ଦାଦନ୍‌ ଦୁଖ: ଆପ୍‌ନେ ଆରପାରେ, ପଲିଥିନ୍‌ ତଲେ ପରିବାର

ପୁରୁଣାକଟକ,୧୭।୧୦(ଡି.ଏନ୍‌.ଏ.)-  ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ପଁଚେତ୍‌ ଅଧୀନ କମଳପୁର ଗଁାର ଭିକୁ ହଂସ(୩୪)। ସେ ବାଙ୍ଗାଲୋରକେ ଦାଦନ୍‌ ଖଟିଯାଇ ଶୋଭା ଲିମିଟେଡ୍‌ କମ୍ପାନୀରେ ମାର୍ବଲ ଶ୍ରମିକ ହିସାବେ କାମ୍‌ କରୁଥିଲାବେଲେ କେହେନ୍‌ସି କାରନ୍‌ରୁ ଅଗଷ୍ଟ ୧ ତାରିଖ୍‌ରେ ତାକର ମୁର୍‌ତୁ ହେଇଥିଲା। ପରିବାର ଲୋକ୍‌ ପୁରୁଣାକଟକ ପୁଲିସ ଆର ଜିଲା ପରଶାସନକେ ଜନାଲା ଉତାରୁ ପରଶାସନର ସାହାଯ୍‌ରେ ଭିକୁକଁର ଶବ ଗଁାକେ ଆସିଥିଲା। ଭିକୁ କାମ୍‌ କରୁଥିବାର କମ୍ପାନୀ କତୁରପକ୍ଷ ଶୁଧିକାଯ୍‌ ଆର ତାକର ବିଧବା ମାଏକିନା ରଶ୍ମୀ, ୨ ବଛରର ଝି’ ଲିପ୍‌ସାକଁର ଚଲବାର ଲାଗି ୧୫ ଦିନ୍‌ ଭିତରେ ୫ ଲାଖ୍‌ ଟଁକା ପଠେଇ ଦେମୁ କହି ସବୁ କାଗଜପତର, ପାସବହି ନମ୍ବର ନେଇଥିଲେ। ହେଲେ ଆଏଜ୍‌କେ ପାଖାପାଖି ୨ ମାସ ବିତିଯାଇଥିଲେ ବି କମ୍ପାନୀ କତୁରପକ୍ଷ ଟଁକା ଦେବାର ତ ଦୂରର କଥା ତାହାକୁ ଯୋଗାଯୋଗ କଲେ ବି ଉତର ନାଇଁ ମିଲବାର ବଲି ରଶ୍ମୀ କହିଛନ୍‌। ଘରର ଝନେ ବଲି ରୁଜଗାରିଆ ଲୋକ୍‌ ଥିଲେ ଭିକୁ। ତାକର ଚାଲିଗଲା ଉତାରୁ ମା’ଝି’ ବଡ଼ା ଗୁଲ୍‌ଗୁଲା ହେଇ ଦିନ୍‌ ବିତଉଛନ୍‌। ଏନ୍‌ତା ପରିସ୍ଥିତିରେ ବି ମା’ଝି’ କମ୍ପାନୀ ଆର ସରକାରୀ ସାହାଯ୍‌ ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ଭିକୁ ଚାଲିଯିବାର ୨ ମାସ ବିତିଯାଇଥିଲେ ବି ରଶ୍ମୀ ବିଧବା ଭତା, ହରିଶ୍ଚନ୍ଦ୍ର ଯୋଜନାର ଟଁକା କି ସରକାରୀ ଯୋଜନାରେ ଆବାସ ଘର ଖଁଡ଼େ ପାଇ ନାଇଁପାରି। ଏନ୍‌ତାଥି ମା’ଝି ୮୦ ବଛ୍‌ରିଆ ଶଶୁରକଁର ଭରସାରେ ଗୁଟେ ଭଂଗା ଘରେ ପଲିଥିନ୍‌ ଢ଼ାପି ରହୁଛନ୍‌। ପରିବାର ଲୋକ ହରଭଙ୍ଗା ବିଡିଓକୁଁ ସରକାରୀ ସାହାଯ୍‌ ଲାଗି ୨ ଥର ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ ମତାମତ ଲାଗି ହରଭଙ୍ଗା ବିଡିଓ ରବିନ୍ଦ୍ରନାଥ ଶତପଥୀକୁଁ ଯୋଗାଯୋଗ କରାଯାଇଥିଲେ ବି ତାକର ମତାମତ ନାଇଁ ମିଲିପାରି। ଜିଲାପାଳ ଇ ଦୁଖି ପରିବାର ଉପରେ ଦୁରୁଷ୍‌ଟି ଦେଇ ସବୁପରକାର ସରକାରୀ ସାହାଯ୍‌ ଯୁଗେଇ ଦେବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri