Posted inରାଜ୍ୟ

ଜୁଲାଇ ୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା, ୧୪ରେ ଶେଷ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଆସନ୍ତା ଜୁଲାଇ ୮ ତାରିଖରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ଏହା ୧୪ ତାରିଖରେ ଶେଷ ହେବ। ମାତ୍ର ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୬ ତାରିଖ ଯାଏଁ ଚାଲିବ। ସକାଳ ୯ଟାରୁ ପୂର୍ବାହ୍ନ ୧୧.୩୦ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ରାମଶିଷ ହାଜରା ସୂଚନା ଦେଇଛନ୍ତି।

ଏହି ପରୀକ୍ଷା ଲାଗି ଫର୍ମ ପୂରଣ ଶେଷ ହୋଇନାହିଁ। ତେଣୁ କେତେ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି ସ୍ପଷ୍ଟ ହୋଇପାରି ନାହିଁ। ପରୀକ୍ଷାକୁ ତ୍ୱରାନ୍ବିତ କରାଯାଉଛି। ଫଳରେ ଛାତ୍ରୀଛାତ୍ରଙ୍କର ଗୋଟିଏ ବର୍ଷ ନଷ୍ଟ ହେବ ନାହିଁ। ଠିକ୍‌ ସମୟରେ ପରୀକ୍ଷାଫଳ ବାହାରିବା ସହ ସେମାନେ ନୂଆ ପାଠ୍ୟକ୍ରମରେ ନାମ ଲେଖାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ୱର,୨୬ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମୋଟ୍‌ ୩୦ଟି କାର୍ଯ୍ୟ ଦିବସ...

ସମନ୍ୱିତ କୃଷି ପଦ୍ଧତିରେ ସାମିଲ ହେଲେ କୋଟିଆର ୨୨ ଚାଷୀ

ପଟ୍ଟାଙ୍ଗି୨୫/୧୧(ଶରତ ଧଳ): କୋରାପୁଟ ଜିଲ୍ଲା ପ୍ରଶାସନ କୋଟିଆ ପଞ୍ଚାୟତକୁ ସ୍ଵତନ୍ତ୍ର ଧ୍ୟାନ ଦେଉଥିବା ବେଳେ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରେ ସମନ୍ୱିତ କୃଷି ପଦ୍ଧତିରେ ୨୨...

ବବିଙ୍କ ଲଲଙ୍କ ଜାମିନ ଆବେଦନ ଖାରଜ, ଆଉ ୩ ମାମଲା ରୁଜୁ

ଯାଜପୁର/ଯାଜପୁର ଟାଉନ(ହର୍ଷବର୍ଦ୍ଧନ ବେହେରା/ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି),୨୫ା୧୧: ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରସାଦ ଦାସ(ଲଲ)ଙ୍କ ଅଡୁଆ ବଢ଼ିବାରେ ଲାଗିଛି। ତାଙ୍କ ବିରୋଧରେ...

ସରକାରୀ ପାଣ୍ଠି ଆତ୍ମସାତ କରି ବନ୍ଧା ହେଲେ ଫରେଷ୍ଟର, ଗାଁ ସାଥି

କୋରାପୁଟ, ୨୫।୧୧: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର, ଗାଁ ସାଥି। ଚରଣ ଜମିରୁ ଚାଷ ଜମିକୁ ଗୃହପାଳିତ ପଶୁ ବା ବାହ୍ୟ...

ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ  ଧାର୍ମିକ ଓ ଆଧ୍ୟାତ୍ମିକ...

ଚଳିତ ମାସରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି; ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୨୫।୧୧: ଚଳିତ ମାସରେ ତିନି ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୨୯ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା...

ଭାଜପା ହାତ ଧରିଲେ ୪ ବିଜେଡି ନେତା

ମାଲକାନଗିରି,୨୫।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ,...

ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ

ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri