ଘରକୁ ଯାଇ ପିଡିଏସ୍‌ ସାମଗ୍ରୀ ବଣ୍ଟନ

ଶେରଗଡ଼,୨୯ା୩(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ବିଭିନ୍ନ ପଞ୍ଚୟତରେ ପିଡ଼ିଏସ୍‌ ସାମଗ୍ରୀ ଘରକୁ ଘର ଯାଇ ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦେଶ ଓ କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏହି ବ୍ୟବସ୍ଥା ଆରମ୍ଭ କରାଯାଇଛି। ବ୍ଲକ ଯୋଗାଣ ନିରୀକ୍ଷକ ଶରତ କୁମାର ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରତି ପଞ୍ଚାୟତର ସରପଞ୍ଚଙ୍କ ଜରିଆରେ ରାଶନକାର୍ଡ ଜରିଆରେ ସାମଗ୍ରୀ ଯୋଗାଣ ଆରମ୍ଭ କରାଯାଇଛି। ଅଲାରିଗଡ଼ ଓ ମହୁପଦର ପଞ୍ଚାୟତରେ ଏହି ପ୍ରକ୍ରିୟା ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ବାଭାବିକ ସ୍ଥିତି: ଦିନରେ ତାତି, ରାତିରେ କାକର

ଧରାକୋଟ,୧୧ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ ଉପରେ ରହୁଛି। ହେଲେ ଗଞ୍ଜାମ ଜିଲାର ଧରାକୋଟ...

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଥାନାରେ ଏତଲା ଦେଲେ ଯୁବତୀ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର): ବିବାହର ନିର୍ଭର ପ୍ରତିଶ୍ରୁତି ଦେଇ ପ୍ରତାରଣା କରାଯାଇଥିବା ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ଯୁବତୀ ଏତଲା ଦେଇଛନ୍ତି।...

ଅଟୋକୁ ଧକ୍କାଦେଲା ବାଇକ୍‌ : ମେଡିକାଲରେ ଆଖିବୁଜିଲେ ଜଣେ, ମୃତ୍ୟୁସହ ସଙ୍ଗ୍ରାମ କରୁଛନ୍ତି…

ପଟ୍ଟାଙ୍ଗି,୧୧।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ମାଳିପୁଟ ଛକ ତଥା ଜାତୀୟ ରାଜପଥ ଉପରେ ଏକ ଅଟୋ ସହ ମୋଟର ସାଇକେଲ...

ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା କଫ ସିରପ୍‌, ମାଡିବସିଲା ପୋଲିସ: ୨ ଗିରଫ

ବଲାଙ୍ଗୀର, ୧୦ା୩(ସୁନିଲ କୁମାର ମହାନ୍ତି): ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ବେଆଇନ କଫ ସିରପ। ପୋଲିସ ଆଖିରେ ଧୂଳି ଦେଇ କଫ ସିରପ ବେପାରୀମାନେ ଏଭଳି ଅଭିନବ...

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚ

ଯାଜପୁରରୋଡ୍‌,୧୧ା୩(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦ ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବର ଯାଞ୍ଚ ପାଇଁ ନିର୍ଦ୍ଦେଶ ହୋଇଛି। ଯାଜପୁର...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ଦୁଇ ସାଙ୍ଗ ଘରକୁ ଫେରୁଥବା ବେଳେ ଘଟିଲା ଦୁର୍ଘଟଣା : ଜଣଙ୍କ ଆଗରେ ଚାଲିଗଲା ଆଉଜଣଙ୍କ ଜୀବନ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗଙ୍ଗାପୁର ପଞ୍ଚାୟତ ନରସିଂହଗଡ଼ ଗ୍ରାମ ନିକଟସ୍ଥ ପିପିଲିଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଥିଲା।...

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri