବନା ଦେଖାଯାଉ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମେହୁଲ ଚୋକସିଙ୍କ ପ୍ରତ୍ୟର୍ପଣ ପାଇଁ ପ୍ରସ୍ତୁତ ହେଉଛି ଭାରତ, ବେଲଜିୟମ ଯିବ ଇଡି-ସିବିଆଇ ଟିମ୍‌

ନୂଆଦିଲ୍ଲୀ,୧୫।୪: ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ଭାରତ ଆଣିବା ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (CBI) ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଦଳ...

ଆମେରିକାର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ୨.୨ ବିଲିୟନ ଡଲାରର ପାଣ୍ଠି ବନ୍ଦ, ହାର୍ଭାର୍ଡ ସହିତ ଟ୍ରମ୍ପଙ୍କ ସମସ୍ୟା କ’ଣ?

ନୂଆଦିଲ୍ଲୀ, ୧୫ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱର ପ୍ରତିଷ୍ଠିତ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ୨.୨ ବିଲିୟନ ଡଲାରର ପାଣ୍ଠିକୁ ତୁରନ୍ତ ବନ୍ଦ କରିଦେଇଛନ୍ତି। ୟୀହୂଦୀମାନଙ୍କ ପ୍ରତି...

ଭାରତରେ ଦିଆଯିବ ଫାଶୀ? ଡରିଯାଉଛନ୍ତି ତହଉର, NIA ଅଧିକାରୀଙ୍କୁ ବାରମ୍ବାର ପଚାରୁଛନ୍ତି ଏହି ପ୍ରଶ୍ନ

ନୂଆଦିଲ୍ଲୀ,୧୫।୪: ୨୬/୧୧ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତ ତାହଉର ହୁସେନ ରାଣାଙ୍କୁ ପଚରାଉଚରା କରିବାର ଆଜି ପଞ୍ଚମ ଦିନ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଣା ଅଜମଲ...

କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ

ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ...

ସକାଳୁ ସକାଳୁ ଆସିଲା ଆଉ ଏକ ଭୟଙ୍କର ଭୂକମ୍ପ, ପାହାଡ଼ରୁ ଖସିଲା ପଥର, ଦେଖନ୍ତୁ ଭିଡିଓ

କାଲିଫର୍ନିଆ,୧୫।୪: ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) କହିଛି ଯେ ସୋମବାର (ଏପ୍ରିଲ ୧୪) ସକାଳେ ସାନ ଡିଏଗୋରେ ୫.୨ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ଲସ...

ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଜୀବନ ହାରିଲେ କଲେଜ ଛାତ୍ରୀ

ଆନନ୍ଦପୁର,୧୫ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆନନ୍ଦପୁର ଥାନା ଅଧୀନ ଫକିରପୁର ଅଞ୍ଚଳର ଏକ ଘରୋଇ ମହିଳା...

ପୁଣିଥରେ ଆଉ ଏକ ବୋମା ଫୁଟାଇବେ ଟ୍ରମ୍ପ, ସାରା ବିଶ୍ୱକୁ କରିବେ ଚକିତ! ୨୦ ଏପ୍ରିଲକୁ ଲାଗୁ ହୋଇପାରେ…

ଓ୍ବାଶିଂଟନ,୧୫।୪: ଜାନୁଆରୀ ୨୦ରେ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ, ସେ ଯେଉଁ ପ୍ରଥମ ଆଦେଶ ଜାରି କରିଥିଲେ ତାହା...

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲା ଡିଜେ: ଚାଲିଗଲା ୨ ଜୀବନ, ୭ ଆହତ

ଭଦ୍ରକ/ତିହିଡ଼ି,୧୫ା୪(ସନାତନ ରାଉତ/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ୍‌ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପାଟୁଆ ଶୋଭାଯାତ୍ରା ବେଳେ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଆସୁଥିବା ଡିଜେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image