ଦୁର୍ବୃତ୍ତ ଲୁଟି ନେଲେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର, ଟଙ୍କା

ଖୋର୍ଦ୍ଧା ଅଫିସ,୧।୯ :ଖୋର୍ଦ୍ଧା ଆଦର୍ଶ ଥାନା ଶିଳ୍ପାଞ୍ଚଳ ଫାଣ୍ଡିର ମୁକୁନ୍ଦପ୍ରସାଦ ଝରଟାଙ୍ଗିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଝରକା ଗ୍ରୀଲ ତାଡି ଶନିବାର ରାତିରେ କିଶୋର ପଟ୍ଟନାୟକଙ୍କ ଘରୁ ୧୦ ଭରି ସୁନା, ୩ ଭରି ରୁପା ଅଳଙ୍କାର ଓ ୩୮ ହଜାର ଟଙ୍କା ଚୋରାଇ ନେଇଛନ୍ତି। ଖବରପାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଘରେ ତାଲା ପଡିଥିବାବେଳେ ଏହି ଚୋରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର, ନୂଆ ଜଗନ୍ନାଥ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ଼, ଦୃଷ୍ଟି ଦେବାକୁ ପ୍ରଶାସନ ନିକଟରେ ଦାବି

ନିରାକାରପୁର, ୨୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ନିରାକାରପୁର ବଜାରରୁ ଲେଣ୍ଡୋ ପଞ୍ଚାୟତର ଯାଜପୁର ଗାଁକୁ ଯିବା ମୁଖ୍ୟ ରାସ୍ତାଟି ଏବେ ଡମ୍ପିଂୟାର୍ଡ଼ ପାଲଟିଛି। ଖାଲି ଯାଜପୁର...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ...

ଦୁର୍ବଳ ହେଉଛି ଅବପାତ, ଖୋର୍ଦ୍ଧାରେ ସବୁଠୁ ଅଧିକ ବର୍ଷା

ଖୋର୍ଦ୍ଧା,୨୧ା୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର...

ଟାଙ୍ଗୀ, ଚିଲିକା ଅଞ୍ଚଳରେ ଭୂମିକମ୍ପ, ଘରେ ସୃଷ୍ଟି ହେଲା ଫାଟ

ନିରାକାରପୁର, ୧୯।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଓ ଚିଲିକା ଅଞ୍ଚଳରେ ଭୂମିକମ୍ପ ଝଟକା। ଗୁରୁବାର ଅପରାହ୍ନ ୪.୫୧ରେ ୧ରୁ ଦୁଇ ସେକେଣ୍ଡ...

ଫରେଷ୍ଟଗାର୍ଡଙ୍କୁ ମାଡ଼ ମାରିଲେ ଗ୍ରାମବାସୀ

ନିରାକାରପୁର,୧୮ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଓ ପଟିଆ ସେକ୍ସନ ଅଧୀନରେ ଥିବା ରଣ୍ଡା ବିଟ୍‌ ହାଉସ୍‌ରେ ବୁଧବାର ଏକ ଅଭାବନୀୟ ଘଟଣା...

ନିରାକାରପୁର ବଜାରରେ ଅଗ୍ନିକାଣ୍ଡ, ଜଳିଗଲା ୩ ଦୋକାନ

ନିରାକାରପୁର,୧୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ) :ସୋମବାର ନିରାକାରପୁର ବଜାର ଭିତରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ନବୀନ ବେହେରା(ବାରମଜା ଭେରାଟି ଦୋକାନ ), ଭୀମ ସେନାପତି(ମଟର...

୨୯ ମୃତ ବିଦେଶୀ ପକ୍ଷୀ ଜବତ: ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ନିରାକାରପୁର, ୧୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଅଧିନ ଟାଙ୍ଗି ରେଞ୍ଜ କାର୍ଯ୍ୟାଳୟ କୌଣସି ସୂତ୍ରରୁ ଖବର ପାଇ ବାଲିନାସି ଅଞ୍ଚଳ ରଘୁରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri