ଚକା ଫାଟିବାରୁ ଚଳନ୍ତା ଟ୍ରକରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ସରଣ୍ଡା,୧୦।୬(ଡି.ଏନ୍‌.ଏ.): ସ୍ପଞ୍ଜ ଆଇରନ୍‌ ନେଇ ଟ୍ରକ(ଡବ୍ଲ୍ୟୁବି୩୩ବି ୯୦୩୮) ସୋମବାର ପୂର୍ବାହ୍ନରେ ସମ୍ବଲପୁରରୁ ବରଗଡ଼ ଅଭିମୁଖେ ଯାଉଥିଲା। ବରଗଡ-ସମ୍ବଲପୁର ସୀମାନ୍ତ ଗୋଡ଼ଭଗା ସାରସ୍ବତ ମହାବିଦ୍ୟାଳୟ ସମ୍ମୁଖ ୫୩ ନମ୍ବର ଜାତୀୟ ରାଜପଥରେ ପଛ ଚକା ଫାଟିଯିବାରୁ ଟ୍ରକରେ ନିଆଁ ଲାଗିଯାଇଥିଲା। ଏହା ଦେଖି ସ୍ଥାନୀୟ ଅଞ୍ଚଳବାସୀ ଆତଙ୍କିତ ହୋଇ ଅଗ୍ନ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅତାବିରା ଅଗ୍ନିଶମ ବିଭାଗର ରବିନାରାୟଣ ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିି ନିଆଁକୁ ଆୟତ୍ତ କରିଛନ୍ତି। ଫଳରେ ଗୋଡ଼ଭଗାବାସୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏଥିରେ ଡ୍ରାଇଭର ଓ ହେଲ୍‌ପର ସୁରକ୍ଷିତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କ କହିଲେ…

ଭୁବନେଶ୍ୱର,୨୩।୧୧: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍‌ କଲେ ମନ୍ତ୍ରୀ। ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ...

‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବାଦ୍‌ ପଡ଼ିଲେ….

ଭୁବନେଶ୍ୱର,୨୩।୧୧: ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍‌ଡେଟ୍‌ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା...

ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି।...

ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା...

ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର

ଭୁବନେଶ୍ୱର, ୨୩ା୧୧(ସୁନିତ୍‌ ମିଶ୍ର):୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍‌ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର...

ଯୁକ୍ତ ୨ ପରୀକ୍ଷା: ଶହେରୁ ଏତିକି ରଖିଲେ ପାସ୍‌

ଭୁବନେଶ୍ୱର,୨୩ା୧୧(ସୁଚିସ୍ମିତା ସାହୁ):ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ ସରଳ ହେଲା ପରୀକ୍ଷା। ପିଲାଙ୍କ ଉପରୁ ପରୀକ୍ଷା ଚାପ କମାଇବା ଓ ସେମାନଙ୍କ ମନରେ ପରୀକ୍ଷାକୁ ନେଇ ରହିଥିବା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri