କୋଟଗଡ,୧୯ ।୮(ଡି.ଏନ.ଏ)- କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ଓରା ନିକଟ ଡାଡୁମାହା ଘାଟିରେ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ଭାରସାମ୍ୟ ହରାଇ ୩୦ଫୁଟ ତଳକୁ ଖସିପଡ଼ିବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। କେଟଗଡ଼ ପୋଲିସ ପକ୍ଷରୁ ସେମାନଙ୍କୁ ଉଦ୍ଧାର କରାଯାଇ କୋଟଗଡ଼ ପୋଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଛି। ସେଠାରେ ପ୍ରାଥମିକ ଚିିତ୍ସା ପରେ କେତେଜଣ ଗୁରୁତର ଆହତଙ୍କୁ ଅଧିକ ଚିକିତ୍ସା ପାଇଁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏହି ଘରୋଇ ବସଟି କୋଟଗଡ଼ରୁ ଜୁବାଗୁଡାକୁ ଯାଉଥିଲା ।
Posted inଆମ ଜିଲା ଖବର, କନ୍ଧମାଳ View All

ଦାମୋଦରପୁରରେ ମା’ ଦଣ୍ଡକାଳୀ ଉତ୍ସବ, ମନ ଜିଣିଲା ଉଷାରାଣୀଙ୍କ ଆଙ୍କରିଂ
ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଦାମୋଦରପୁର ଗ୍ରାମରେ ପ୍ରଥମ ମା ଦଣ୍ଡକାଳୀଙ୍କ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର କମାପାଲି ଦଣ୍ଡ ସକାଳେ...

ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍, ୨୩ ଆହତ, ୩ ଗୁରୁତର
ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା): ମୁକୁନ୍ଦପୁର ଘାଟିରେ ବସ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୩ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଯାତ୍ରୀ...

ଶିମିଳିପାଳରେ ନୂତନ ଅଦା ଜାତୀୟ ଉଦ୍ଭିଦ
ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଶିମିଳିପାଳ ସଂରକ୍ଷିତ ଜୈବମଣ୍ଡଳରୁ ଏକ ନୂତନ ଅଦା...

ଇନ୍ଦ୍ରାବତୀ କେନାଲକୁ ଖସିଲା କାର୍: ଶିଶୁ ସମେତ ବୃଦ୍ଧଙ୍କ ମୃତ୍ୟୁ
ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା କଲମପୁର ଥାନା ଅନ୍ତର୍ଗତ ଠେଲକୋମୁଣ୍ଡା ଇନ୍ଦ୍ରାବତୀ କେନାଲ ନିକଟରେ ବୁଧବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବାଇକ୍ ସହ...

ସମସ୍ୟାଘେରରେ ବିଜ୍ରାଦର ଗାଁ
ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଢ଼ୀଦର ପଞ୍ଚାୟତର ବିଜ୍ରାଦର ଗାଁ। ବଣ ପାହାଡ଼ ଘେରା ଏହି ଗାଁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିଲେ...

ବନ୍ଦ ହୋଇଯିବ ୪୦ ବର୍ଷ ପୁରୁଣା ହାଇସ୍କୁଲ; ଫୋନ୍ ଉଠାଉନାହାନ୍ତି ପ୍ରଧାନଶିକ୍ଷକ; ଧମକ ଦେଉଛନ୍ତି …
ସରଣ୍ଡା,୨୬।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଳକ ବାବେବିରା ହାଇସ୍କୁଲ ଗତ ୨ ଶିକ୍ଷାବର୍ଷ ହେଲା ବନ୍ଦ ହୋଇ ରହିଛି। ଏଠାକାର ୪ ଜଣ...

ରାସ୍ତାକଡ଼ରେ ପଡ଼ିଥିବା ନବଜାତ ଶିଶୁକନ୍ୟାର ଗୋଡ଼କୁ ଝୁଣି ଖାଇଲା କୁକୁର, ତଦନ୍ତ ଆରମ୍ଭ କଲା ସୁନ୍ଦରଗଡ଼ ପୋଲିସ
ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସହର ମହେଶଡିହିସ୍ଥିତ ଥିମ ପାର୍କ ନିକଟରୁ ବୁଧବାର ଏକ ନବଜାତ ଶିଶୁ କନ୍ୟାର ମୃତଦେହକୁ ଟାଉନ ଥାନା ପୋଲିସ ଜବତ...

ବିଲରୁ ବିରି ଖାଇଦେଲା ବୋଲି ଶୁଆକୁ ଫାଶି ଦେଇ କରିଥିଲେ ରିଲ୍ସ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୨୬।୩ (ବନ୍ଦନା ସେଠୀ ) – ବିଲରୁ ବିରି ଖାଇଦେବାରୁ ଶୁଆକୁ ଫାଶୀ ଦେବା ସହ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବା ଘଟଣାକୁ...