Posted inଜାତୀୟ

‘ଜୟ ଶ୍ରୀରାମ’ ନ କହିବାରୁ ମୁସଲମାନ ଯୁବକଙ୍କୁ ପିଟିିଲେ

ଗୁଡଗାଁଓ, ୨୭।୫: ଦିଲ୍ଲୀର ଗୁଡଗାଁଓରେ ଘଟିଛି ଏକ ଅଭାବନୀୟ ଘଟଣା। ‘ଜୟ ଶ୍ରୀରାମ’ ନ କହିବାରୁ ଜଣେ ମୁସଲମାନ ଯୁବକଙ୍କୁ ପିଟିବା ସହ ତାଙ୍କ ଟୋପି କାଢି ଫୋପାଡି ଦେଇଛନ୍ତି କିଛି ଅଜ୍ଞାତ ଯୁବକ। ରବିବାର ବିଳମ୍ବିତ ରାତିରେ ମହମ୍ମଦ ବରକତ ଆଲାମ ନାମ ଯୁବକ ମସଜିଦ୍‌ରୁ ପ୍ରାର୍ଥନା ସାରି ଘରକୁ ଫେରୁଥିବାବେଳେ ବାଟରେ କିଛି ଯୁବକ ତାଙ୍କ ଅଟକାଇ ‘ଜୟ ଶ୍ରୀରାମ’ ଏବଂ ‘ଭାରତ ମାତା କି ଜୟ କହିବାକୁ ପ୍ରବର୍ତ୍ତାଇଥିଲେ। କିନ୍ତୁ ସେ କହିବାକୁ ମନା କରିବାରୁ ତାଙ୍କୁ ନିର୍ଦ୍ଧୁମ ପିଟିଥିଲେ। ଯୁବକଙ୍କ କବଳରୁ ଖସିଆସି ମସଜିଦକୁ ଫୋନ କରିଥିଲେ ଆଲାମ। ଫଳରେ ତାଙ୍କ ସମ୍ପର୍କୀୟମାନେ ଆସି ଆହତ ଆଲମଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏନେଇ ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟା ଦଳିବା ପରେ କାହିଁକି ରଖନ୍ତି ଆଙ୍ଗୁଠିର ଛାପ, ଏହା ପଛର କାରଣ ଜାଣନ୍ତି?

ଆଜିର ସମୟରେ, ପୁରୁଣାକାଳିଆ ଲୋକମାନେ ଆମକୁ କ’ଣ କୁହନ୍ତି ତାହା ବୁଝିବା ଟିକେ କଷ୍ଟକର ହୋଇଯାଏ, ବିଶେଷକରି ଯେତେବେଳେ ଆମେ ସେଗୁଡ଼ିକୁ କେବଳ ଏକ ପୁରୁଣା...

ବିଳମ୍ବ ହେଲା ବିମାନ, କ୍ରୁ ମେମ୍ବରଙ୍କୁ ଚାପୁଡ଼ା କଷିଦେଲେ ଯାତ୍ରୀ

ନୂଆଦିଲ୍ଲୀ,୨୦ା୪: ଦିଲ୍ଲୀ-ମୁମ୍ବାଇ ବିମାନ ୭ ଘଣ୍ଟାରୁ ଅଧିକ ବିଳମ୍ବ ପାଇଁ ଜଣେ ଯାତ୍ରୀ ଜଣେ କ୍ରୁ ମେମ୍ବରଙ୍କୁ ଚାପୁଡ଼ା ମାରିବା ଘଟଣା ମଧ୍ୟରେ ଏୟାର ଇଣ୍ଡିଆ...

ରାତାରାତି ହାଇଓ୍ବା ଜବତ କରି ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୦।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଋଷିକୁଲ୍ୟା ନଦୀରୁ ବେଆଇନ ଭାବରେ ବାଲି ଚୋରାରେ ଚାଲାଣ ହେଉଥିବା ବେଳେ ଏକ ହାଇୱା ଟ୍ରକକୁ ଜବତ...

ନିଦରୁ ଉଠିଲାବେଳକୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଟଙ୍କା

କାକଟପୁର,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର୍‌। ଏପରି ପୁଣି ଏକ ଘଟଣା...

ମେ’୨୦ରୁ ଜିଲାରେ ରବି ଧାନ ସଂଗ୍ରହ

ନୂଆପଡ଼ା,୨୦ା୪(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଶନିବାର ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ମେ’ ୨୦ରୁ ମଣ୍ଡି ଖୋଲି...

ରାଜସ୍ବ ଗ୍ରାମର ମାନ୍ୟତା, ଜଙ୍ଗଲ ଜମି ପଟ୍ଟା ସଂଶୋଧନ ଦାବି: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅଧିବାସୀଙ୍କ ଧାରଣା

ନୂଆପଡା,୨୦ା୪ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଛତିଶଗଡ଼ ସୀମାନ୍ତ ଚୁଳାଭାଟ ପଞ୍ଚାୟତ ଗଙ୍ଗାଦିଗଡ଼ ଗାଁ ଅଧିନ ୮ଟି ପଡାର ଅଧିବାସୀମାନେ ବିଭିନ୍ନ ଦାବି ନେଇ...

ଶ୍ରମିକଙ୍କ ସମସ୍ୟା ସାମ଼ାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌

ନୂଆପଡ଼ା,୨୦ା୪(ମକାରୁ ବେମାଲ): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଦୁଇ ବରିଷ୍ଠ କର୍ମକର୍ତ୍ତା ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଓ କେନ୍ଦୁପତ୍ର କର୍ମଚାରୀ ସଂଘ ରାଜ୍ୟ...

ଘୁମୁସର ଇତିହାସ ଉପରେ ଅଧିକ ଗବେଷଣା ହେବ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନ ତାର ଅଷ୍ଟମ ବାର୍ଷିକ ଉତ୍ସବ ମେ ଶେଷ ସପ୍ତାହରେ ପାଳନ କରିବ। ତେଣୁ ସଙ୍ଘର କର୍ମକର୍ତ୍ତା ମାନେ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image