ଦକ୍ଷିଣ ପାର୍ଶ୍ୱ ମଠ, କୋଠା ଉଚ୍ଛେଦ ଅଭିଯାନ ଜାରି

ପୁରୀ ଅଫିସ୍‌, ୨୧।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ପ୍ରଶାସନ ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ମଙ୍ଗଳବାର ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପାର୍ଶ୍ୱରେ ଥିବା ଦକ୍ଷିଣ ପାର୍ଶ୍ୱ ମଠର ବ୍ୟବସାୟିକ କୋଠା ଉଚ୍ଛେଦ କରାଯାଉଛି। ୨ ପ୍ଲାଟୁନ ପୋଲିସ ଫୋର୍ସ ଓ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ କୋଠା ଭଙ୍ଗାଯାଉଛି। ଏଥିସହ ଗଡନ୍ତି ଛକରେ ମଧ୍ୟ ଘରୋଇ ପ୍ଲଟର କୋଠା ଭଙ୍ଗାଯାଉଛି। ଉପଜିଲାପାଳ ଭବତାରଣ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ…

ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ.. ଭୁବନେଶ୍ୱର,୨୭।୧୨: ଗଞ୍ଜାମ ଜିଲା ଆସିକାରେ ବିଜେଡି ଦୁଇ ଫାଳ ।...

ପ୍ରଥମ ଦେଖାରେ ପ୍ରେମରେ ପଡ଼ିଯାଇଥିଲେ ମନମୋହନ:ଏମିତି ଥିଲା ପ୍ରେମସମ୍ପର୍କ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଶେନିଃଶ୍ୱାସ ତ୍ୟାଗ କରିଛନ୍ତି। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ମନମୋହନ ସିଂଙ୍କ ଭାବମୂର୍ତ୍ତି ଜଣେ...

କେତେ ସମ୍ପତ୍ତିର ମାଲିକ ଥିଲେ ମନମୋହନ, ସତ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡ. ମନମୋହନ ସିଂଙ୍କର ଗତକାଲି ଅର୍ଥାତ ଗୁରୁବାର ରାତିରେ ଦେହାନ୍ତ ହୋଇଛି। ତାଙ୍କୁ ୯୨ବର୍ଷ...

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…

ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ...

୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…

କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ...

ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ...

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ ପାଇଁ ପହଞ୍ଚିଲେ ମୋଦି-ଶାହା

ନୂଆଦିଲ୍ଲୀ,୨୭।୧୨: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ...

ଏଫ୍‌ଏକ୍ୟୁ ମାନର ଧାନ କିଣାକୁ ନେଇ ଚିନ୍ତାରେ ଚାଷୀ, ମିଲର

ରାୟଗଡ଼ା,୨୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଧାନମଣ୍ଡି ଆରମ୍ଭ ହୋଇ ୧୦ ଦିନ ବିତିଯାଇଥିଲେ ମଧ୍ୟ ସରକାର ଓ ମିଲରଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri