ଦେବାଳିଆ ଆଇନରେ ସଂଶୋଧନ ଲାଗି ଅଧ୍ୟାଦେଶକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୫-୧୨: ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ବା ଦେବାଳିଆ ଆଇନରେ ସଂଶୋଧନ ଆଣିବା ଲାଗି କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଙ୍ଗଳବାର ଅଧ୍ୟାଦେଶକୁ ମଞ୍ଜୁରୀ ଦିଆଯାଇଛି। ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସକୁ ତ୍ୱରିତ କରିବା ସହ ଦେବାଳିଆ ଆଇନରେ ବିଭିନ୍ନ ପ୍ରସଙ୍ଗକୁ ସ୍ପଷ୍ଟ କରିବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଆଇବିସି କୋଡ୍‌କୁ ବର୍ତ୍ତମାନ ସୁଦ୍ଧା ୩ଥର ସଂଶୋଧନ କରାଯାଇଛି। ଆଇନରେ ଥିବା ବିଭିନ୍ନ ଅସୁବିଧା ଏବଂ ଅସଙ୍ଗତିକୁ ଦୂର କରିବା ଲାଗି ଏଭଳି ସଂଶୋଧନ କରାଯାଇଥିବା କେନ୍ଦ୍ର ସୂଚନା ଏବଂ ପ୍ରଶାସରଣ ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲରେନ୍ସ ବିଷ୍ଣୋଇଙ୍କ ଫଟୋ ଥାଇ ଟି-ସାର୍ଟ ବିକି ଫସିଲା ମିଶୋ

ନୂଆଦିଲ୍ଲୀ,୫।୧୧: ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମ ବର୍ତ୍ତମାନ ଖବରରେ ଅଛି। ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ...

ୱାକାଥନ୍‌ ଜରିଆରେ ଜାଗରୁକତା ସୃଷ୍ଟି

ଭୁବନେଶ୍ୱର,୫।୧୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର କଟକ ମଣ୍ଡଳ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏପରିକି ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩...

ନାଲ୍‌କୋରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୫।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲକୋ ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪...

ବିଓଏମ୍‌ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୫।୧୧: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ସତର୍କତା ସଚେତନତା ସପ୍ତାହ ନିକଟରେ ଶେଷ ହୋଇଯାଇଛି। ଏପରିକି ୨୦୨୪...

ଦିନକରେ ୬ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୫।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଓ ଭୂ-ରାଜନୈତିକ ବାତାବରଣ ଯୋଗୁ ଭାରତୀୟ ପୁଞ୍ଜି ବଜାର ଓ ଷ୍ଟକ ମାର୍କେଟ କାରବାରରେ ଏକ ପ୍ରକାରର ବଡ ଧରଣର ପ୍ରଭାବ...

ନଭେମ୍ବର ୮ରୁ ‘ପଥ ପ୍ରଦର୍ଶକ ୨.୦’

ଭୁବନେଶ୍ୱର,୫।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କ୍ୟାରିୟର ମ୍ୟାପ୍‌ ପକ୍ଷରୁ ଚଳିତ ବର୍ଷ ନଭେମ୍ବର ୮ରୁ ଏକ ୨ଦିନିଆ ପ୍ରଦର୍ଶନୀ ‘ପଥ ପ୍ରଦର୍ଶକ...

ସର୍ବକାଳୀନ ସର୍ବନିମ୍ନ ସ୍ତରକୁ ଖସିଲା ଟଙ୍କା ମୂଲ୍ୟ

ନୂଆଦିଲ୍ଲୀ,୪।୧୧: ଆମେରିକୀୟ ଦୁର୍ବଳତାର ଫାଇଦା ନେଇ ଅନ୍ୟ ଏସୀୟ ବଜାର ଲାଭାନ୍ବିତ ହୋଇଥିବା ବେଳେ କ୍ଷତିର ସମ୍ମୁଖୀନ ହୋଇଛି ଭାରତୀୟ ଟଙ୍କା। ସ୍ଥାନୀୟ ଷ୍ଟକରୁ କ୍ରମାଗତ...

ପୁଣି ବଢିବ ତେଲ ଦର: ଉତ୍ପାଦନକାରୀ ଦେଶ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୧୧: ଅଶୋଧିତ ତୈଳ ଉତ୍ପାଦନ ହ୍ରାସ କରିବାକୁ ଉତ୍ପାଦନକାରୀ ରାଷ୍ଟ୍ର(ଓପେକ ପ୍ଲସ)ଗୁଡିକ ନିଷ୍ପତ୍ତି ନେବା ପରେ ତେଲ ମୂଲ୍ୟ ୨ ପ୍ରତିଶତ ବୃଦ୍ଧି ପାଇଛି। ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri