ଡକାୟତି ଯୋଜନା ପଣ୍ଡ : ୪ ଅଭିଯୁକ୍ତ ଗିରଫ

ଯୋଡ଼ା,୧୦।୨(ଡି.ଏନ୍‌.ଏ.):କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ ବନ୍ଧୁଆବେଡା ଖେଳ ପଡିଆଠାରେ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିବା ସହିତ ଏକ ଟାଟା ସଫାରି, ମାରଣାସ୍ତ୍ର ଜବତ କରିଛି। ଗିରଫ ବ୍ୟକ୍ତି ହେଲେ ଯୋଡା ଅଞ୍ଚଳର ବିନ୍ଦାସ୍‌ ଖାଲକୋ, ଭରତ ଦାସ, ରୋସନ କର୍ମକାର ଓ ରଞ୍ଜିତ ଦାସ।
ସୂଚନାଯୋଗ୍ୟ, ରାତିରେ ଖେଳ ପଡିଆଠାରେ ଅଭିଯୁକ୍ତମାନେ ଏକ ବଡ଼ ଧରଣର ଡକାୟତି ପାଇଁ ଯୋଜନା କରୁଥିବା କୌଣସି ସୂତ୍ରରୁ ପୋଲିସକୁ ଖବର ମିଳିଥିଲା। ପୋଲିସ ଉକ୍ତ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ କୋର୍ଟଚାଲାଣ କରିଛି। ଏ ନେଇ ଥାନାରେ କେସ୍‌ ନଂ. ୧୬/୨୦ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘଟଗାଁ ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟସଚିବ ଶକ୍ତିକାନ୍ତ ଦାସ

କେନ୍ଦୁଝର,୧୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଓଡ଼ିଶାକୁ ତିନି ଦିନିଆ ଗସ୍ତରେ ଆସିଥିବା ବେଳେ ଶନିବାର କେନ୍ଦୁଝର ଗ୍ରସ୍ତରେ...

ଦାରିଙ୍ଗବାଡି ବନାଞ୍ଚଳରେ ଅବାଧ ଗଛକଟା ଘଟଣା: ବନ ବିଭାଗ ସେଣ୍ଟ୍ରିଙ୍ଗ ଭାଙ୍ଗି ଜବତ କଲା କାଠ

ଦାରିଙ୍ଗବାଡି,୧୯।୪ (ଅରୁଣ ସାହୁ): ପୋଲ ନିର୍ମାଣରେ ମୂଲ୍ୟବାନ ଶାଳ କାଠକୁ ସେଣ୍ଟ୍ରିଙ୍ଗରେ ବ୍ୟବହାରକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ଖବର ଧରିତ୍ରୀରେ...

BJD: ବିଜେଡିରେ ଚାଲିଛି କ’ଣ? ପଛେଇଗଲେ ବଡ଼ ନେତା

ଭୁବନେଶ୍ୱର,୧୯।୪: ୯ମ ଇନିଂସରେ ପାଦ ଛାପିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକଙ୍କୁ ଶନିବାର ବିଜୁ ଜନତା ଦଳ (ବିଜେଡି)ର ସଭାପତି ଭାବେ ପୁନଃ...

ପେଟ ପାଇଁ ଗାଁ ବୁଲୁଛି ଓଟ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ସୁଦୂର ରାଜସ୍ଥାନ ଓ ଉତ୍ତରପ୍ରଦେଶରୁ କେତେଜଣ ବ୍ୟକ୍ତି ଓଟକୁ ଧରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଗାଁକୁ ଗାଁ ବୁଲି...

ନେହେରୁ ଆମକୁ ରାଜନୀତି ଶିଖାଇନାହାନ୍ତି: କାହିଁକି ଏମିତି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୯।୪: ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ ପୋଡକାଷ୍ଟର ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଅନେକ...

ଚୋରିଯାଇଥିବା ଜେସିବି ଜବତ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡି,୧୯।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ କୁ ମିଳିଛି ବଡ଼ ସଫଳତା। ଚୋରିଯାଇଥିବା ଏକ ଜେସିବିକୁ ପୋଲିସ ଉଦ୍ଧାର କରିବା ସହ ଚୋରି କରିଥିବା...

ଯୌତୁକ ପାଇଁ ୯ ମାସର ଗର୍ଭବତୀଙ୍କୁ ମାରିଦେଲେ ଶାଶୁଘର ଲୋକେ

ରାଜନଗର,୧୯।୪(କୃତିବାସ ପ୍ରଧାନ): ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା ଅଭିଯୋଗ। କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ବାଲିସାହିପାଟଣା ଗାଁ ରେ ଘଟିଛି ଏହି ଅଭାବନୀୟ ଘଟଣା। ଅଭିଯୋଗ...

ଦାରିଙ୍ଗବାଡ଼ି ବନାଞ୍ଚଳରେ ଅବାଧ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନବିଭାଗର ନିଦ ଭାଙ୍ଗିଲା

ଦାରିଙ୍ଗବାଡ଼ି,୧୯ା୪(ଅରୁଣ ସାହୁ): ଗଞ୍ଜାମ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ସିମନବାଡ଼ି ସେକ୍ସନ ବୁରାଙ୍ଗିଆଠାରୁ ବୁଡ଼ାଗୁଡ଼ାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଉକ୍ତ ରାସ୍ତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image