ଧାନବସ୍ତା ପଡ଼ି ମା’-ଝିଅ ମୃତ: ବାପା ଗୁରୁତର

ବ୍ରହ୍ମଗିରି,୮ା୫(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ହୁବାସାହି ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ସଦସ୍ୟ ଶୋଇଥିବା ସମୟରେ ଧାନବସ୍ତା ପଡ଼ି ମା’, ଝିଅଙ୍କର ମୃତ୍ୟୁ ଘଟିଥିବା ବେଳେ ବାପା ଗୁରୁତର ହୋଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ପୂର୍ଣ୍ଣଚନ୍ଦ୍ର ଭୋଇ, ତାଙ୍କ ସ୍ତ୍ରୀ ସସ୍ମିତା, ଝିଅ ସ୍ବର୍ଣ୍ଣଲତା ଶୋଇଥିବା ସମୟରେ ଧାନବସ୍ତା ସାମାନଙ୍କ ଉପରେ ପଡ଼ିଯାଇଥିଲା। ଫଳରେ ଚାପିହୋଇ ମା’- ଝିଅଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଗୁରୁତର ହୋଇ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥତଳେ ଚାପିହୋଇ ଚାଲିଗଲା ୨ ବର୍ଷର ଶିଶୁ କନ୍ୟାଙ୍କ ଜୀବନ

ପାଟଣା,୨୭।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତର ବାରତଣିଆ ଗ୍ରାମର ଅଘଟଣ ଘଟିଛି। କାନ୍ଥ ତଳେ ଚାପି ହୋଇ ୨...

ଶିକ୍ଷୟିତ୍ରୀଙ୍କ ଡେପୁଟେଶନକୁ ନେଇ ତାତିଗଲେ ଗ୍ରାମବାସୀ: ଆଉ ତା’ପରେ …

ତୁଣ୍ଡଲା,୨୭ା୯(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ପଞ୍ଚାୟତ ତାଲଭଅଁରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେଶନରେ ଅନ୍ୟ ବିଦ୍ୟାଳୟକୁ...

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ତୁମୁଳକାଣ୍ଡ:ଡିଏସ୍‌ପି ଏସ୍‌ଆଇଙ୍କୁ ପଥରମାଡ଼, ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ

ଭଦ୍ରକ,୨୭।୯: ଭଦ୍ରକ ଜିଲା ସିଟି ଡିଏସ୍‌ପି ଓ ଟାଉନ ଥାନା ଏସଆଇଙ୍କୁ ଶୁକ୍ରବାର ଆକ୍ରମଣ ହୋଇଛି। ସଣ୍ଠିଆ ନିକଟରେ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଲୋକ ପୋଲିସ ଉପରକୁ...

ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ 

ଅନୁଗୋଳ ,୨୭।୯:  ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି...

ତୈଳ ଜାତୀୟ ଫସଲ ବୁଲି ଦେଖିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୨୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ର ଚାଷ ସମ୍ପର୍କିତ ଶିକ୍ଷା ପ୍ରାପ୍ତ ପାଇଁ ତୈଳ...

ପର୍ଯ୍ୟଟନକ୍ଷେତ୍ରକୁ ସଫା ରଖିବାକୁ ଏମିତି କଲେ….

ବ୍ରାହ୍ମଣୀଗାଁ ୨୭।୯: (ମନୋରଞ୍ଜନ ରଣା) ଜଙ୍ଗଲ ଓ ପରିବେଶ ବିଭାଗର ବାଲିଗୁଡ଼ା ବନଖଣ୍ଡର ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ପୁଅକୁ ବଞ୍ଚାଇବାକୁ ଯାଇ ବାପା ମୃତ, ସମ୍ପର୍କୀୟ ଗୁରୁତର

ଭଞ୍ଜନଗର,୨୭।୯: ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଗୁନାଖାଇ ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ବାପାଙ୍କ ମୃତ୍ୟୁ...

ଫାଇନାନ୍ସ କର୍ମଚାରୀଙ୍କ ଦାଦାଗିରି: ଆଦିବାସୀ ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ସହ ଦେଲେ ହତ୍ୟା ଧମକ, ଥାନାରେ ମାମଲା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲୋକଙ୍କୁ ଫାଇନାନ୍ସ ଦେବା ପାଇଁ ବିଭିନ୍ନ ସ୍ଥାନରେ ମାଳମାଳ ବ୍ୟାଙ୍କ ଖୋଲାଯାଇଛି। ଦାରିଙ୍ଗବାଡ଼ି ଓ ରାଇକିଆ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri