ଛତିଶା ନିଯୋଗ ବୈଠକ ଆରମ୍ଭ: କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ନେଇ ଆଲୋଚନା

ପୁରୀ ଅଫିସ,୪।୧୦: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ କରାଯାଇଛି। ଏଥିସହ ହବିଷ୍ୟାଳିମାନଙ୍କୁ ମହାପ୍ରସାଦ ଯୋଗାଣ ନିମନ୍ତେ ମଧ୍ୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। କାର୍ତ୍ତିକ ମାସରେ ହବିଷ୍ୟାଳିମାନଙ୍କ ଶୃଙ୍ଖଳିତ ଦର୍ଶନ ଏବଂ ନୀତିକାନ୍ତିକୁ ସୂଚାରୁରୂପେ କରିବା ଲାଗି ବିଭିନ୍ନ ସେବାୟତ ନିଯୋଗଙ୍କ ସହ ଆଲୋଚନା ହେବ ବୋଲି ଜଣାପଡ଼ିଛି। ଏହି ବୈଠକରେ ଜିଲାପାଳ ବଲଓ୍ବନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାସ, ଉନ୍ନୟନ କର୍ତ୍ତୃପକ୍ଷ ଅଜୟ କୁମାର ଜେନାଙ୍କ ସମେତ ବିଭିନ୍ନ ସେବାୟତ ନିଯୋଗର କର୍ମକର୍ତ୍ତାମାନେ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌କେସିଜିରେ ରାଗିଂ ଘଟଣା: ୫ ସନିୟର୍‌ ଛାତ୍ରଙ୍କୁ ୬ମାସ ଯାଏଁ କ୍ୟାମ୍ପସ୍‌ ମନା

ବ୍ରହ୍ମପୁର,୩୦।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଵ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଘଟଣାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ...

ପୋଲିସ ଇନ୍‌ଫର୍ମର ଦର୍ଶାଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୩୦ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ବାସାଗୁଡ଼ା ଥାନା ଅନ୍ତର୍ଗତ ପୁଟକେଲ ଗାଁର ଜଣେ ଯୁବକଙ୍କୁ ଘରୁ ଡାକି ନେଇ ପୋଲିସ ଇନ୍‌ଫର୍ମର ଦର୍ଶାଇ ମାଓବାଦୀମାନେ...

ଦୁଇ ଚାଷୀଙ୍କ ଅମଳ ଧାନଗଦା ଜଳିପୋଡ଼ି ଛାରଖାର

ଝରିଗାଁ,୩୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ଧାନଖଳାରେ ଜଳିଗଲା ତିନି ଏକର ଜମିର ଅମଳ ଧାନ, ଖଳାରେ ଧାନ ରଖି ବୁଧବାର ଭୋରରୁ ଆସି ଦେଖିବା ବେଳେକୁ ସବୁ...

ଦୀପାବଳି ପାଇଁ ସଜାଉଥିଲେ ଲିଚୁ ଲାଇଟ୍‌, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଲିଗଲା ବାଳ ଶ୍ରମିକଙ୍କ ଜୀବନ

ବଡ଼ବିଲ,୩୦ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ସ୍ଥିତ ଏକ ଘର ଛାତ ଉପରେ ଚଢ଼ି ଦୀପାବଳି ନିମନ୍ତେ ଲିଚୁ ଲାଇଟ୍‌ ସଜାଇବା...

ସରକାର ଲଗାଇଲେ କଟକଣା: ଏତିକି ବର୍ଷରୁ କମ୍ ପିଲା ଫୁଟାଇ ପାରିବେନି ବାଣ

ଭୁବନେଶ୍ୱର,୩୦।୧୦: ଦୀପାବଳି ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। କେତେ ସମୟରୁ କେତେ ସମୟ ପର୍ଯ୍ୟନ୍ତ ଏବଂ କେଉଁ ବୟସର ଛୋଟ ପିଲାମାନେ...

ଘରୋଇ ହସ୍ପିଟାଲକୁ ସିଲ୍‌ କରିବା ପାଇଁ ଉପଜିଲାପାଳଙ୍କ ନିର୍ଦ୍ଦେଶ

କଟକ,୩୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ସିଡିଏସ୍ଥିତ ନ୍ୟୁ ବର୍ନ ଆଣ୍ଡ୍‌ ପେ୍‌ ହେଲ୍‌ଥ ସେଣ୍ଟର ଘରୋଇ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣାରେ ଜିଲା ପ୍ରଶାସନର...

ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରି ଜେଲ୍‌ ଗଲେ ସ୍ବାମୀ

ଦିଗପହଣ୍ଡି,୩୦ା୧୦:(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଓ୍ବାର୍ଡ ନଂ.୨ ଅଧୀନ ମେଦିରି ସାହିରେ ରହୁଥିବା ଶଙ୍କର ନାୟକଙ୍କୁ ବୁଧବାର ପୋଲିସ ଗିରଫ କରି...

କ୍ଷୁଦ୍ରଦାନା ଶସ୍ୟରେ ପ୍ରସ୍ତୁତି ଖାଦ୍ୟର ବଢୁଛି ଚାହିଦା, ହଜି ଯାଉଥିବା ପାରମ୍ପରିକ ଚାଷକୁ…

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): ବଢୁଛି ପାରମ୍ପରିକ ଖାଦ୍ୟର ଚାହିଦା। ହଜିଯାଇଥିବା ଖାଦ୍ୟର ପୁନରୁଦ୍ଧାର ସହ ସ୍ବାସ୍ଥ୍ୟର ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଶ୍ରୀ ଅନ୍ନ ଅଭିଯାନରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri