ଛୁଟିରେ ଅଧିକାରୀ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସରକାରୀ ଛୁଟି। ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଅଧିକାରୀମାନେ ଏହି ଛୁଟି ଦିନରେ ହେଡକ୍ୱାର୍ଟର ନ ଛାଡିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାପାଳଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର ନ ଛାଡିବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି। ଏଥିରେ ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଛନ୍ତି। ବର୍ତ୍ତମାନ ଭାରତର ବିଭିନ୍ନ ସ୍ଥାନରେ କରୋନା ଭାଇରସ୍‌ ବ୍ୟାପୁଥିବା, ରୌଦ୍ରତାପ ଏବଂ ମାର୍ଚ୍ଚ ମାସର ଟାର୍ଗେଟ ନେଇ ଉଭୟ କାର୍ଯ୍ୟ ଓ ଅନୁଦାନ ଖର୍ଚ୍ଚ ପରିପ୍ରେକ୍ଷୀରେ ଏହି ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ...

ମାଳଦ୍ୱୀପରେ ଫସିଛନ୍ତି ଖଲ୍ଲିକୋଟର ୧୧ ଶ୍ରମିକ

ଛତ୍ରପୁର,୨୪ା୧୨ (ଦିଲୀପ ସାମଲ):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକର ୧୧ ଜଣ ଦାଦନ ଶ୍ରମିକ ପେଟ ପୋଷିବା ପାଇଁ ସୁଦୂର ମାଳଦ୍ୱୀପକୁ ଯାଇ ସେଠାରେ ଫସିି ରହିଛନ୍ତି।...

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri