Posted inଖେଳ

ଟେଷ୍ଟ କ୍ରିକେଟରୁ ଷ୍ଟେଇନଙ୍କ ଅବସର

ଜୋହାନ୍ସବର୍ଗ, ୬ା୮(ଏଏଫ୍‌ପି)-ଆଧୁନୀକ ଯୁଗର ଅନ୍ୟତମ ମହାନ ଫାଷ୍ଟ ବୋଲର ଦକ୍ଷିଣ ଆଫ୍ରିକାର ଡେଲ୍‌ ଷ୍ଟେଇନ୍‌ ସୋମବାର ଟେଷ୍ଟ କ୍ରିକେଟରୁ ତାଙ୍କ ଅବସର ଘୋଷଣା କରିଛନ୍ତି। ସୀମିତ ଓଭର ବିଶିଷ୍ଟ ଫର୍ମାଟରେ ଅଧିକ ଦିନ ଧରି ତିଷ୍ଠି ରହିବା ଅଭିପ୍ରାୟ ନେଇ ସେ ଏହି ପଦକ୍ଷେପ ନେଇଛନ୍ତି। ୨୦୦୪ରେ ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ଷ୍ଟେଇନ୍‌ ତାଙ୍କ ଅନ୍ତିମ ଟେଷ୍ଟ ମ୍ୟାଚ ଗତ ଫେବୃୟାରୀରେ ଶ୍ରୀଲଙ୍କା ବିପକ୍ଷରେ ଖେଳିଥିଲେ। ଏଣିକି ସେ ଦକ୍ଷିଣ ଆଫ୍ରିକା ତରଫରୁ ଅନ୍ତର୍ଜାତୀୟ ଦିନିକିଆ ଓ ଟି୨୦ ପାଇଁ ଉପଲବ୍ଧ ହେବେ। ୩୬ ବର୍ଷୀୟ ଷ୍ଟେଇନ୍‌ କହିଛନ୍ତି, କ୍ରିକେଟର ଏହି ଫର୍ମାଟକୁ ମୁଁ ସବୁଠାରୁ ଭଲ ପାଏ। ସୋମବାର ଏହାଠାରୁ ଦୂରେଇ ଯାଉଛି। ସୂଚନାଯୋଗ୍ୟ, ଷ୍ଟେଇନ୍‌ ହେଉଛନ୍ତି ଦକ୍ଷିଣ ଆଫ୍ରିକାର ସର୍ବକାଳୀନ ଅଗ୍ରଣୀ ଟେଷ୍ଟ ଉଇକେଟ ହାସଲକାରୀ ବୋଲର। ଖେଳର ଇତିହାସରେ ଶ୍ରେଷ୍ଠ ୧୦ ବୋଲରଙ୍କ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ...

ଏଏଫ୍‌ସି ଏସିଆନ କପ୍‌ ୨୦୩୧ ଲାଗି ବିଡ୍‌ ଦାଖଲ କଲା ଭାରତ

ନୂଆଦିଲ୍ଲୀ, ୧୧ା୪: ଭାରତ ୨୦୩୧ ଏଏଫ୍‌ସି ଏସିଆନ କପ୍‌ ଆୟୋଜନ କରିବା ପାଇଁ ଆଗ୍ରହ ପ୍ରକାଶ କରି ଏହାର ବିଡ୍‌ ‘ ଏକ୍ସପ୍ରେସନ ଅଫ୍‌ ଇଣ୍ଟରେଷ୍ଟ...

୮ ପଦକ ସହ ଦ୍ୱିତୀୟ ସ୍ଥାନରେ ଭାରତ

ବୁଏନ୍ସ ଏରିଜ, ୧୧ା୪: ରାଇଫଲ ପିସ୍ତଲ ଓ ଶଟ୍‌ଗନ୍‌ ଶୁଟରମାନଙ୍କ ଲାଗି ବର୍ଷର ପ୍ରଥମ ଆଇଏସ୍‌ଏସ୍‌ଏଫ୍‌ ଓ୍ବାଲର୍‌ଡ କପ୍‌ ଯୁବ ଟ୍ରାପ୍‌ ମିକ୍ସଡ ଟିମ୍‌ ଯୋଡ଼ି...

ପନ୍ତ କହିଲେ ହୃଦୟର କଥା, PM Modiଙ୍କୁ…

ନୂଆଦିଲ୍ଲୀ,୧୧।୪: ଆଇପିଏଲ୍‌ ୨୦୨୫ରେ ଟିମ୍‌ ଇଣ୍ଡିଆର ଷ୍ଟାର ଉଇକେଟକିପର୍‌ ଋଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସ୍‌ର ଅଧିନାୟକ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଦଳ ଏଯାବତ ୫ ମ୍ୟାଚ୍‌...

ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ମହିଳା ହକି ଦଳ

ନୂଆଦିଲ୍ଲୀ, ୧୧ା୪: ଭାରତୀୟ ମହିଳା ହକି ଦଳ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ। ଦଳ ସେଠାରେ ଏପ୍ରିଲ ୨୬ରୁ ମେ ୪ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ...

୨୮,୩୯୦ କୋଟି ଟଙ୍କାର ମାଲିକଙ୍କୁ ମୁହଁତୋଡ଼ ଜବାବ ଦେଲେ ରାହୁଲ

ବେଙ୍ଗାଲୁରୁ,୧୧।୪: ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ପରାସ୍ତ କରିଛି। ଏହି ବିଜୟ...

କ୍ଷତି ସହିବେ କୋହଲି: ହାତ ଛାଡ଼ିଦେଲା ଏହି କମ୍ପାନୀ

ନୂଆଦିଲ୍ଲୀ,୧୧।୪: ଭାରତୀୟ କ୍ରିକେଟର ବିରାଟ କୋହଲି ଆଉ କ୍ରୀଡା କମ୍ପାନୀ ‘ପୁମା’ର ବ୍ରାଣ୍ଡ ଆମ୍ବାସାଡର ହେବେ ନାହିଁ। ତାଙ୍କର ଚୁକ୍ତି ୮ ବର୍ଷ ପରେ ସମାପ୍ତ...

ଦିଲ୍ଲୀର ବିଜୟ ପରେ କେଏଲ ରାହୁଲଙ୍କ ସେଲିବ୍ରେସନ ଦେଖି ତାଜୁବ RCB ଖେଳାଳି

ବେଙ୍ଗାଲୁରୁ,୧୧ା୪: ଦିଲ୍ଲୀ କ୍ୟାପିଟାଲ୍ସ ଗୁରୁବାର ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଚମତ୍କାର ବିଜୟ ହାସଲ କରିଛି। ବିଜୟ ସହିତ ଚଳିତ ଆଇପିଏଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image