ଚିନ୍ମୟୀ ସାହୁ ମୃତ୍ୟୁ ମାମଲା: ତଦନ୍ତ ଅଗ୍ରଗତି ନେଇ ରିପୋର୍ଟ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର,୧।୫(ବ୍ୟୁରୋ): ଭିସୁଟ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲାରେ ତଦନ୍ତର ଅଗ୍ରଗତି ନେଇ ହାଇକୋର୍ଟ ଷ୍ଟାଟସ ରିପୋର୍ଟ ମାଗଛନ୍ତି। ସେପଟେ ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ଆସନ୍ତା ମେ ୧୭ରେ ହେବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଏହି ଘଟଣାରେ ଗତ ମାର୍ଚ୍ଚ ୭ ରବିବାର ରାତିରେ ପୋଲିସ ସିନ ରିକ୍ରିଏସନ କରିଥିଲା। ସେହି ସମୟରେ ପୋଲିସ ଆଇଜି ଉପସ୍ଥିତ ଥିଲେ। ଚିନ୍ମୟୀଙ୍କ ପୁରୁଷ ବନ୍ଧୁ ପ୍ରତିମାନ ଦେ ଓ ମାନସ ଟୁ଼ଡୁଙ୍କୁ ପାଓ୍ବାର କେନାଲ ବ୍ରିଜ ଉପରକୁ ନେଇ ପୋଲିସ ସିନ୍‌ ରିକ୍ରିଏସନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଟାକୁଆ ଖାଇ ମୃତ ଓ ଗୁରୁତରଙ୍କୁ ମିଳିଲା ସହାୟତା ରାଶି: ମୃତକଙ୍କୁ ୨୦, ଗୁରୁତରଙ୍କୁ ୧୦ ହଜାର

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି...

ବଲାଙ୍ଗୀରରେ ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ:ଘାଡ଼ାକୁ ଘାସର ଦାୟିବ ଦିଆଗଲେ…

ଭୁବନେଶ୍ୱର,୨।୧୧: ବଲାଙ୍ଗୀର ବେଲପଡ଼ାରେ ଆୟୋଜିତ ସାଧାରଣସଭାରେ ଉଦ୍‌ବୋଧନ ଦେଇ ପୂର୍ବ ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି,...

ପ୍ରେମ ବିବାହ କରି ସ୍ତ୍ରୀ ଦେହରେ ଭୁଷି ଦେଲେ ଛୁରି, ଆଉ ତା’ପରେ…

ବରଗଡ଼,୨।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା କୁସନପୁରୀ ବିଜୟା ଛକରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସ୍ବାମୀ ନିଜେ...

Featured Video Play Icon

ଏତେ ଫୁଟିଲା ଯେ, ଖାଲି ଧୂଆଁ ଧୂଆଁ

ସରିଲା ଦୀପାବଳି । ଧୂଆଁମୟ ଭୁବନେଶ୍ବର । ଦିପାବଳୀ ପରେ କୁହୁଡିର ଭ୍ରମ ସୃଷ୍ଟି କଲା ଧୂଆଁ । ପାଞ୍ଜିର ଦ୍ବନ୍ଦ୍ବ ଭିତରେ ୨ ଦିନ...

ଯୁବକଙ୍କୁ ଅର୍ଦ୍ଧଲଗ୍ନ କରି ଗଛରେ ବାନ୍ଧି ଛେଚିଦେଇ ଗଲେ…

ଭୁବନେଶ୍ୱର,୨।୧୧: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସୀମା ଟପିଛି ବର୍ବରତା। ଜଣେ ଯୁବକଙ୍କୁ ଅର୍ଦ୍ଧଉଲଗ୍ନ...

ମାଣ୍ଡିପଙ୍କାକୁ ଛୁଟୁଛି ନେତା, ଅଫିସରଙ୍କ ସୁଅ: ମୁଣ୍ଡ ପିଛା ୧୫ କେଜି ପିଡ଼ିଏସ୍‌ ଚାଉଳ ଦେବାକୁ…

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାରେ ଆମ୍ବ ଟାଙ୍କୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ...

ନବୀନଙ୍କ ସୁରକ୍ଷା ହ୍ରାସ ପ୍ରସଙ୍ଗରେ ଏଭଳି କହିଲେ ଡିଜିପି

ଭୁବନେଶ୍ୱର,୦୨।୧୧: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ କରାଯାଇଛି। ଏନେଇ ପୋଲିସ ଡିଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri