ଦାରିଙ୍ଗବାଡ଼ିରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଚଳିତ ଶୀତଋତୁରେ ପ୍ରଥମଥର ପାଇଁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଆସିଛନ୍ତି। ପୂର୍ବରୁ ପର୍ଯ୍ୟଟକ ଦୈନିକ ଆସୁଥିଲେ ମଧ୍ୟ ରବିବାର ଛୁଟିଦିନ ଯୋଗୁ ଏହି ସଂଖ୍ୟା ବୃଦ୍ଧି ପାଇଛି। ସୁନ୍ଦର ପରିବେଶ ସାଙ୍ଗକୁ ବଣ,ଜଙ୍ଗଲ, ପାଇନ୍‌ ବଣ, ଝରଣା ଦେଖିବାକୁ ସକାଳୁ ଭିଡ଼ ଲାଗିଛି। ପଶ୍ଚିମବଙ୍ଗ ସମେତ ରାଜଧାନୀ ଭୁବନେଶ୍ୱର, କେନ୍ଦୁଝର, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ଗଞ୍ଜାମ, ଗଜପତି, କଟକ, ବାଲେଶ୍ୱର ଆଦି ଜିଲାରୁ ପର୍ଯ୍ୟଟକ ପହଞ୍ଚିଛନ୍ତି। ତାପମାତ୍ରା ୯.୫ରୁ ବୃଦ୍ଧି ପାଇ ୧୨ଡିଗ୍ରୀରେ ପହଞ୍ଚିଥିବାରୁ ଶୀତ କମିଛି। ଦାରିଙ୍ଗବାଡ଼ିର ହିଲ୍‌ଭିୟୁ ପାର୍କ ସମେତ ପ୍ରକୃତିଉଦ୍ୟାନ, କଫି ବଗିଚା, ସାଇଲେଣ୍ଟ ଭ୍ୟାଲି ବୁଲି ଦେଖିଛନ୍ତି ପର୍ଯ୍ୟଟକ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ରେଳଷ୍ଟେଶନର ବିଭିନ୍ନ ସମସ୍ୟା ସମାଧାନ ଦାବି ନେଇ ଦାବିପତ୍ର ପ୍ରଦାନ

କେସିଙ୍ଗା,୧୧ା୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳଷ୍ଟେଶନ ସମସ୍ୟାକୁ ନେଇ ରେଲଓ୍ବେ ବିଭାଗ ଦ୍ୱାରା ମନୋନୀତ ରେଲଓ୍ବେ କନ୍‌ସଲ୍‌ଟିଭ୍‌ କମିଟିର ମନୋନୀତ ସମସ୍ତ...

ସୁଭଦ୍ରା ଯୋଜନା ଆବେଦନ ହେବ ସହଜ, ଲୋକଙ୍କୁ ସମସ୍ତ ପ୍ରକାର…

ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): ସାରା ରାଜ୍ୟରେ ଏବେ ସୁଭଦ୍ରା ଯୋଜନାକୁ ନେଇ ଅନେକ ଚର୍ଚ୍ଚା ହେଉଛି। ଏହି ଯୋଜନାକୁ ନେଇ ଲୋକଙ୍କ ମନରେ ବିଭିନ୍ନ ଆଶଙ୍କା ରହିଥିବା...

Featured Video Play Icon

ସମୁଦ୍ର ତଟରେ ମଦ କୁଡ଼ିଆ ଯୋଜନାକୁ ଶଙ୍କରାଚାର୍ଯ୍ୟଙ୍କ ବିରୋଧ

ରାଜ୍ୟ ସରକାର ବିଭିନ୍ନ ସମୁଦ୍ର କୁଳରେ ମଦ ବିକ୍ରୟ ପାଇଁ ଯୋଜନା କରୁଥିବା ବେଳେ ପୁରୀ ମହୋଦଧୀ ତଟରେ ମଦ କୁଡିଆକୁ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ...

ଯାତ୍ରାରେ ଧାର୍ମିକ ଭାବନାକୁ ଆଘାତ ଅଭିଯୋଗ: ମଞ୍ଚରେ ଦର୍ଶକଙ୍କ ଭଙ୍ଗାରୁଜା, କଳାକାରଙ୍କୁ ଆକ୍ରମଣ

ସମ୍ବଲପୁର, ୧୧।୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦରଥାନା ଅନ୍ତର୍ଗତ ନକ୍ସାପାଲି ଠାରେ ଚାଲିଥିବା ଯାତ୍ରା ମଞ୍ଚକୁ ଚଢ଼ି ଦର୍ଶକଙ୍କ ଭଙ୍ଗାରୁଜା ସହ କଳାକାରଙ୍କୁ ଆକ୍ରମଣ କରାଯାଇଥିବା...

ଗାଁକୁ ରାସ୍ତା ନାହିଁ, ବ୍ଲକ ଘେରାଉ କଲେ ଗ୍ରାମବାସୀ

ଆନନ୍ଦପୁର,୧୧ା୯(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ବ୍ଲକ କୋଡ଼ପଡ଼ା ପଞ୍ଚାୟତ ଗୋଳାବନ୍ଧ ଗ୍ରାମକୁ ଆସିଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ରାସ୍ତା ପାଣି...

ଜଙ୍ଗଲ ଭିତରେ ଗଞ୍ଜେଇ ବସ୍ତା, ପାଟ୍ରୋଲିଂ ବେଳେ ଜବତ କଲା ପୋଲିସ

ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କୁମ୍ଭାରୀଗାଁ ପଞ୍ଚାୟତ ପାଡ଼ିକିଆ ଜଙ୍ଗଲରୁ ଗଞ୍ଜେଇ ଭର୍ତ୍ତି ବସ୍ତାକୁ ପୋଲିସ ଜବତ କରିଛି। ଗଞ୍ଜେଇର...

ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର, ଦେଢ଼ ମାସ ବିତିଯାଇଥିଲେ ବି କାର୍ଯ୍ୟାନୁଷ୍ଠାନ ଶୂନ

ମୋରଡ଼ା,୧୧ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ହୋଇଥିବା ବେଳେ ଘଟଣା ଘଟିବାର ଦେଢ଼ ମାସ ବିତିଯାଇଥିଲେ...

ତିନି ଦୁର୍ବୁତ୍ତ ବାଇକରେ ଆସି ଯୁବକଙ୍କ ଠାରୁ ଛଡ଼ାଇ ନେଲେ ମୋବାଇଲ

ବାଲିଗୁଡ଼ା:୧୧।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହର ସମେତ ଥାନା ଅଞ୍ଚଳରେ ଦିନକୁ ଦିନ ଲୁଟ, ଡକାୟତି, ଚୋରି ବଢ଼ିବାରେ ଲାଗିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri