ଚିତ୍ରକୋଣ୍ଡାରେ ଜୁଆଆଡ୍ଡା ଠାବ: ୭ ଗିରଫ

ଚିତ୍ରକୋଣ୍ଡା,୮।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ବାଲିମେଳା ଚିତ୍ରକୋଣ୍ଡା ନାକମାମୁଢୀ ରାସ୍ତା ନୀଳାପାରି ଗ୍ରାମରେ ପୋଲିସ ଜୁଆଆଡ୍ଡାକୁ ଠାବ କରିଛି। ରବିବାର ଅପରାହ୍ନରେ ଚିତ୍ରକୋଣ୍ଡା ଥାନାର ପୋଲିସ ପାଟ୍ରୋଲିଂ ଟିମ୍‌ ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକଙ୍କ ନେତୃତ୍ୱରେ ପାଟ୍ରୋଲିଂ କରୁଥିବା ସମୟରେ ଠାବ କରିଥିଲେ। ପୋଲିସ ସେହି ସ୍ଥାନରେ ପହଞ୍ଚି ଜୁଆଆଡ୍ଡା ଉପରେ ଚଢାଇ କରି ସେଠାରେ ଉପସ୍ଥିତ ଥିବା ସାତ ଜଣକୁ ଗିରଫ କରିବା ସହିତ ଗୋଟିଏ ମ୍ୟାକ୍ସମା ଭ୍ୟାନ, ୨୯ ହଜାର ୭ଶହ ୭୦ ଟଙ୍କା ଜବତ ସହ ଦୁଇ ସେଟ ଚେସ କାର୍ଡ, ୬ଟି ମୋଟର ସାଇକେଲ ଓ ୪ଟି ମୋବାଇଲ ଫୋନ ଜବତ ହୋଇଛି। ସେମାନଙ୍କ ନାମରେ ଚିତ୍ରକୋଣ୍ଡା ଥାନା କେସ ନମ୍ବର ୧୪୭/୨୧ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇ ଥାନା ପକ୍ଷରୁ ନୋଟିସ କରାଯାଇଛି l

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଅଘଟଣ: ଦୁନିଆକୁ ଜାଣିବା ପୂର୍ବରୁ ଲିଭିଗଲା ଜୀବନ ଦୀପ

କଟକ,୧।୧: କୁନି ଝିଅ ଉପରେ ମାଡ଼ିଗଲା ହାଇୱା। ଏଭଳି ଅଭାବନୀୟ ଘଟଣା ଘଟିଛି ଯୋବ୍ରା ବ୍ୟାରେଜ ନିକଟରେ। ବାଇକ୍‌କୁ ହାଇୱା ଧକ୍କା ଦେବା ଫଳରେ ଏଭଳି...

ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ: ମନ୍ଦିର-ଚର୍ଚ୍ଚରେ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୧।୧ (ଅରୁଣ ସାହୁ): ଇଂରାଜୀ ନୂତନ ବର୍ଷ ବୁଧବାର ବଡ଼ ଧୁମଧାମରେ ପାଳନ କରାଯାଉଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡି, ସିମନବାଡି, ବ୍ରାହ୍ମଣୀଗାଁ,...

ଜିରୋ ନାଇଟ ସେଲିବ୍ରେଶନ ବେଳେ ବୁଲିଲା ଖଣ୍ଡା, ୨ ଗୁରୁତର

ବଲାଙ୍ଗୀର, ୧।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀନଗରପଡାରେ ଜିରୋ ନାଇଟ ସେଲିବ୍ରେଶନ ସମୟରେ ଖଣ୍ଡାରେ ଆକ୍ରମଣ ହୋଇଛି। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।...

ଓଡ଼ିଶ ଫେରିଲା ଜିନତ୍‌ : ମଧ୍ୟ ରାତିରେ ଆସିଲା

ବାରିପଦା,୧।୧: ମଧ୍ୟରାତ୍ରିରେ ବାଘୁଣୀ ଜିନତ୍‌ ଓଡ଼ିଶା ଫେରିଛି। ପ୍ରାୟ ୪୮ ଘଣ୍ଟାଯାଏ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ...

ଚାଷୀଙ୍କ ସମସ୍ୟାକୁ ନେଇ ଏମିତି କହିଦେଲେ ନବୀନ

ପଟ୍ଟାମୁଣ୍ଡାଇ, ୧ା୧(କଳ୍ପତରୁ ନାୟକ):ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ କେନ୍ଦ୍ରାପଡ଼ା ଜିଲା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁ...

ଚାଷୀଙ୍କ ଧାରଣାକୁ ପ୍ରଶାସନର ଅଣଦେଖା

ବରଗଡ଼,୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଅବ୍ୟବସ୍ଥା ଲାଗି ରହିଛି। ଜିଲାର ବିଭିନ୍ନ ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି। କିନ୍ତୁ ଉକ୍ତ ଧାନକୁ...

ପାରାଗ୍ଲାଇଡିଂ, ପାରା ଲ୍ୟାଣ୍ଡିଂର ମଜା ନେଉଛନ୍ତି ପର୍ଯ୍ୟଟକ

କୋରାପୁଟ,୧ା୧(ଅମିତାଭ ବେହେରା):କୋରାପୁଟ ଜିଲା ସେମିଳିଗୁଡ଼ାର କୁନ୍ଦୁଲିରୁ କୋଟିଆ ଆଡ଼କୁ ଦେଓମାଳି ପର୍ବତ ରହିଛି। ସମୁଦ୍ର ପତ୍ତନଠାରୁ ୧୬୭୨ ମିଟର ଉଚ୍ଚତାରେ ଥିବା ଏହା ଓଡ଼ିଶାର ଉଚ୍ଚତମ...

‘ଶହୀଦ ମାଧୋ ସିଂଙ୍କ ବୀରଗାଥା ପାଠ୍ୟ ପୁସ୍ତକରେ ସାମିଲ ହେଉ’

ବରଗଡ଼,୩୧।୧୨(ପ୍ରେମାନନ୍ଦ ଖମାରୀ) :- ଶହୀଦ ବୀର ମାଧୋ ସିଂ ଓ ପରିବାର ବର୍ଗଙ୍କ ସଶସ୍ତ୍ର ସାଧୀନତା ସଂଗ୍ରାମରେ ଅବଦାନ ଅନସ୍ବୀକାର୍ଯ୍ୟ ବୋଲି କହିଛନ୍ତି ବିଶିଷ୍ଟ ସାହିତି୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri