ଘର ଭାଙ୍ଗିଲା, ଫସଲ ଉଜାଡ଼ିଲା ହାତୀ

ବଡ଼ଗାଁ,୭।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନ ଜଙ୍ଗଲକୁ ଆସିଥିବା ୧୪ଟି ହାତୀ ଶନିବାର ଉପଦ୍ରବ କରିଥିବା ବେଳେ ମଙ୍ଗଳବାର ରାତିରେ ଏମାନଙ୍କ ମଧ୍ୟରୁ ଗୋଟିଏ ହାତୀ କୁତ୍ରା ବ୍ଲକ ଅନ୍ତର୍ଗତ ସିଆଲଯୋର ଗ୍ରାମର ପବିତ୍ର ଭୋଇଙ୍କ ଘରକୁ ଭାଙ୍ଗି ଦେଇଛି। ସେହିପରି ଅଜୟ ଦେହୁରୀଙ୍କ ବାଡ଼ିରେ ପଶି ଫସଲ ନଷ୍ଟ କରିଛି। ଉଲ୍ଲେଖଯୋଗ୍ୟ ଗତ ଶନିବାର କୁସୁମଡେଗୀ ପାହାଡ଼ ଟୋଲିର ବିନୁ ଟପ୍ପୋ ଏବଂ ଜନ ଟପ୍ପୋଙ୍କ ଘର ଭାଙ୍ଗି ଦେଇଥିଲା। ଗ୍ରାମବାସୀ ଘଉଡ଼ାଇ ଦେବାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଗ୍ରାମର ବଦନ ନାଏକଙ୍କ ବାଡ଼ିର ପାଚେରି ଭାଙ୍ଗିଥିଲା। ହରିହର ପୃଷେଟ୍‌ଙ୍କ ବାଡ଼ିରୁ ପନିପରିବା ଓ ଧନୁର୍ଜୟ ପୃଷ୍ଟେଟ୍‌ଙ୍କ ବାଡ଼ିରୁ ମକା ଖାଇବା ପରେ ଜାନକୀ ପୃଷେଟଙ୍କ ଜମିରୁ ଧାନତଳି ଦଳିଚକଟି ନଷ୍ଟ କରି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତ ହରାଇଥିବା ରୀନାଙ୍କୁ ଭେଟିଲେ ମହିଳା ସମିତି ପ୍ରତିନିଧି ଦଳ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ରୋଜଗାର ପାଇଁ ମଧ୍ୟପ୍ରଦେଶ ଯାଇ ହାତ ହରାଇ ଫେରିଥିବା ରୀନା ମହାନନ୍ଦଙ୍କୁ ତାଙ୍କ ବିଜେପୁର ନିକଟ ପଡ଼ା ଗ୍ରାମକୁ ଯାଇ ବରଗଡ଼ ମହିଳା...

ଟାରିଫ ଓ୍ବାରରେ ଚାଇନାକୁ ଲାଗିଛି ଜବରଦସ୍ତ ଝଟକା, କାହିଁକି ଏମିତି ଦାବି କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା ଦ୍ୱାରା ଲାଗୁ କରାଯାଇଥିବା ଶୁଳ୍କ ବିଷୟରେ ନିଜ ଲୋକଙ୍କୁ ଚେତାବନୀ ଦେଇଛନ୍ତି। ଭବିଷ୍ୟତରେ ଆମେରିକାର ଲୋକମାନେ ଯେଉଁ ସମସ୍ୟାର...

ପୁଣି ଦାଦନ ଦୁଃଖ, ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ

ମୋହନା,୫।୪(ମନ୍ମଥ ମିଶ୍ର): ପୁଣି ଦାଦନ ଦୁଃଖ, ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ପୁଅର ମୃତ୍ୟୁକୁ ପରିବାର...

‘ବିଦ୍ୟାର୍ଥୀମାନେ ମୋବାଇଲ ଫୋନଠାରୁ ଦୂରେଇ ରୁହନ୍ତୁ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ)- ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ପାଳିତ ହୋଇଛି। ବିଦ୍ୟାଳୟ ପରିଚାଳନା...

ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବ ମୁଖର ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ଦଣ୍ଡ ଆୟୋଜନ ହେଉଥିବା ବେଳେ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଉଛନ୍ତି।...

କମିବ ପେଟ୍ରୋଲ, ଡିଜେଲ ଦର? କ୍ରୁଡ ଅଏଲ ଦାମ କମିବାରୁ ବଢୁଛି ଆଶା

ନୂଆଦିଲ୍ଲୀ,୫।୪: ଏହା ବହୁତ କମ ଘଟେ ଯେ ଗୋଟିଏ ପଟେ ମୁଦ୍ରା ବଜାରରେ ଡଲାର ତୁଳନାରେ ଟଙ୍କା ମଜବୁତ ହେଉଛି ଏବଂ ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ...

ଲାଗୁ ହେଲା ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ କେତେ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିମ ମାଗଣା ଚିକିତ୍ସା

ନୂଆଦିଲ୍ଲୀ,୫।୪: ଜାତୀୟ ରାଜଧାନୀ ଦିଲ୍ଲୀରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଆୟୁଷ୍ମାନ ଯୋଜନା) କାର୍ଯ୍ୟକାରୀ କରିବା ପାଇଁ ଭାଜପା ନେତୃତ୍ୱାଧୀନ ଦିଲ୍ଲୀ ସରକାର...

ସଂଗ୍ରାମ ଦାସ କଂଗ୍ରେସର ଦେବଗଡ଼ ଜିଲା ପର୍ଯ୍ୟବେକ୍ଷକ

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ଭକ୍ତଚରଣ ଦାସ ପିସିସି ସଭାପତି ଦାୟିତ୍ୱ ନେବା ପରେ କଂଗ୍ରେସ କର୍ମୀମାନେ ସକ୍ରିୟ ହୋଇପଡିଛନ୍ତି। ଆଗାମୀ ଦିନରେ ରାଜ୍ୟ କଂଗ୍ରେସର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image