କେନ୍ଦୁଝର, ୨୪।୧୦(ସ୍ବ.ପ୍ର.): ଟାଉନ ଥାନା ଠାକୁରପାଟଣା ଅଚିନ୍ତା ମଠ ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ବାଇକ୍ରୁ ତଳେ ପଡ଼ି ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନରେଶ ମହାନ୍ତି। ତାଙ୍କ ଘର ଶିରିଶପାଳ ଗ୍ରାମରେ ବୋଲି ଜଣାପଡିଛି ା
ନରେଶ ଘଟଗାଁ କଲେଜର ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ର ଥିଲେ। ଗୁରୁବାର ଅପରାହ୍ନରେ ସେ ସ୍କୁଟର ଯୋଗେ ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ବ୍ୟାରିକେଟକୁ ଧକ୍କା ଦେଇ ତଳେ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
Posted inଆମ ଜିଲା ଖବର, କେନ୍ଦୁଝର View All

ଆସନ୍ତା ମାସରେ ରେଳରୋକୋ କରିବ ଯାତ୍ରୀ ସୁରକ୍ଷା କମିଟି
ରୁପ୍ରାରୋଡ୍,୧୯ା୪(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ରୁପ୍ରାରୋଡ୍ ରେଳଯାତ୍ରା ସୁରକ୍ଷା କମିଟି ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆସନ୍ତା ତା-୬.୫.୨୫ରେ ରୁପ୍ରାରୋଡ୍ରେ ରେଳରୋକୋ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ର...

ଗଛରେ ଝୁଲୁଛି ତାଡ଼ି ଗାଡୁଆ, ଯୁବ ସମାଜ ପଥଭ୍ରଷ୍ଟ
ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ସରକାର ପାମ୍ ଜାତୀୟ ଗଛ ରୋପଣ କରିିବା ପାଇଁ ଗୁରୁତ୍ୱାରୋପ କରୁଛନ୍ତି। ରାସ୍ତା ପାଶର୍ବ, ଖୋଲା ପଡ଼ିଆ, ନଦୀ, ନାଳ,...

ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀକୁ ଅଣଦେଖା
କେନ୍ଦ୍ରାପଡ଼ା,୧୯ା୪ (ଜଗନ୍ନାଥ ଧଳ): ଶୁକ୍ରବାର ବିଶ୍ୱ ଐତିହ୍ୟ ଦିବସ ପାଳିତ ହୋଇଯାଇଛି। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ...

କାର୍ଯ୍ୟକ୍ଷମ ଅପେକ୍ଷାରେ ସହରର ଡ୍ରେନେଜ ସିଷ୍ଟମ୍ ପ୍ଲାନ
କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ ସଫେଇକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର...

ସମୁଦ୍ରରୁ ମାଛଧରା ବନ୍ଦ ପରେ ପୁଟି ଦେଉଛି ରୋଜଗାର
ପାରାଦୀପ,୧୯।୪(ଶରତ ରାଉତ): ରାଜ୍ୟର ଉପକୂଳ ଓଡ଼ିଶାରେ ଏବେ ସାମୁଦ୍ରିକ ମାଛଧରା ବନ୍ଦର ଅଛି। ଏହା ମଧ୍ୟରେ ମାଛ ଗଦି କରିଥିବା ବ୍ୟବସାୟୀମାନେ ପୁଟି ବେପାର ଉପରେ...

କାଳବୈଶାଖୀ ହେଲା କାଳ: ଉପୁଡ଼ିଲା ଟେଣ୍ଟ ଖୁଣ୍ଟ, ଜୀବନ ବିକଳରେ ଦୌଡ଼ିଲେ ଦର୍ଶକ
ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ଦରିଆ ରାମଚଣ୍ଡୀ ମନ୍ଦିର ପୀଠରେ ଜମ୍ବୁ ଦ୍ୱୀପ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ
ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା
ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...