ଛୋଟ ପିଲାଙ୍କ ସ୍ମରଣଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଭିଟାମିନ୍‌ ବି-୧୨ ଶରୀର ପାଇଁ ବେଶ୍‌ ଉପଯୋଗୀ। ଏହାର ସ୍ତର ହ୍ରାସପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମକଲେ ହାଲିଆ ଲାଗେ। ଏହାର ଅଭାବରେ ଡିପ୍ରେସନ ହେବାର ଆଶଙ୍କା ବଢ଼ିଥାଏ। ଛୋଟ ପିଲାଙ୍କ କ୍ଷେତ୍ରରେ ଭିଟାମିନ୍‌ ବି-୧୨ ମସ୍ତିଷ୍କକୁ କ୍ରିୟାଶୀଳ କରେ ବୋଲି ଆମେରିକା ମିସିଗାନ ବିଶ୍ୱବିଦ୍ୟାଳୟର ମେଡିକାଲ ସାଇନ୍ସ କଲେଜର ଗବେଷକ ସେମାନଙ୍କ ଗବେଷଣା ରିପୋର୍ଟରେ ସୂଚିତ କରିଛନ୍ତି। ତେଣୁ ଛୋଟ ପିଲାଙ୍କ ସ୍ମରଣଶକ୍ତି ବଢ଼ାଇବା ପାଇଁ ସେମାନଙ୍କୁ ସବୁବେଳେ ସନ୍ତୁଳିତ ଆହାର ଖାଇବାକୁ ଦେବା ଆବଶ୍ୟକ। ଭିଟାମିନ୍‌ ବି-୧୨ ଶରୀରରେ ମେଟାବଲିଜିମ୍‌ ବୃଦ୍ଧି କରାଇଥାଏ। ଫଳରେ ଶରୀରରେ ଡିଏନ୍‌ଏ ଓ ଲୋହିତ ରକ୍ତ କଣିକା ତିଆରି କାର୍ଯ୍ୟ ତ୍ୱରାନ୍ବିତ ହୋଇଥାଏ। ଏହାଦ୍ୱାରା ଛୋଟ ପିଲାଙ୍କ ମାନସିକ ତଥା ଶାରୀରିକ ବିକାଶ ହୋଇପାରିଥାଏ। ମାଛ,ମାଂସ ଓ ଅଣ୍ଡାରେ ପ୍ରଚୁର ପରିମାଣରେ ଭିଟାମିନ୍‌ ବି-୧୨ ରହିଥାଏ । ସେହିପରି ଶାକାହାରୀ ଖାଦ୍ୟ ମଧ୍ୟରେ କ୍ଷୀର,ପନିର, ସୋୟା ମିଲକ୍‌, ଆଳୁ, ଗାଜର,ମୂଳା ଓ ବିଟ୍‌ରେ ଭିଟାମିନ୍‌ ବି-୧୨ ପ୍ରଚୁର ପରିମାଣରେ ଥାଏ। ପ୍ରତିଦିନ ଭିଟାମିନ୍‌ ବି-୧୨ଯୁକ୍ତ ଖାଦ୍ୟକୁ ଛୋଟ ପିଲାଙ୍କ ଡାଏଟ୍‌ରେ ସାମିଲ୍‌ କଲେ ଅନେକ ସୁଫଳ ମିଳିଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୮ ପୁରୁଷଙ୍କ ସହ ସମ୍ପର୍କ ରଖି ଫସିଲେ ଚାଇନାର ‘ବିୟୁଟିଫୁଲ ଗଭର୍ନର’

ବେଜିଂ,୨୧।୯: ଦକ୍ଷିଣ-ପଶ୍ଚିମ ଚାଇନାର ଜଣେ ମହିଳାଙ୍କୁ ୧୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ଏବଂ ଅସଦାଚରଣ ପାଇଁ ଏକ ମିଲିୟନ ୟୁଆନ ଅର୍ଥାତ୍‌ ୧୮୩୦୦୦ ଆମେରିକୀୟ...

ଶ୍ରୀଲଙ୍କାରେ ଆଜି ରାଷ୍ଟ୍ରପତି ନିର୍ବାଚନ, ନାହାଁନ୍ତି ଜଣେ ବି ମହିଳା ପ୍ରାର୍ଥୀ

କଲମ୍ବୋ,୨୧।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ପଦ ପାଇଁ ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ ଉପରେ ଭାରତ ସମେତ ବିଶ୍ୱର ନଜର ରହିଛି। ୨୦୨୨ରେ,...

ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ...

ଆମେରିକାର ଧ୍ରୁବୀ ପଟେଲ ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌

ଓ୍ବାଶିଂଟନ,୨୧ା୯: ଆମେରିକାର କମ୍ପ୍ୟୁଟର ଇନ୍‌ଫର୍ମେଶନ ସିଷ୍ଟମ୍‌ ଛାତ୍ରୀ ଧ୍ରୁବୀ ପଟେଲଙ୍କୁ ଚଳିତ ବର୍ଷର ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌ ବିଜେତା ଘୋଷଣା କରାଯାଇଛି। ଧ୍ରୁବୀ ବଲିଉଡ୍‌ ଅଭିନେତ୍ରୀ...

ଧନୀ ହେବାକୁ ଚାହାନ୍ତି କି? ତେବେ  ଭୁଲନ୍ତୁ ନାହିଁ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ରାଜନୀତିଜ୍ଞ ଏବଂ କୁଟନୀତିଜ୍ଞ। ସେ ନିଜର ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା...

ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ରଖିଲା ଇସ୍ରାଏଲ, ହମାସ କଲା ଖାରଜ

ଜେରୁଜେଲମ,୨୦।୯: ଇସ୍ରାଏଲ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ଦେଇଛି। ଇସ୍ରାଏଲ କହିଛି ଯେ ଯଦି ସମସ୍ତ ବନ୍ଧକଙ୍କୁ ଏକାଠି ମୁକ୍ତ କରାଯାଏ ଏବଂ ଗାଜାକୁ ନିରସ୍ତ୍ର...

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ...

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri