ତାଲିବାନ ନାଁରେ ବିମାନ ଉଡ଼ାଇବାକୁ ମଜାରେ ମେସେଜ୍‌ କରି ଗିରଫ ହୋଇଥିଲେ ଭାରତୀୟ ବଂଶୋଦ୍ଭବ, ସ୍ପେନ୍‌ କୋର୍ଟ କଲା ମୁକ୍ତ

ମାଡ୍ରିଡ୍‌,୨୭ା୧: ସ୍ପେନର ଏକ କୋର୍ଟ ଜଣେ ଭାରତୀୟ ମୂଳ ଯୁବକଙ୍କୁ ମୁକ୍ତ କରିଛନ୍ତି। ବିମାନଟି ଉଡ଼ୁଥିବା ବେଳେ ସେ ଜଣେ ତାଲିବାନ ଏବଂ ବିମାନକୁ ଉଡ଼ାଇ ଦେବା ପାଇଁ ଆଦିତ୍ୟ ବର୍ମା ନାମକ ଜଣେ ଭାରତୀୟ ସ୍ନାପଚାଟ୍‌ରେ ଏକ ବାର୍ତ୍ତା ପଠାଇଥିଲେ।

ଗାଟଓ୍ବିକ୍‌ ବିମାନବନ୍ଦରରୁ ପଠାଯାଇଥିବା ମେସେଜକୁକୁ ବ୍ରିଟିଶ ସୁରକ୍ଷା ସେବା ବାଧା ଦେଇଥିଲା ଏବଂ ସ୍ପେନ କର୍ତ୍ତୃପକ୍ଷଙ୍କୁ ସତର୍କ କରାଯାଇଥିଲା। ଏହା ପରେ ତାଙ୍କୁ ଗିରଫ କରାଯାଇଥିଲା। ତେବେ ଦୁଇ ଦିନ ପରେ ତାଙ୍କୁ ମୁକ୍ତ କରାଯାଇଥିଲା।

ଶୁକ୍ରବାର ଶୁଣାଣି ସମୟରେ ଜଜ୍‌ କହିଛନ୍ତି, ପ୍ରକୃତ ବିପଦ ଅଛି ବୋଲି କାହାକୁ ବିଶ୍ୱାସ କରିବାକୁ କୌଣସି ବିସ୍ଫୋରକ ସାମଗ୍ରୀ ମିଳି ନ ଥିଲା।

ବିମାନଟି ଫ୍ରାନ୍ସର ଆକାଶରେ ଉଡ଼ୁଥିବା ବେଳେ ବ୍ରିଟିଶ ସୁରକ୍ଷା ବ୍ୟବସ୍ଥା ଦ୍ୱାରା ଏହି ମେସେଜ୍‌ ହସ୍ତଗତ ହୋଇଥିଲା ବୋଲ ବିଚାରପତି କହିଛନ୍ତି। କର୍ତ୍ତୃପକ୍ଷ କିପରି ଏସ୍‌ଏମ୍‌ଏସ୍‌ ପ୍ରତି ସଚେତନ ହୋଇଥିଲେ ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଚେତାବନୀ ଦେଲା ବାଂଲାଦେଶ: ଶେଖ୍‌ ହାସିନାଙ୍କୁ ନ ଛାଡ଼ିଲେ…

ଢାକା,୧୯।୧୦: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆଇନ ପରାମର୍ଶଦାତା ଆସିଫ ନାଜରୁଲ ଭାରତ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଚୁକ୍ତିରେ କୌଣସି ବ୍ୟବସ୍ଥା ଦର୍ଶାଇ...

ନିଜ ଦେଶରେ ଅକ୍ରୋଶର ଶିକାର ହେଲେ ଟ୍ରୁଡୋ: ବିରୋଧୀ ଆଣିଲେ ସାଂଘାତିକ ଅଭିଯୋଗ

ଓଟ୍ଟାଓ୍ବା,୧୯ା୧୦:କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଅନ୍ୟାନ୍ୟ ବିବାଦରୁ ଧ୍ୟାନ ହଟାଇବା ପାଇଁ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାକୁ ବ୍ୟବହାର କରୁଥିବା ସେଠାର...

ବିଷ ଓଗାଳିଲେ କାନାଡ଼ା ବୈଦେଶିକ ମନ୍ତ୍ରୀ: ଭାରତକୁ ରୁଷିଆ ସହ କଲେ ତୁଳନା

ଓଟାଓ୍ବା,୧୯।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ...

ଚେତାବନୀ ଦେଲେ ନେତାନ୍ୟାହୁ: ହମାସ ସର୍ତ୍ତ ନ ମାନିଲେ ପରିସ୍ଥିତି ହେବ ଭୟାବହ

ତେଲ୍‌ ଆଭିଭ୍‌,୧୯ା୧୦:ଗାଜାର ସଶସ୍ତ୍ର ଶାସକ ହମାସ୍‌ ଅସ୍ତ୍ର ତ୍ୟାଗ କଲେ ଆସନ୍ତାକାଲି ଯୁଦ୍ଧର ଅବସାନ ଘଟିବ ବୋଲି ଶୁକ୍ରବାର ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ କହିଛନ୍ତି।...

ଭାରତରେ ଅଛନ୍ତି ଏତିକି ସଂଖ୍ୟାରେ ଗରିବ: ରିପୋର୍ଟରେ ବଡ଼ ଖୁଲାସା

ଜାତିସଂଘ,୧୯ା୧୦:ଭାରତରେ ୨୩୪ ନିୟୁତର ଊର୍ଦ୍ଧ୍ୱ ଲୋକ ଦାରିଦ୍ର୍ୟ ମଧ୍ୟରେ କାଳାତିପାତ କରୁଛନ୍ତି। ବିଶ୍ୱର ୫ ସର୍ବାଧିକ ସଂଖ୍ୟକ ଦରିଦ୍ର ରହୁଥିବା ଦେଶ ମଧ୍ୟରେ ଭାରତ ଅନ୍ୟତମ...

ଚଳିତ ବର୍ଷ ଦ୍ୱିତୀୟଥର ରୁଷିଆ ଯିବେ ମୋଦି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮ା୧୦: ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଗତ ଜୁଲାଇ...

ୟାହିୟା ସିନଓ୍ବାର କିଏ? ଅକ୍ଟୋବର ୭ ନରସଂହାର ପଛରେ ରହିଥିଲା ଯାହାଙ୍କ ହାତ, ହତ୍ୟା କରି ଇସ୍ରାଏଲ ନେଲା ପ୍ରତିଶୋଧ…

ଜେରୁଜେଲମ,୧୮।୧୦: ୨୦୨୩ ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣର ପଛରେ ଥିଲେ ହମାସ ମୁଖ୍ୟ ୟାହିୟା ସିନଓ୍ବାର। ଏହି ଆକ୍ରମଣରେ ୧୨୦୦ ଲୋକଙ୍କ ମୃତ୍ୟୁ...

ଭାରତ ସହ ସମ୍ପର୍କ ଯୋଡିବାକୁ ଚାହୁଁଛି ପାକିସ୍ତାନ, ନଓ୍ବାଜ ସରିଫ କହିଲେ ପୁରୁଣା କଥା ଛାଡି ନୂଆ ଆରମ୍ଭ କର

ଇସଲାମାବାଦ,୧୮।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଭାରତ ସହ ଭଲ ସମ୍ପର୍କ ସ୍ଥାପନ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri