ଚିତ୍ରୋତ୍ପଳା ନଦୀରେ ପ୍ରଥମ ବନ୍ୟାଜଳ, ଚିନ୍ତାରେ ଚାଷୀ

ପାଟକୁରା, ୧୬୯(ଡି.ଏନ୍.ଏ): ପାଟକୁରା ଅଞ୍ଚଳରେ ପ୍ରଭାବିତ ହେଉଥିବା ଚିତ୍ରୋତ୍ପଳା, ପାଇକା ଓ ଲୁଣା ନଦୀରେ ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି ଲଘୁଚାପ ବର୍ଷା ଯୋଗୁ ଏପରି ହୋଇଛି
ଲଗାଣ ବର୍ଷା ଯୋଗୁ ଚିତ୍ରୋତ୍ପଳା , ପାଇକା ଦ୍ୱୀପାଞ୍ଚଳ ଓ ଚିତ୍ରୋତ୍ପଳା ଲୁଗା ଦ୍ୱୀପାଞ୍ଚଳରେ ଚାଷ କରାଯାଇଥିବା ଧାନ ଫସଲ ପାଣିରେ ବୁଡି ରହିଛି ଫଳରେ ଫସଲ ପାଇଁ ଚାଷୀ ଚିନ୍ତାରେ ଅଛନ୍ତି ନଦୀରେ ବନ୍ୟାଜଳ ବୃଦ୍ଧି ପାଉଥିବାରୁ ଦୀପାଞ୍ଚଳରୁ ବର୍ଷାପାଣି ନିଷ୍କାସନ ହୋଇପାରୁ ନ ଥିବା ଦେଖାଯାଇଛି

 


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ବୁଧବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ...

ଗଛରେ ପିଟିହେଲା ପିକ୍‌ଅପ୍‌: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲପର ଗୁରୁତର

ପାଟଣା,୨୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ନିକଟରେ ଏକ ପିକଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା...

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼...

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା...

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ...

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ...

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri